ମଙ୍ଗଳାଯୋଡ଼ିରେ ‘ମାଲାର୍ଡ’ ପକ୍ଷୀ
ଭୁବନେଶ୍ୱର,୫।୧୨(ବ୍ୟୁରୋ) : ଶୀତ ଆରମ୍ଭରୁ ବିହଙ୍ଗ ଭୂସ୍ବର୍ଗ ମଙ୍ଗଳାଯୋଡ଼ିକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ପ୍ରଥମଥର ସେଠାରେ ବିରଳ ପ୍ରଜାତିର ‘ମାଲାର୍ଡ’ ପକ୍ଷୀ ଶୁକ୍ରବାର ଠାବ ହୋଇଛି। ବାର୍ଡ ଗାଇଡ୍ ମଧୁ ବେହେରା ଏହି ପକ୍ଷୀଟିକୁ ଦେଖି ତା’ର ଫଟୋ…
ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍ ଚିହ୍ନଟ, ୫ ମୃତ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ସାଉଥ୍କୋ, ଓ୍ବେସକୋ ହାତେଇଲା ଟିପିସିଏଲ୍
ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ବିଦ୍ୟୁତ୍ ବଣ୍ଟନ କମ୍ପାନୀକୁ ଘରୋଇ ସଂସ୍ଥା ହାତକୁ ଟେକି ଦେଉଛନ୍ତି। ନିକଟରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆର୍ସି) ଘରୋଇ କମ୍ପାନୀ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ(ଟିପିସିଏଲ୍)କୁ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ)କୁ ହସ୍ତାନ୍ତର…
ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ
କଟକ ଅଫିସ, ୫ା୧୨: ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ…
୬ ବର୍ଷରେ ପିଲା ସଂଖ୍ୟା ୧୦ହଜାର କମିଛି
ଭୁବନେଶ୍ୱର, ୫।୧୨(ବ୍ୟୁରୋ): ରାଜ୍ୟରେ ସରକାରୀ ବିଦ୍ୟାଳୟରୁ ମୁହଁ ଫେରାଉଛନ୍ତି ପିଲା। ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ଘରୋଇ ସ୍କଲକୁ ନେଇଯାଉଥିବାରୁ ପ୍ରତିବର୍ଷ ନାମଲେଖା ହାର କମୁଛି। ଫଳରେ ବିଗତ କିଛିବର୍ଷ ହେବ ପିଲାଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଥିବାବେଳେ ଘରୋଇ ସ୍କୁଲରେ…
ଷ୍ଟାଟସ୍ ପାଇଁ ଠକେଇ କରୁଥିଲେ ଆକାଶ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ଭିଜିଲାନ୍ସର ମାରାଥନ ଜେରାବେଳେ ସତ ମାନିଛନ୍ତି ନିଲମ୍ବିତ ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ। ଷ୍ଟାଟସ୍ ଦେଖାଇବାକୁ ସେ ଟାଟା ମୋର୍ଟସର ପାସେଞ୍ଜର ଡିଭିଜନର ପରିଚାଳନା ନିର୍ଦ୍ଦେଶକ ଥିବା ନେଇ ଜାଲ୍ କାଗଜପତ୍ର ପ୍ରସ୍ତୁତ କରିଥିଲେ। ଏହା ମାଧ୍ୟମରେ ଚାକିରି…
ଅଭୟକାନ୍ତଙ୍କ ହଜାରେ କୋଟିର ଜାଲିଆତି ଗନ୍ଧ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ପାଠକ ବାପପୁଅଙ୍କୁ ଶୁକ୍ରବାର ଭିଜିଲାନ୍ସ ମାରାଥନ ଜେରା କରିଛି। ଜେରାବେଳେ ଆଇଏଫ୍ଏସ୍ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ହଜାରେ କୋଟିର ଦୁର୍ନୀତି…
ସବ୍ପ୍ଲଟ୍୍ ମାଲିକଙ୍କୁ ବିଜ୍ଞପ୍ତି କଣ୍ଟା
ଭୁବନେଶ୍ୱର,୫ା୧୨(ବ୍ୟୁରୋ): ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତି ଅନୁଯାୟୀ ଲେ’ ଆଉଟ ପ୍ଲାନ ଅନୁମୋଦନ ହୋଇ ନ ଥିବା ପ୍ଲଟ୍ର ସବ୍ପ୍ଲଟ୍(ଛୋଟ ଜମି)ଗୁଡ଼ିକରେ ଘର ନିର୍ମାଣକୁ ବେଆଇନ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୭ ମେ’ ପରଠାରୁ ସବ୍ପ୍ଲଟ୍କୁ ପ୍ଲାନ…
ପରୀ ହତ୍ୟା ମାମଲା: ନୟାଗଡ଼ ଜିଲାପାଳ ଓ ଏସ୍ପିଙ୍କୁ ସମନ
ଭୁବନେଶ୍ୱର,୪।୧୨(ବ୍ୟୁରୋ)-ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲାପାଳ ଓ ଏସପିଙ୍କୁ ସମନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR)। ଉଭୟଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ NCPCR ଅଧ୍ୟକ୍ଷ ପ୍ରିୟଙ୍କ…
ଭୁବନେଶ୍ୱରରୁ ଆଜି ପୁଣି ୨୭ ପଜିିଟିଭ୍ ଚିହ୍ନଟ: ୩୩ ସୁସ୍ଥ
ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଜାନୁଆରୀ ୧୫ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା: ନାମ ଯୋଡ଼ିବା, କାଟିବା, ସଂଶୋଧନ ପାଇଁ କରନ୍ତୁ ଏଭଳି
ଭୁବନେଶ୍ୱର,୪।୧୨(ବ୍ୟୁରୋ): ୨୦୨୧ ପାଇଁ ନୂଆ ଭୋଟର ତାଲିକା ଜାନୁଆରୀ ୧୫ରେ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନାମ ସଂଶୋଧନ ଅଥବା ଯୋଡ଼ିବା ନିମନ୍ତେ ଡିସେମ୍ବର…
ଆଜି ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୭୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
Archives


