ମେଟ୍ରୋ

କେନ୍ଦ୍ର ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲା ବିଜେଡି ସଂସଦୀୟ ଟିମ୍‌

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନ କିଣାକୁ ନେଇ ବିଧାନସଭାରେ ଗତ ୩ ଦିନ ଧରି ଅଚଳାବସ୍ଥା ଜାରି ରହିଥିବା ବେଳେ ସୋମବାର ବିଜେଡି ସଂସଦୀୟ ଦଳର ଏକ ପ୍ରତିନିଧି ମଣ୍ଡଳୀ କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ସାକ୍ଷାତ୍‌…

ଛତୁ ଫାର୍ମରେ ପ୍ରସ୍ତୁତ ହେଉଥିଲା ଗୁଟ୍‌ଖା

ବ୍ରହ୍ମପୁର ଅଫିସ/କୁକୁଡାଖଣ୍ଡି,୧୬।୩: ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକରେ ସକ୍ରିୟ ହେଇଛନ୍ତି ନକଲି ଗୁଟଖା ବେପାରୀ। ସୋମବାର ସନ୍ଧ୍ୟାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବ୍ରହ୍ମପୁର ଉପ-ଜିଲାପାଳ ଭି. କୀର୍ତ୍ତି ଭାଷନ ଜଗଦଳପୁର ଗ୍ରାମ ଠାରୁ…

ଆରମ୍ଭ ହେଲା ‘ଗାନ୍ଧୀ ଶିଳ୍ପ ବଜାର’

ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିମିଟେଡ୍‌ (ଉତ୍କଳିକା) ପକ୍ଷରୁ ‘ଗାନ୍ଧୀ ଶିଳ୍ପ ବଜାର’ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଛି। ସୋମବାର ଏହି ମେଳାକୁ…

ଏସ୍‌ପି, ରେଜିଷ୍ଟ୍ରାରଙ୍କୁ ଓଏଚ୍‌ଆର୍‌ସିଙ୍କ ନୋଟିସ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍‌ସାର କ୍ୟାମ୍ପସରେ ର଼୍ୟାଗିଂ ଘଟଣାକୁ ନେଇ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହୋଇଛି। ଗତ ୧୦ ତରିଖରେ ହଷ୍ଟେଲରେ ରହୁଥିବା ଜୁନିୟର ଡାକ୍ତରମାନେ ସିନିୟରଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏନେଇ ସୋମବାର ର଼୍ୟାଗିଂ…

ଗୁଳିମାଡ଼ରେ ଟ୍ରଲର ମାଲିକଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୧୬।୩: ବାଲେଶ୍ୱର ଜିଲା ମେରାଇନ୍‌ ଥାନା ବଳରାମଗଡ଼ି ନିକଟ ନାଉପାଳଗଡ଼ିରେ ସୋମବାର ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ଟ୍ରଲର ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବଇଞ୍ଚା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ଘୋଡ଼ାପଦା ଅଞ୍ଚଳର ବିଜୟ କୁମାର ପ୍ରଧାନ (୫୨)।…

ରାଜିନ୍ଦର ପିଆଇବି ଓଡ଼ିଶା ମୁଖ୍ୟ

ଭୁବନେଶ୍ୱର,୧୬।୩(ପି.ଆଇ.ବି.): ଭାରତୀୟ ସୂଚନା ସେବା (ଆଇଆଇଏସ୍‌)ର ବରିଷ୍ଠ ଅଧିକାରୀ ରାଜିନ୍ଦର ଚୌଧୁରୀ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ଓଡ଼ିଶା ମୁଖ୍ୟ ତଥା ଅତିରିକ୍ତ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପିଆଇବି ଭୁବନେଶ୍ୱର ଏବଂ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ, ଭୁବନେଶ୍ୱରର ମୁଖ୍ୟ…

ଟେଷ୍ଟିଂ, ଟ୍ରେସିଂ, ଭାକ୍ସିନେଟିଂ ଜୋର୍‌ଦାର

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଦେଶରେ କରୋନାର ନୂଆ ରୂପ କାୟା ବିସ୍ତାର କରିଚାଲିଥିବାରୁ ଓଡ଼ିଶାକୁ ଯେପରି ପଶି ନ ପାରିବ ସେଥିପାଇଁ ସରକାର ସବୁ ସ୍ତରରୁ ଉଦ୍ୟମ ଆରମ୍ଭ କରିଛନ୍ତି। ଆଗକୁ ରାଜ୍ୟରେ ସଂକ୍ରମଣ ବଢ଼ିବା ସମ୍ଭାବନା ରହିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିବା…

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଉରକେଲା ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ…

ସ୍ବାଭାବିକ ହେଉନି ଗୃହ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ମଣ୍ଡି ଅବ୍ୟବସ୍ଥା, ଧାନ କିଣା ଏବଂ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମକୁ ନେଇ ଶାସକ-ବିରୋଧୀ ମୁହଁାମୁହିଁ ହୋଇଛନ୍ତି। କେହି ନିଜ ଜିଦ୍‌ରୁ ଓହରିବାକୁ ରାଜି ନୁହନ୍ତି। ଏଥିଯୋଗୁ ଲଗାତର ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଧାନକିଣା ବ୍ୟବସ୍ଥାକୁ…

ଅଟକିଲା ବର୍ଦ୍ଧିତ ହୋଲ୍‌ଡିଂ ଟିକସ

ଭୁବନେଶ୍ୱର, ୧୬ା୩ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବର୍ଦ୍ଧିତ ଟିକସ ଲାଗୁକୁ ବିଭିନ୍ନ ବର୍ଗରୁ ପ୍ରବଳ ବିରୋଧ ହେବା ପରେ ସରକାର ପଛଘୁଞ୍ଚା ଦେଇଛନ୍ତି। ବର୍ଦ୍ଧିତ ହୋଲ୍‌ଡିଂ ଟିକସ ଆଦାୟକୁ ସ୍ଥଗିତ ରଖାଯାଇଛି। ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏଭଳି…

ଭୁବନେଶ୍ୱରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ‌

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୭ ଲୋକାଲ କେସ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

ବିଏମ୍‌ସିର ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ବିଏମ୍‌ସି ପକ୍ଷରୁ ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଏ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ପ୍ରକାଶ ଯେ, ହୋଲ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?