ମେଟ୍ରୋ

୪୦ ଦେଶରୁ ଆସିଛି ୭୦୦ ଫିଲ୍ମ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ଓଡ଼ିଶାର ନିଜସ୍ବ ଓଟିଟି ପ୍ଲାଟ୍‌ଫର୍ମ ଆଓ ଟିଭି ପକ୍ଷରୁ ‘ଆଓ କ୍ରିଏଟିଭ୍‌ କଲେକ୍ଟିଭ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ ୨୦୨୦ ଆସନ୍ତା ଜାନୁୟାରୀରୁ ଆରମ୍ଭ ହେବ। ଦେଶ ବିଦେଶର ଶ୍ରେଷ୍ଠ ଓ ମନଛୁଆଁ ଫିଲ୍ମକୁ ନେଇ ଏହି ଅନ୍‌ଲାଇନ୍‌ ଅନ୍ତର୍ଜାତୀୟ ଚଳଚ୍ଚିତ୍ର…

ପାଇଥିବା ୯୧ ମୋବାଇଲ ଫୋନ୍‌ ବିକି ୨ ଗିରଫ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ବସ୍‌ରୁ ଖସି ପଡିଥିଲା ମୋବାଇଲ୍‌ ଭର୍ତ୍ତି ପେଟି। ରାସ୍ତାରୁ ପାଇ ୯୧ ଦାମୀ ମୋବାଇଲ୍‌ ଫୋନ୍‌କୁ ବିକି ଦେଇଥିଲେ ୨ଜଣ ବନ୍ଧୁ। ଶେଷରେ ଲୋଭ ହେଲା କାଳ। ଦେଢ଼ବର୍ଷ ପରେ ଶହୀଦନଗର ଥାନା ପୋଲିସ ଉଭୟଙ୍କୁ ସୋମବାର ଗିରଫ କରିଛି।…

ଏକାମ୍ର କ୍ଷେତ୍ର ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ଭୋରରୁ ଭୁବନେଶ୍ୱର ଏକାମ୍ର କ୍ଷେତ୍ର ପ୍ରକଳ୍ପ ଅଞ୍ଚଳର ସ୍ଥିତି ତଦାରଖ କରିଛନ୍ତି। ସେ ଲିଙ୍ଗରାଜ ମନ୍ଦିରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଏହି ମେଗା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଛନ୍ତି।…

ଗୁମର ଖୋଲି ସର୍ତ୍ତରେ ଆସିଲେ ଡେଭିଡ୍‌

ଭୁବନେଶ୍ୱର,୮।୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ ଡେଭିଡ୍‌ ପିଟରଙ୍କୁ କ୍ରାଇବ୍ରାଞ୍ଚ ଟିମ୍‌ ସୋମବାର ଛାଡ଼ି ଦେଇଛି। ତାଙ୍କୁ ପୁଣେରୁ ଉଠାଇ ଆଣି ଭୁବନେଶ୍ୱରରେ ୩ଦିନ ଧରି ମାରାଥନ…

ବିଜେଡି ସର୍ବଦା କୃଷକଙ୍କ ସହ ରହିଛି: ସସ୍ମିତ

ଭୁବନେଶ୍ୱର,୮।୧୨(ବ୍ୟୁରୋ): କୃଷକ ମାନଙ୍କର ମୁଖ୍ୟ ସମସ୍ୟା ଏବଂ ସେମାନଙ୍କର ଆଶଙ୍କା ଦୂର କରିବା ଆବଶ୍ୟକ। ଆସନ୍ତା ୯ ତାରିଖରେ କୃଷକ ସଂଗଠନ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ହେବାକୁ ଥିବା ବୈଠକରେ ସମସ୍ତ ବିଷୟ ଆଲୋଚନା ମାଧ୍ୟମରେ ସମାଧାନ ହେବବା ନେଇ…

ତ୍ରାହି ଅଚ୍ୟୁତ ଆଶ୍ରମ ପ୍ରତିଷ୍ଠାତା ସୁର ବାବାଙ୍କ ପରଲୋକ

ବାଳକାଟୀ,୮।୧୨(ଡି.ଏନ୍‌.ଏ.);ବିବାଦୀୟ ବାବା ତଥା ରାଜଧାନୀ ଉପକଣ୍ଠ ଝିଣ୍ଟି ଶାସନସ୍ଥିତ ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ସୁରେନ୍ଦ୍ର ମିଶ୍ର ଓରଫ୍‌ ସୁର ବାବାଙ୍କ ରବିବାର ରାତିରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ୭୯ ବର୍ଷ ବୟସରେ…

ଆସନ୍ତାକାଲି ଗଡିବନି ମୋ-ବସ୍‌

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ମୋ-ବସ ଚଳାଚଳକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବାତିଲ କରାଯାଇଛି। ଏ ନେଇ ସୋମବାର କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଟୁଇଟ କରି…

ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତିର ତଦନ୍ତ କରିବେ ଲୋକାୟୁକ୍ତ

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ବିଜେଡିରୁ ନିଲମ୍ବିତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି । ଲୋକାୟୁକ୍ତ ତାଙ୍କ ଠକେଇ ମାମଲାର ତଦନ୍ତ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏ ନେଇ ଲୋକାୟୁକ୍ତଙ୍କୁ ସୁପାରିସ କରିଛନ୍ତି। ଲୋକାୟୁକ୍ତ ଗଠନ ହେବା ପରେ…

ରାଜ୍ୟରେ ସୁସ୍ଥ ହେଲେ ୬୦୭ କରୋନା ଆକ୍ରାନ୍ତ: ମୟୂରଭଞ୍ଜରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୭ା୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ନୂଆପଡାରୁ ୬୧, ସୁନ୍ଦରଗଡରୁ ୫୩, ଖୋର୍ଦ୍ଧାରୁ ୪୪, ଅନୁଗୋଳରୁ ୪୦, ସମ୍ବଲପୁରରୁ ୩୬, କଟକରୁ ୩୧, ବରଗଡରୁ ୨୫, କେନ୍ଦୁଝରରୁ…

ଆସନ୍ତାକାଲି ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବନ୍ଦ ସମୟରେ ଅନ୍ୟ ଅତ୍ୟାବଶ୍ୟକୀୟ ଜରୁରୀ ସରକାରୀ ସେବା…

ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଜେଡିରୁ ବହିଷ୍କୃତ  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଛି। ଅନ୍ୟପଟେ ତାଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି। ଭୁବନେଶ୍ୱର ଏଡିଜେ-୩ ଜାମିନ ଆବେଦନ ଖାରଜ କରିବା ପରେ…

ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍‌ ଚିହ୍ନଟ: ୪୫ ସୁସ୍ଥ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri