ମେଟ୍ରୋ

ଆସନ୍ତାକାଲି ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ବିଭିନ୍ନ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ନଜରରେ ରଖି ରାଜ୍ୟ ସରକାର ମଙ୍ଗଳବାର ସମସ୍ତ ସରକାରୀ ଅଫିସ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବନ୍ଦ ସମୟରେ ଅନ୍ୟ ଅତ୍ୟାବଶ୍ୟକୀୟ ଜରୁରୀ ସରକାରୀ ସେବା…

ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଜେଡିରୁ ବହିଷ୍କୃତ  ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ସୋମବାର ଖାରଜ ହୋଇଛି। ଅନ୍ୟପଟେ ତାଙ୍କ ବିରୋଧରେ ଲୋକାୟୁକ୍ତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି। ଭୁବନେଶ୍ୱର ଏଡିଜେ-୩ ଜାମିନ ଆବେଦନ ଖାରଜ କରିବା ପରେ…

ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍‌ ଚିହ୍ନଟ: ୪୫ ସୁସ୍ଥ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଏବେ ହେବନି ୟୁଜି-ପିଜି ପରୀକ୍ଷା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଏବେ ୟୁଜି କିମ୍ବା ପିଜି ପରୀକ୍ଷା କରାଯିବ ନାହିଁ। ଏନେଇ ସମସ୍ତ କୁଳପତି ଓ ଅଧ୍ୟକ୍ଷଙ୍କୁ ଚିଠି କରିଛନ୍ତି ଉଚ୍ଚଶିକ୍ଷା ସଚିବ। କରୋନା ସ୍ଥିତି ନେଇ ପିଲାଙ୍କୁ ଅନ୍‌ଲାଇନ୍‌ରେ ପାଠପଢ଼ା ଯାଉଛି। ଏଣୁ ଏବେ ପରୀକ୍ଷା କରିବା ଉଚିତ ହେବ…

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୭।୧୨(ବ୍ୟୁରୋ): ବସ୍‌ ଭଡା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତେଲ ଦର ବୃଦ୍ଧି ପାଇଥିବାରୁ ବସ୍‌ ଭଡ଼ାକୁ ବଢ଼ାଯାଇଛି। ସାଧାରଣ ବସ୍‌ ଭଡା କିମି ପିଛା ୭୨ରୁ ୭୩ ପଇସା ହୋଇଥିବା ବେଳେ ଏକ୍ସପ୍ରେସ୍‌ ଭଡା ୭୫ ପଇସାରୁ ବଢ଼ି ୭୬…

ଜମି ଆଳରେ ୭୧ ଲକ୍ଷ ଠକେଇ ମାମଲା: ଜଣେ ଗିରଫ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜଧାନୀରେ ଜମି ଯୋଗାଇ ଦେବାକୁ କହି ୭୧ ଲକ୍ଷ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ପୁରୀ ଜିଲା ବଳିଆପଣ୍ଡା ଅଞ୍ଚଳର ଜୟକୃଷ୍ଣ ପଟ୍ଟନାୟକ। ପୋଲିସ ସୂଚନାମୁତାବକ, ପୁରୀର ହୋଟେଲ…

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୬୮ ପଜିଟିଭ୍‌ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ସ୍ପେଶାଲ ଟ୍ରେନ୍‌ର ସମୟ ପରିବର୍ତ୍ତନ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଭୁବନେଶ୍ବର-ରାଉରକେଲା-ଭୁବନେଶ୍ବର ସ୍ପେଶାଲ ଏକ୍ସପ୍ରେସ ସମୟରେ ପରିବର୍ତ୍ତନ କରାଯାଇଛି। ଭୁବନେଶ୍ବରରୁ ଅପରାହ୍ନ ୨ଟା ୧୦ରେ ଛାଡ଼ୁଥିବା ଏହି ଟ୍ରେନ୍‌ ଡିସେମ୍ବର ୫ରୁ ଅପରାହ୍ନ ୧ଟା ୪୦ରେ ଭୁବନେଶ୍ବର ରେଳ ଷ୍ଟେଶନ ଛାଡ଼ି ରାତି ୯ଟାରେ ରାଉରକେଲାରେ ପହଞ୍ଚୁଛି। ସେହିପରି ଫେରିବାବେଳେ ଏହା…

୫ଟି ସଚିବଙ୍କ ଏକାମ୍ରକ୍ଷେତ୍ର ପରିଦର୍ଶନ: ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ନେଇ ସମୀକ୍ଷା

ଭୁବନେଶ୍ୱର,୭ା୧୨(ବ୍ୟୁରୋ.): ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନ ସୋମବାର ସକାଳେ ଏକାମ୍ରକ୍ଷେତ୍ର ପ୍ରକଳ୍ପ କ୍ଷେତ୍ର ପରିଦର୍ଶନ କରି ସେଠାରେ ଥିବା ବରିଷ୍ଠ ଅଧିକାରୀଙ୍କ ସହ ଅଗ୍ରଗତିର ସମୀକ୍ଷା କରିଥିଲେ। ଦୋକାନୀମାନଙ୍କ ପୁନଃ ଥଇଥାନ ପାଇଁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ…

ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ। ନିୟମ ନ ମାନିଲେ ତଣ୍ଡ ଗଣିବାକୁ ପଡ଼ିବ। ହେଲମେଟ୍‌, ସିଟ୍‌ ବେଲ୍ଟ ଓ ପରିବହନ…

ପ୍ରଦୀପ-ପାଠକ ପରିବାର ଗୁମର ଖୋଲିଲେ ପିଟର

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଡେଭିଡ୍‌ ପିଟରଙ୍କୁ ୩ଦିନ ଧରି ମାରାଥନ ଜେରା ଚାଲିଛି। ପୁଣେରୁ ଉଠାଇ ଆଣି ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ…

୧୯ ଡିଗ୍ରୀ ତଳେ ସାରା ରାଜ୍ୟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ପାରଦ ଖସୁଥିବାରୁ ରାତି ଅପେକ୍ଷା ଭୋର ସମୟରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ଶୀତ ସହ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ସୋନପୁରରେ ପ୍ରବଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri