ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ: ଏହି ବୟସର ମହିଳାଙ୍କୁ ଆଉ ମିଳିବନି ଟଙ୍କା
ଭୁବନେଶ୍ୱର,୩୦।୭: ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା…
ଆସିଲା ସ୍ବତନ୍ତ୍ର ଆପ୍ ‘AWESOME’: ସଶକ୍ତ ହେବ ଅଙ୍ଗନଓ୍ବାଡ଼ି
ଭୁବନେଶ୍ୱର,୩୦ା୭: ଅଙ୍ଗନଓ୍ବାଡ଼ିକୁ ସଶକ୍ତ କରିବାକୁ ଏକ ସ୍ବତନ୍ତ୍ର ଆପ୍ ‘AWESOME’ ଆସିଛି। ଅଙ୍ଗନଓ୍ବାଡ଼ି ଓ୍ବେଲ୍ଫେୟାର ଆଣ୍ଡ୍ ସର୍ଭିସ୍ ଓଭର ନାଇଟ୍ ମନିଟରଙ୍ଗି Everywhere ଆପ୍। ଏହି ଆପ ମାଧ୍ୟମରେ ଅଙ୍ଗନଓ୍ବାଡ଼ି କର୍ମୀ ସମସ୍ତ କାର୍ଯ୍ୟ କରିବେ। ଏହି ସ୍ବତନ୍ତ୍ର ଆପ୍ ଜରିଆରେ…
ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ, ବାଦ୍ ପଡ଼ିଥିଲେ…
ଭୁବନେଶ୍ୱର,୩୦।୭: ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ସର୍ଭେ ହେବ। ୨୧ ବର୍ଷ ହୋଇଥିବା…
ଗଛ ନ ଲଗାଇବା ଯୋଗୁ ୧୧ ଜଣ BEOଙ୍କ ଦରମା ବନ୍ଦ କଲେ ଜିଲା ଶିକ୍ଷାଧିକାରୀ
ବଲାଙ୍ଗୀର, ୩୦।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମ ଚାଲିଥିବାବେଳେ ଜିଲାରେ ଥିବା ବିଭିନ୍ନ…
ଆଜି ଏହି ସବୁ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା, ଜାରି ହେଲା ଆଲର୍ଟ
ଭୁବନେଶ୍ୱର,୩୦।୭: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି…
ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର,୨୯।୭(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର…
ମନ୍ତ୍ରୀଙ୍କ ବଡ଼ ସୂଚନା: ପୂର୍ତ୍ତ ବିଭାଗ କାମରେ ଲାଗିବ AI
ଭୁବନେଶ୍ୱର,୨୯।୭: ଆଇନ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ପୂର୍ତ୍ତ ବିଭାଗ କାର୍ଯ୍ୟରେ AI ଆଧାରିତ ସଫ୍ଟୱେର୍ ବ୍ୟବହାର କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ଟେଣ୍ଡର୍ ମ୍ୟାନେଜମେଣ୍ଟ ପ୍ରକ୍ରିୟା ସମ୍ପୂର୍ଣ୍ଣ…
ସାତକୋଶିଆରେ ନାହାନ୍ତି ବାଘ: ପିସିସିଏଫ
ଭୁବନେଶ୍ୱର,୨୯।୭: ପିସିସିଏଫ ପ୍ରେମ କୁମାର ଝା ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ସାତକୋଶିଆରେ ବାଘ ଶୂନ୍ୟ ହୋଇଯାଇଥିବା ପିସିସିଏଫ ଝା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସାତକୋଶିଆକୁ କୌଣସି ବାଘ ଆଣିବାକୁ ଯୋଜନା ନାହିଁ। ୫ ବର୍ଷ ତଳେ ସାତକୋଶିଆରେ ବାଘ…
ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଠକି ନେଇଥିଲେ ଟଙ୍କା, ଏବେ ଗିରଫ ହେଲେ…
ଭୁବନେଶ୍ୱର, ୨୯।୭: ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଜମି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହେଲେ ଅଭିଯୁକ୍ତ ନିରଞ୍ଜନ ଶତପଥୀ । ଗତ ୨୬ ତାରିଖରେ…
ଭୁବନେଶ୍ୱର ବିମାନବନ୍ଦରରୁ ୩୦ କୋଟି ଟଙ୍କାର ଗଞ୍ଜେଇ ଜବତ, ୩ ଅଟକ
ଭୁବନେଶ୍ୱର,୨୯।୭: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରେ କମିଶନରେଟ ପୋଲିସ ବ୍ୟାଙ୍କକରୁ ଆସୁଥିବା ତିନି ଯାତ୍ରୀଙ୍କୁ ଅଟକ କରି ୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ହାଇଡ୍ରୋପୋନିକ ଗଞ୍ଜେଇ ଜବତ କରିଛି। ନିୟମିତ ଲଗେଜ ଯାଞ୍ଚ ସମୟରେ ଏହି ମାଦକ ଦ୍ରବ୍ୟ…
ସହକାରୀ ଯନ୍ତ୍ରୀଙ୍କ ବିପୁଳ ସମ୍ପତ୍ତି ଠାବ: ଉତ୍କଳ ଗ୍ୟାଲେରିଆ, ସିମ୍ଫୋନି ମଲରେ ଦୋକାନ
ଭୁବନେଶ୍ୱର,୨୯।୭: ସଡକ ଓ ଗୃହ ନିର୍ମାଣ(R&B) ଡିଭିଜନର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଚଢାଉ ବେଳେ ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ନୀଳାଦ୍ରି ବିହାରରେ ୩ ମହଲା କୋଠା, କସମୋପଲିସରେ ୨ଟି…
ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଅଗଷ୍ଟରେ ୧୦ଦିନ ଛୁଟି ରହିବ ସ୍କୁଲ-କଲେଜ! ଦେଖନ୍ତୁ ଲିଷ୍ଟ
ଭୁବନେଶ୍ୱର,୨୯।୭: ଓଡ଼ିଶାର ସରକାରୀ ସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। କାରଣ ଆସନ୍ତା ଅଗଷ୍ଟ ମାସରେ ସ୍କୁଲ, କଲେଜ ଏବଂ ସରକାରୀ ଅଫିସଗୁଡ଼ିକ ପ୍ରାୟ ୧୦ ଦିନ ଛୁଟି ରହୁଛି। ଛାତ୍ରୀଛାତ୍ରମାନଙ୍କ ପାଇଁ ଖୁସି ଖବର । ପୁଣି ୧୦…
Archives


