ସେପ୍ଟେମ୍ବରରେ ଲକ୍ଷେରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୩୫୦ ମୃତ
ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ପୂର୍ବ ଅପେକ୍ଷା ସେପ୍ଟେମ୍ବରରେ କୋଭିଡ୍-୧୯ ଭୂତାଣୁ ଅଧିକ ସକ୍ରିୟ ରହିଛି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ୨,୧୯,୧୧୯ରେ ପହଞ୍ଚତ୍ଥିବାବେଳେ ଅଧାରୁ ଅଧିକ କେବଳ ଏହି ମାସରେ ଆକ୍ରାନ୍ତ ହୋଇଛନ୍ତି। ପୂର୍ବରୁ ଜୁନ୍ ଓ ଜୁଲାଇକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ସମୟ...
ଗୃହରେ କରୋନା ଝଡ଼
ଭୁବନେଶ୍ୱର,୧ା୧୦(ବ୍ୟୁରୋ):ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ସରକାରଙ୍କୁ ଘେରିଥିଲେ ବିରୋଧୀ। କରୋନା ମହାମାରୀ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳତା ନେଇ ବିରୋଧୀ ଆଣିଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିବା ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ପ୍ରଥମ ଘଣ୍ଟା ପ୍ରଶ୍ନକାଳ ବାତିଲକୁ...
୩ରୁ ୬ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର...
ଚିଡ଼ିଆଖାନା, ହରିଣ ପାର୍କ ପାଇଁ ଆସିଲା ଗାଇଡ଼ଲାଇନ
ଭୁବନେଶ୍ୱର, ୩୦।୯(ବ୍ୟୁରୋ)- ରାଜ୍ୟରେ ଥିବା ଚିଡ଼ିଆଖାନା ଓ ହରିଣ ପାର୍କ ଆସନ୍ତା ୪ ରୁ ଖୋଲିବ। ଖୋଳିବା ପୂର୍ବରୁ ରାଜ୍ୟ ସରକାର ଗାଇଡ଼ଲାଇନ ଜାରି କରିଛନ୍ତି। ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ଏହି ଗାଇଡ଼ଲାଇନ ଜାରି କରାଯାଇଛି। ପର୍ଯ୍ୟଟକ, କର୍ମଚାରୀ ଓ...
ଅନ୍ଲକ-୫ ଗାଇଡଲାଇନ ଜାରି: ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ
ନୂଆଦିଲ୍ଲୀ,୩୦।୯- କେନ୍ଦ୍ର ସରକାର ବୁଧବାର ଅନ୍ଲକ-୫ ଗାଇଡଲାଇନ ଜାରି କରିଛନ୍ତି। ସ୍କୁଲ ଖୋଲିବା ସମ୍ପର୍କରେ ରାଜ୍ୟ ସରକାରମାନେ ନିଷ୍ପତ୍ତି ନେଇପାରିବେ ବୋଲି ଅନୁମତି ଦିଆଯାଇଛି। ସେହିପରି ଅକ୍ଟୋବର ୧୫ରୁ ସିନେମା ହଲ ଓ ଥିଏଟର ଖୋଲିବା ପାଇଁ କେନ୍ଦ୍ର ସରକାର...
ଶନିବାର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ
ଭୁବନେଶ୍ୱର,୩୦ା୯(ବ୍ୟୁରୋ)-ରାଜ୍ୟର ସମସ୍ତ ସରକାରୀ ଅଫିସ ଶନିବାର ବନ୍ଦ ରହିବ । ତେବେ ଅକ୍ଟୋବର ମାସରେ କଟକ ଓ ଭୁବନେଶ୍ୱର ଥିବା ସମସ୍ତ ସରକାରୀ ବିଭାଗ ଓ ଅନ୍ୟାନ୍ୟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ସରକାରୀ କାର୍ଯ୍ୟ ଯେପରି...
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୧୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡାରୁ ୨୩୨, ଅନୁଗୋଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡାରୁ ୧୬୧, ମୟୂରଭଞ୍ଜରୁ ୧୫୩,...
ରାଜଧାନୀରୁ ଆଜି ୩୬୯ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
କରୋନା ନେଲା ୧୪ ଜୀବନ
ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୪୪୩ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୪୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦୧୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୨୬ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
୧୦ ପରିବର୍ତ୍ତେ ୧୨ରୁ ପିଜି ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର, ୩୦ା୯:ସ୍ନାତକୋତ୍ତର(ପିଜି) ନାମଲେଖା ପାଇଁ ରାଜ୍ୟରେ ହେବାକୁ ଥିବା ଏକକ ପ୍ରବେଶିକା ପରୀକ୍ଷା ତାରିଖରେ ପରିବର୍ତ୍ତନ ହୋଇଛି। କରୋନା କଟକଣା ଭିତରେ ଚଳିତ ବର୍ଷ ପିଜି ପ୍ରବେଶିକା ପରୀକ୍ଷା ଅକ୍ଟୋବର ୧୦ ପରିବର୍ତ୍ତେ ୧୨ ତାରିଖରୁ ଆରମ୍ଭ ହୋଇ ୨୨...
ମଞ୍ଚେଶ୍ୱରରୁ ନକଲି ଇଞ୍ଜିନ ଅଏଲ କାରଖାନା ଠାବ
ଭୁବନେଶ୍ୱର,୩୦ା୯ (ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ସମେଇଗାଡିଆ ଅଞ୍ଚଳରେ ଚାଲିଥିଲା ନକଲି ଇଞ୍ଜିନ ଅଏଲ କାରଖାନା। ମଙ୍ଗଳବାର କମିଶନରେଟ ପୋଲିସର କୁଇକ୍ ଆକ୍ସନ ଟିମ୍ ଓ ସ୍ଥାନୀୟ ପୋଲିସ ମିଳିତ ଭାବେ ସେଠାରେ ଚଢାଉ କରି ୨୦ହଜାର ଲିଟରରୁ ଊର୍ଦ୍ଧ୍ୱ ଅପମିଶ୍ରିତ...
Archives


