ମେଟ୍ରୋ

ପ୍ରଦୀପ-ପାଠକ ପରିବାର ଗୁମର ଖୋଲିଲେ ପିଟର

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଡେଭିଡ୍‌ ପିଟରଙ୍କୁ ୩ଦିନ ଧରି ମାରାଥନ ଜେରା ଚାଲିଛି। ପୁଣେରୁ ଉଠାଇ ଆଣି ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ…

୧୯ ଡିଗ୍ରୀ ତଳେ ସାରା ରାଜ୍ୟ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ପାରଦ ଖସୁଥିବାରୁ ରାତି ଅପେକ୍ଷା ଭୋର ସମୟରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ଶୀତ ସହ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ସୋନପୁରରେ ପ୍ରବଳ…

ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବାଙ୍କ ଦେହାନ୍ତ

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନ ତ୍ରାହି ଅଚ୍ୟୁୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ରଙ୍କ ରବିବାର ରାତିରେ ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା ଯୋଗୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।…

ସୟଦ ୟାସିର ନୱାଜ ଓଡିଶା ଛାତ୍ର କଂଗ୍ରେସର ନୂଆ ସଭାପତି ନିଯୁକ୍ତ

ଭୁବନେଶ୍ୱର,୬।୧୨-ଓଡ଼ିଶା ଛାତ୍ର କଂଗ୍ରେସର ନୂତନ ସଭାପତି ବାଛିଛି ଏଆଇସିସି। ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିଅନ୍‌ ଅଫ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ) ଓଡ଼ିଶା ଶାଖାର ନୂଆ ସଭାପତି ଭାବେ ସୟଦ ୟାସିର ନୱାଜଙ୍କୁ ନିଯୁକ୍ତି ଦିଆଯାଇଛି। ଅଲ୍‌ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ସଭାପତିଙ୍କ ଅନୁମୋଦନକ୍ରମେ ନୱାଜଙ୍କ ନାମରେ…

ଭୁବନେଶ୍ୱରରୁ ଆଜି ୩୧ ପଜିଟିଭ ଚିହ୍ନଟ: ଲୋକାଲ କେସ୍‌ ୨୫

ଭୁବନେଶ୍ୱର,୬ା୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫ ରହିଛି। ସେହିପରି  ଭୁବନେଶ୍ୱରରୁ ୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…

ଅନ୍‌ଲାଇନ୍‌ରେ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଅନ୍‌ଲାଇନରେ ଲିଙ୍ଗରାଜ ଓ ଅନନ୍ତ ବାସୁଦେବଙ୍କ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ ଦେଖାଦେଇଛି। ଅନ୍‌ଲାଇନ୍‌ରେ କିଛି ସଂସ୍ଥା ଏହି ଦୁଇ ମନ୍ଦିରର ଅବଢ଼ା ଯୋଗାଉଥିବାରୁ ଏହାକୁ ନେଇ ଥାନାରେ ଏତଲା ହୋଇଛି। ଭୁବନେଶ୍ୱର ଲିଙ୍ଗରାଜ ଥାନାରେ ସଂପୃକ୍ତ ସଂସ୍ଥା ନାଁରେ…

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ: ଆଜି ୩୯୩ ପଜିଟିଭ୍‌ ଚିହ୍ନଟ, ୬ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୯୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୧୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଚାଷୀଙ୍କ ଆଢୁଆଳରେ ଆନ୍ଦୋଳନ କରୁଛନ୍ତି

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଚାଷୀଙ୍କୁ ଦିଆଯାଉଥିବା ଟୋକନ ଏବଂ ଧାନକିଣାରେ ଅନିୟମିତତା ହେଉଥିବା ନେଇ କେତେକ ସଂଗଠନ ଚାଷୀଙ୍କ ନାମରେ ନିଜର ନ୍ୟସ୍ତ ସ୍ବାର୍ଥ ପାଇଁ ଆନ୍ଦୋଳନ କରୁଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।…

ଟିକାକରଣ ପାଇଁ କମିଟି ଗଠନ କଲେ ସରକାର

ଭୁବନେଶ୍ୱର, ୫।୧୨(ବ୍ୟୁରୋ)- ଖୁବ୍‌ଶୀଘ୍ର ଦେଶରେ କରୋନା ଟିକା ଉପଲବ୍ଧ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଟିକାକରଣ ବ୍ୟବସ୍ଥା ଯେଭଳି ସୁଗମ ହୋଇପାରିବ ସେଥିପାଇଁ ବିଭିନ୍ନ କମିଟି ଗଠନ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୫ କରୋନା ଆକ୍ରାନ୍ତ: କଟକରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୋଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡାରୁ ୨୬, କେନ୍ଦୁଝରରୁ ୨୪, ବରଗଡରୁ…

ରାଜ୍ୟରେ କରୋନା ଦ୍ୱିତୀୟ ଲହରି ଆଶଙ୍କା ନାହିଁ

ଭୁବନେଶ୍ୱର, ୫।୧୨(ବ୍ୟୁରୋ)-କରୋନାର ଦ୍ୱିତୀୟ ଲହରି ଆଶଙ୍କା ଓଡ଼ିଶାରେ ନାହିଁ। ଡିସେମ୍ବର ମାସରେ କରୋନାର ଦ୍ୱିତୀୟ ଲହରି ଆସିବ ବୋଲି ଆଶଙ୍କା କରାଯାଉଥିଲା। ତାହା ଆଉ ଆସି ନ ପାରେ ବୋଲି ସ୍ବାସ୍ଥ୍ୟ ବିଭାଗ ବୈଷୟିକ କମିଟି ମୁଖପାତ୍ର ତଥା ଏସ୍‌ସିବି ମେଡିସିନ୍‌…

ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍‌ ଚିହ୍ନଟ: ୪୩ ସୁସ୍ଥ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri