ପ୍ରଥମ ଦିନରେ ୨୨ କଟେଜରେ ପର୍ଯ୍ୟଟକ
କୋଣାର୍କ,୧୦ା୧୨(ଡି.ଏନ୍.ଏ.):ଓଡ଼ିଶାର ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ପର୍ଯ୍ୟଟକଙ୍କୁ ଆଡ୍ଭେଞ୍ଚର ସ୍ପୋର୍ଟସ, ମନୋରଞ୍ଜନ ଆଦିର ଭିନ୍ନ ଅନୁଭବ ଦେବାକୁ ବୁଧବାରଠାରୁ ଆରମ୍ଭ ହୋଇଛି ‘ଇକୋ ରିଟ୍ରିଟ୍’। ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଜ୍ୟର ୫ଟି ସ୍ଥାନରେ ଆୟୋଜିତ ଏହି ଫେଷ୍ଟିଭାଲକୁ ମୁଖ୍ୟମନ୍ତ୍ରୀ ନବୀନ…
ଜେଲରେ ଜେରା ହେବେ ପ୍ରଦୀପଙ୍କ ସହ ପାଠକ ବାପପୁଅ
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ନିଲମ୍ବିତ ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୩ଟି ମାମଲା ରୁଜୁ କରିଛି। ପାଠକ ବାପପୁଅଙ୍କ ନାଁରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ…
‘ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ନୈତିକ ବିଜୟ’
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ସମୟରେ ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍ ଓ ଅନ୍ୟାନ୍ୟ କୋଭିଡ୍ ସାମଗ୍ରୀ କିଣାରେ ବହୁ କୋଟି ଟଙ୍କା ଦୁର୍ନୀତିରେ ରାଜ୍ୟ ସରକାରଙ୍କର ସମ୍ପୃକ୍ତିକୁ ନେଇ ପ୍ରଦେଶ କଂଗ୍ରେସ କମିଟି ଲୋକାୟୁକ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଲୋକାୟୁକ୍ତ ଗୁରୁତ୍ୱପୂର୍ଣ୍ଣ…
‘କୋଇଲା ରୟାଲ୍ଟି ସଂଶୋଧନ କର’
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥର ରୟାଲଟି ସଂଶୋଧନ ପ୍ରସ୍ତାବ ୨୦୧୭ରୁ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। କୋଇଲା ରୟାଲ୍ଟି ସଂଶୋଧନ ୨୦୧୭ ସେପ୍ଟେମ୍ବରରୁ ପଡ଼ିରହିଛି। ଯଦିଓ କ୍ଲିନ୍ ଏନର୍ଜି ସେସ୍ ଅନେକ ଥର ବୃଦ୍ଧି କରାଯାଇଛି ତେବେ ତାହା ରାଜ୍ୟ…
୯ ଜିଲାରେ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଆସନ୍ତା ୩ ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡ଼ା,ନୟାଗଡ଼, କଟକ, ଜଗତ୍ସିଂହପୁର ଏବଂ ଅନୁଗୋଳ ଜିଲାର…
ଅର୍ବାନ ଗଭର୍ନାନ୍ସରେ ଓଡ଼ିଶା ୧ ନମ୍ବର
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଅର୍ବାନ ଗଭର୍ନାନ୍ସ ଇଣ୍ଡେକ୍ସ (ସହରାଞ୍ଚଳ ଶାସନ ସୂଚକାଙ୍କ)-୨୦୨୦ରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ ବିବେଚିତ ହୋଇଛି। ଦେଶର ପ୍ରମୁଖ ରାଜ୍ୟଗୁଡ଼ିକୁ ପଛରେ ପକାଇ ଓଡ଼ିଶା ଏକ ନମ୍ବର ସ୍ଥାନ ହାସଲ କରିଛି। ସ୍ବେଚ୍ଛାସେବୀ ସଙ୍ଗଠନ ପ୍ରଜା ଫାଉଣ୍ଡେଶନ ପକ୍ଷରୁ ଦିଲ୍ଲୀ ସମେତ ୨୮…
ସ୍କୁଟିକୁ ୨୬ ହଜାର ଜରିମାନା
ଭୁବନେଶ୍ୱର,୧୦।୧୨(ବ୍ୟୁରୋ) :ଭୁବନେଶ୍ୱରରେ ଜଣେ ନାବାଳକ ସ୍କୁଟି ଚଲାଇବା ଓ ହେଲ୍ମେଟ ନ ପିନ୍ଧିବା ମହଙ୍ଗା ପଡିଛି। ନୂଆ ଟ୍ରାଫିକ ନିୟମ ଅନୁସାରେ ଓଆର୍୦୨ଏଜି୦୧୮୩ ନମ୍ବର ବିଶିଷ୍ଟ ସ୍କୁଟି ଉପରେ ୨୬ ହଜାର ଟଙ୍କାର ଜରିମାନା କରିଛି କମିଶନରେଟ ପୋଲିସ। ବୁଧବାର ସକାଳେ…
ନନ୍ଦନକାନନରେ ସମ୍ବର ମୃତ
ବାରଙ୍ଗ,୯ା୧୨(ଡି.ଏନ୍.ଏ.)-ପ୍ରାଣୀଉଦ୍ୟାନ ନନ୍ଦନକାନନରେ ବୁଧବାର ୩୯ନଂ ଏନକ୍ଲୋଜେରରେ ରହୁଥିବା ୯ବର୍ଷର ଏକ ମାଈ ସମ୍ବର ମୃତ୍ୟୁବରଣ କରିଛି। ଏନ୍କ୍ଲୋଜରରେ ମଙ୍ଗଳବାର ଅନ୍ୟ ସମ୍ବର ସହ ମାଡଗୋଳ ଘଟିବା ଯୋଗୁ ଏହି ମାଈ ସମ୍ବରଟି ଅସୁସ୍ଥ ହୋଇପଡ଼ିଥିଲା। କର୍ମଚାରୀମାନଙ୍କଠାରୁ ଖବରପାଇ ନନ୍ଦନକାନନର ଡାକ୍ତରମାନେ ଏନ୍କ୍ଲୋଜରକୁ…
ଭୁବନେଶ୍ୱରରୁ ଆଜି ପୁଣି ୨୩ ପଜିିଟିଭ୍ ଚିହ୍ନଟ: ୩୦ ସୁସ୍ଥ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ସୁନ୍ଦରୀର ଯତ୍ନ ନେବାକୁ ନବୀନଙ୍କୁ ଚିଠି ଲେଖିଲେ ଶିବରାଜ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସୁନ୍ଦରୀର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୁନ୍ଦରୀକୁ ମଧ୍ୟପ୍ରଦେଶ ଫେରାଇନେବା ପର୍ଯ୍ୟନ୍ତ ତା’ର ଯତ୍ନ ନେବା ଲାଗି ଶିବରାଜ ଚିଠିରେ ଅନୁରୋଧ କରିଛନ୍ତି। ଓଡ଼ିଶାରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ…
ରାଜ୍ୟରେ ପୁଣି ୩୮୬ କରୋନା ପଜିଟିଭ ଚିହ୍ନଟ: ୫ ମୃତ
ଭୁବନେଶ୍ୱର, ୯।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୩୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ଜୀବନ ଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…
ଆଜି କ୍ୟାବିନେଟ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ବୁଧବାର ଅପରାହ୍ନ ୬ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ଲାଗିବ। ତେବେ ବୈଠକର ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି।…
Archives


