ଶ୍ରୀଲଙ୍କା ଉପକୂଳ ମୁହାଁଇଛି ବାତ୍ୟା
ଭୁବନେଶ୍ୱର,୧।୧୨(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତ(ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଅବପାତ ଶ୍ରୀଲଙ୍କାର ତ୍ରିଙ୍କୋମାଳି ଠାରୁ ୭୦୦ କି.ମି. ଏବଂ ପୂର୍ବ-ଦକ୍ଷିଣ-ପୂର୍ବ କନ୍ୟାକୁମାରୀଠାରୁ ୧୧୦୦ କି.ମି. ଦୂରରେ କେନ୍ଦ୍ରୀଭୂତ…
ଚାକିରି ନାଁରେ ୬ଲକ୍ଷ ଠକେଇ
ଭୁବନେଶ୍ୱର,୧।୧୨(ବ୍ୟୁରୋ): ବ୍ୟାଙ୍କରେ ଚାକିରି କରାଇ ଦେବାକୁ କହି ୬ଲକ୍ଷ ଠକେଇ ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବେତଡା ଗ୍ରାମର ଜୟନ୍ତୀ ପରିଡା(୩୦)। ଜୟନ୍ତୀ ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡିରେ…
ମାସ୍କ ନ ପିନ୍ଧିଲେ ୨୫ ଫୁଟ ଯାଇପାରେ ଛିଙ୍କ
ଭୁବନେଶ୍ୱର, ୧।୧୨(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ମାସ୍କ, ସାମାଜିକ ଦୂରତା ବଜାୟ ରଖିବାକୁ ଗୁରୁତ୍ୱ ଦିଆଯାଉଛି। ତେବେ ଛିଙ୍କିବା ସମୟରେ ମାସ୍କ କାହିଁକି ଗୁରୁତ୍ୱପୂର୍ଣ୍ଣ ଓ ଏହା କେତେଦୂର ସଂକ୍ରମଣ ରୋକିବାରେ ସକ୍ଷମ ତାହାକୁ ନେଇ…
କୋଣାର୍କ ଉତ୍ସବ: ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ
ଭୁବନେଶ୍ୱର,(ବ୍ୟୁରୋ)/କୋଣାର୍କ,୧।୧୨(ଡି.ଏନ୍.ଏ.) : କୋଭିଡ୍ କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ କୋଣାର୍କ ଉତ୍ସବ। ଏଥିପାଇଁ ସୂର୍ଯ୍ୟମନ୍ଦିର ପାଦଦେଶ ଉତ୍ସବମୁଖର ହୋଇଉଠିଥିବାବେଳେ ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୫ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ଚଳିତବର୍ଷ…
ଟିକାକରଣକୁ ଜନ-ଅଭିଯାନ ରୂପ ଦେବ ଓଡ଼ିଶା
ଭୁବନେଶ୍ୱର, ୧।୧୨(ବ୍ୟୁରୋ): କୋଭିଡ୍ ଟିକାକୁ ନେଇ ଦିନକୁ ଦିନ ଆଶା ଦୃଢ଼ୀଭୂତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ ପାଇଁ ଜୋର୍ଦାର ପ୍ରସ୍ତୁତି ଚାଲିଛି। ତେବେ ଏହି ଟିକାକରଣକୁ ଏକ ଜନ-ଅଭିଯାନ ରୂପ ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ ଥିବା ମୁଖ୍ୟ…
ଟାର୍ଗେଟରେ ପ୍ରଦୀପ, ପାଠକ
ବ୍ରହ୍ମପୁର ଅଫିସ,୧।୧୨: ଏବେ କ୍ରାଇମ୍ବ୍ରାଞ୍ଚର ଟାର୍ଗେଟରେ ରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ଉଭୟ ବାପପୁଅ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଠକେଇ ଅଭିଯୋଗରେ ଜେଲରେ ଅଛନ୍ତି।…
୨ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଏସ୍ଆଇଟିର ଜେରା
ଭୁବନେଶ୍ୱର,୧।୧୨(ବ୍ୟୁରୋ): ଜେଲ ଯାଇଥିବା ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ଆୟବହିର୍ଭୂତ ସମ୍ପତ୍ତିର ଖୋଳତାଡ଼ ପାଇଁ ଭିଜିଲାନ୍ସ ଦ୍ୱାରା ଗଠିତ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍ (ଏସ୍ଆଇଟି) ସୋମବାର ୨ଜଣ ସରକାରୀ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଗୋପନୀୟ ସ୍ଥାନରେ ଜେରା କରିଛି। ତେବେ…
ଆଜିଠୁ ଖୋଲିବ ମେଡିକାଲ କଲେଜ
ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟ ସରକାର ଡିସେମ୍ବର ମାସ ପାଇଁ କୋଭିଡ୍-୧୯ ଗାଇଡ୍ଲାଇନ ଜାରି କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ…
ଏ ବର୍ଷ ହେବନି ତୋଷାଳି ମେଳା, ଶିଶିର ସରସ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ହେବ ନାହିଁ ତୋଷାଳି କ୍ରାଫ୍ଟ ମେଳା ଏବଂ ଶିଶିର ସରସ ମେଳା। ଏହି ବାଣିଜି୍ୟକ ମେଳା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି)ଙ୍କ…
ଆରୋଗ୍ୟ ହେଲେ ଆଉ ୮୦୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୮୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୧, ବାଲେଶ୍ୱରରୁ ୬୧, ମୟୂରଭଞ୍ଜରୁ ୫୩, କେନ୍ଦୁଝରରୁ ୫୧, ନୂଆପଡାରୁ ୫୧, କଟକରୁ ୪୭, ଜଗତସିଂହପୁରରୁ ୪୪, ସମ୍ବଲପୁରରୁ…
ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ: ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା
ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନେଇ ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ଯାଏ ଏହି ଗାଇଡଲାଇନ ବଳବତ୍ତର ରହିବ। କଣ୍ଟେନମେଣ୍ଟ ଜୋନରେ ଲକ ଡାଉନ ଜାରି କରାଯାଇପାରିବ। ସ୍ଥାନୀୟ ପ୍ରଶାସନ ସତର୍କତାର ସହ କଣ୍ଟେନମେଣ୍ଟ…
ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Archives


