ଥମୁନି ସଂକ୍ରମଣ: ରାଜଧାନୀରୁ ଆଜି ଚିହ୍ନଟ ହେଲେ ୩୪୯ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗୁରୁବାର ସହରରୁ ପୁଣି ୩୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୯୩କୁ ବୃଦ୍ଧି ପାଇଛି। ସେଥିରୁ ୧୬୧୧୯ଜଣ ସୁସ୍ଥ ହୋଇ ଘରକୁ...
ପୁଣି ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
CORONAVIRUS UPDATE: ରାଜ୍ୟରେ ୪୩୪୦ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୩୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୧୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୨୩ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
କୃଷକ ସଙ୍ଗଠନ ଆନ୍ଦୋଳନରେ ସାମିଲ ହେବ କଂଗ୍ରେସ
ଭୁବନେଶ୍ୱର,୨୪।୯(ବ୍ୟୁରୋ):ପାର୍ଲାମେଣ୍ଟରେ ଅଗଣତାନ୍ତ୍ରିକ ଉପାୟରେ କେନ୍ଦ୍ର ସରକାର ପାରିତ କରିଥିବା ୩ଟି କୃଷି ବିଧେୟକକୁ ନେଇ ସାରା ଭାରତରେ କୃଷକମାନଙ୍କ ପ୍ରତିବାଦ ଓ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। କୃଷକ ଓ ଭାଗଚାଷୀଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ଅଖିଳ ଭାରତ...
ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ
ଭୁବନେଶ୍ୱର,୨୪।୯(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଗତ ୧୪ରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି...
ରାଜେଶ ମହାପାତ୍ରଙ୍କୁ ମିଳିବ ପ୍ରାଣୀମିତ୍ର ଆଓ୍ବାର୍ଡ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନନ୍ଦନକାନନ ପ୍ରାଣୀ ଉଦ୍ୟାନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ୨୦୨୦ ମସିହାର ସମ୍ମାନଜନକ ‘ପ୍ରାଣୀମିତ୍ର ଆୱାର୍ଡ’ ମିଳିବ। କେନ୍ଦ୍ରୀୟ ଚିଡିଆଖାନା ପ୍ରାଧିକରଣ ତରଫରୁ ଅକ୍ଟୋବର ୫ରେ ଅନୁଷ୍ଠିତ ଭର୍ଚୁଆଲ କାର୍ଯ୍ୟକ୍ରମରେ ରାଜେଶଙ୍କ ନାମ ଏହି ସମ୍ମାନ...
ନକଲି ସେଲ୍ସଟ୍ୟାକ୍ସ ଅଫିସର ଗିରଫ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନିଜକୁ ସେଲ୍ସ ଟ୍ୟାକ୍ସ ବିଭାଗର ଜଣେ ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଉଥିଲେ। ଅଭିଯୁକ୍ତ ଜଣଙ୍କ ନିଜେ ଜଣେ ଆୟକର ବିଭାଗର ପୂର୍ବତନ ଅଫିସର ହୋଇଥିବାରୁ ବ୍ୟବସାୟୀଙ୍କ ଦୋଷ ଦୁର୍ବଳତା ବେଶ୍ ଜାଣିଥିଲେ। ଏହାର ଫାଇଦା ଉଠାଇ...
ସରକାରୀ ଆଇଟିଆଇରେ ଫାଙ୍କା ପଡ଼ିିଲା ସିଟ୍
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଆଇଟିଆଇଗୁଡ଼ିକରେ ଚଳିତବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଏହାପରେ କଟକ ସହରସ୍ଥ ୨ଟି ଯାକ ସରକାରୀ ଆଇଟିଆଇରେ ୫୦ ପ୍ରତିଶତ ସିଟ୍ ଫାଙ୍କା ପଡ଼ିଛି। ଏହାକୁ ନେଇ ଏବେ ଚିନ୍ତା ବଢିଛି। ସ୍ପଟ୍ ଆଡ୍ମିଶନ...
ଯୁବ ବିଜେଡି ରାଜ୍ୟ, ଜିଲା କର୍ମକର୍ତ୍ତା ନିଯୁକ୍ତ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବିଜୁ ଯୁବ ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତି ବୁଧବାର ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଛି ବୋଲି ବିଜେଡି ସାଧାରଣ...
୨୫,୨୬ରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୫ତାରିଖରେ କଳାହାଣ୍ଡି,...
କର୍କଟ ରୋଗୀଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):କର୍କଟ ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶି ରହିଛି। କାରଣ ଜଣେ କର୍କଟ ରୋଗରେ ଆକ୍ରାନ୍ତ ହେଲେ ତାଙ୍କ ଶରୀରରେ ରୋଗ ପ୍ରତିଷେଧକ ଶକ୍ତି କମିଯାଇଥାଏ। ତେଣୁ କର୍କଟ ରୋଗୀ ସଂକ୍ରମିତ ନ ହେବା...
ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବରିଷ୍ଠ ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ କରାଯାଇଛି। ବୁଧବାର ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ୍ର ଆଇପିଏସ୍ ଅଫସର ଅରୁଣ କୁମାର...
Archives


