ମେଟ୍ରୋ

ଦେଢ଼ଲକ୍ଷ ହେକ୍ଟର ବନୀକରଣ ଲକ୍ଷ୍ୟ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ଚଳିତବର୍ଷ ରାଜ୍ୟରେ ୧ କୋଟି ୭ ଲକ୍ଷ ହେକ୍ଟର ପରିମିତ ଅଞ୍ଚଳରେ ବନୀକରଣ କରାଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ନଗର ଓ ପୌରାଞ୍ଚଳରେ ସ୍ବଚ୍ଛ ସୁନ୍ଦର ସବୁଜିମା ପରିବେଶ ସୃଷ୍ଟି ନିମିତ୍ତ ବ୍ୟାପକ ଚାରା ରୋପଣ କରାଯାଇଛି। ତେବେ…

‘ମୋ କଲେଜ ଅଭିଯାନ’ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):‘ମୋ ସ୍କୁଲ୍‌’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଭିଯାନକୁ ଭିଡିଓ କନଫରେନ୍ସରେ ଉଦ୍‌ଘାଟନ କରିବା ସହ ‘ମୋ କଲେଜ’ ପୋର୍ଟାଲକୁ ଉନ୍ମୋଚନ କରିଛନ୍ତି। ସମଗ୍ର ବିଶ୍ୱରେ…

କରୋନାରେ ଆଖିବୁଜିଲେ ୧୫ ବର୍ଷୀୟ ବାଳକ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟରେ କରୋନା ପୁଣି ତା’ର କାୟା ମେଲାଇଲାଣି। ରବିବାର କରୋନା ଜଣେ ୧୫ ବର୍ଷୀୟ ବାଳକଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ମୃତକ ଜଣକ ଖୋର୍ଦ୍ଧା ଜିଲାର। ସେ ବି ସେଲ୍‌…

ଆଜି ରାଜ୍ୟରୁ ୯୮ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରବିବାର ରାଜ୍ୟରୁ ୯୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୮୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୦ ଜଣ ଚିହ୍ନଟ…

ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଘୋଷଣା କରିଛନ୍ତି। ଆଜି ପୁରୀରେ ତାଙ୍କର ଶେଷକୃତ୍ୟ କରାଯିବ। ମୁଖ୍ୟମନ୍ତ୍ରୀ…

୧ରୁ ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା

ଭୁବନେଶ୍ୱର, ୨୧।୩ (ବ୍ୟୁରୋ): ଓଡ଼ିଆ ପ୍ରଥା, ପରମ୍ପରା, ଭାଷା, ସଂସ୍କୃତି ତଥା ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ସମ୍ପ୍ରସାରଣ ଉଦ୍ଦେଶ୍ୟରେ ସଂଭାବନା ପକ୍ଷରୁ ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା’ ଆସନ୍ତା ଏପ୍ରିଲ ୧ରୁ ଆରମ୍ଭ ହେବ। ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା…

ମଙ୍ଗଳାଯୋଡ଼ିରେ ଲିୟୁସିଷ୍ଟିକ କମନ୍‌ ମୁରହେନ୍‌ ପକ୍ଷୀ ଠାବ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ଚିଲିକା ମଙ୍ଗଳାଯୋଡ଼ିରେ ଠାବ ହୋଇଛି ବିରଳ ରଙ୍ଗର ନଳ କାମ ପ୍ରଜାତିର ପକ୍ଷୀ। ଇଂଲିଶରେ ଏହାକୁ କମନ୍‌ ମୁର୍‌ହେନ୍‌ କୁହାଯାଏ। ଏହାର ଜୁଲୋଜିକାଲ୍‌ ନାମ ଗାଲିନୁଲା କ୍ଲୋରୋପସ୍‌ (Gallinula chloropus)। ଏହାକୁ ଠାବ କରିଛନ୍ତି ମଙ୍ଗଳାଯୋଡ଼ି କଞ୍ଜରଭେଶନ ଟ୍ରଷ୍ଟର ଟ୍ରଷ୍ଟି…

ଗୁରୁ କେଳୁଚରଣ ମହାମାତ୍ରଙ୍କ ଧର୍ମପତ୍ନୀଙ୍କ ବିୟୋଗ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ପ୍ରଥମ ଓଡ଼ିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣ ମହାପାତ୍ରଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଶନିବାର ରାତିରେ ତାଙ୍କ ବାସଭବନରେ ପରଲୋକ ଘଟିଛି। ଗତକିଛି ଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ…

ରାଜଧାନୀରେ ଗଣବଳାତ୍କାର ଅଭିଯୋଗ: ଘରେ ଛାଡିଦେବେ କହି ଅପହରଣ କରିନେଇ…

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜଧାନୀରେ ଜଣେ ମହିଳା ଗଣବଳାତ୍କାରର ଶିକାର ହୋଇଛନ୍ତି। ଗତ ଫେବୃୟାରୀ ମାସରେ ଏହି ଘଟଣା ଘଟିଥିଲେ ମଧ୍ୟ ପୀଡିତା ଜଣକ ନ୍ୟାୟ ପାଇଁ ପୋଲିସ କମିଶନରଙ୍କ ଦ୍ୱାରସ୍ଥ ହେବାପରେ ଘଟଣା ପଦାକୁ ଆସିଛି। ପୋଲିସ ଅଭିଯୋଗ ରଖୁ ନ…

ଏ ବର୍ଷ ହେଲାନି ହାଣ୍ଡିଭଙ୍ଗା ଯାତ୍ରା

ପୁରୁଣା ଭୁବନେଶ୍ୱର,୨୧ା୩(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା ଏବର୍ଷ ବି ହୋଇପାରିଲା ନାହିଁ। ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ…

୨ ମାସରେ ୧୬,୮୨୦ ଲାଇସେନ୍ସ ବାତିଲ: ଡବଲ ହେଲ୍‌ମେଟ୍‌ ପାଇଁ ସର୍ବାଧିକ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନୂତନ ମୋଟର ଯାନ ଆଇନ ଲାଗୁ କରାଯିବା ପରେ ପରିବହନ ବିଭାଗ ପକ୍ଷରୁ ଟ୍ରାଫିକ ନିୟମକୁ କଡାକଡି ପାଳନ କରାଯାଉଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ୩ ମାସ ଯାଏ ରଦ୍ଦ କରାଯାଉଛି। କେବଳ ଜାନୁୟାରୀ…

ଧରିତ୍ରୀ ଏକ ସାମାଜିକ ଆନ୍ଦୋଳନ

ଭୁବନେଶ୍ୱର, ୨୧।୩(ବ୍ୟୁରୋ) : ୧୯୭୪ରୁ ୪୭ ବର୍ଷ ଧରି ଆଗଧାଡ଼ିର ଗଣମାଧ୍ୟମ ଭାବେ ‘ଧରିତ୍ରୀ’ ଓଡ଼ିଶାରେ ବିଭିନ୍ନ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ ପ୍ରସଙ୍ଗକୁ ନେଇ ଏକ ନିର୍ଦ୍ଦିଷ୍ଟ ମତ ପରିବେଷଣ କରିଆସୁଛି। ବର୍ତ୍ତମାନର ଆବଶ୍ୟକତାକୁ ଦେଖି ‘ଧରିତ୍ରୀ’ ନିଜକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?