ମେଟ୍ରୋ

କୋଭିଡ୍‌ ଟେଷ୍ଟିଂ ଅବଧି ମାସେ ବଢ଼ିଲା

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ଦେଶରେ ବଢ଼ି ଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଟେଷ୍ଟିଂ ଅବଧିକୁ ବଢ଼ାଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଚାଲିଥିବା କୋଭିଡ୍‌ ଟେଷ୍ଟିଂ ଅବଧି ମାର୍ଚ୍ଚ ଶେଷ ଯାଏ ଥିଲା। ଏହାକୁ ଏପ୍ରିଲ ୩୦ ଯାଏ ବୃଦ୍ଧି…

ଯଶୋବନ୍ତ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏଡିଜି

ଭୁବନେଶ୍ୱର, ୧୩ା୩(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଫିସର ଯଶୋବନ୍ତ ଜେଠ୍‌ୱାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନିଯୁକ୍ତ କରିଛନ୍ତି। ସେ ବର୍ତ୍ତମାନ ଆଇନ ଶୃଙ୍ଖଳା ଏଡିଜି ଥିବାବେଳେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ସମ୍ଭାଳିବେ। ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ…

ନାବାଳିକା ପ୍ରେମିକାଙ୍କୁ ପାଇବା ପାଇଁ ଥାନାରେ ଆତ୍ମାହୁତି ଉଦ୍ୟମ କଲେ ଯୁବକ, କାବୁ କଲା…

ଭୁବନେଶ୍ୱର,୧୩।୩(ବ୍ୟୁରୋ): ମୁଁ ତାଙ୍କୁ ଜୀବନଠାରୁ ବି ଅଧିକ ଭଲ ପାଉଛି। ହେଲେ ତାଙ୍କ ପରିବାର ଲୋକେ ତାଙ୍କୁ ରାଜସ୍ଥାନରେ ଲୁଚାଇ ରଖିଛନ୍ତି। ତମେ ତାଙ୍କୁ ଫେରାଇ ଆଣି ମୋତେ ଦିଅ। ଏମିତି କହି ଗୁରୁବାର ସନ୍ଧ୍ୟାରେ ଜଣେ ଯୁବକ ନୟାପଲ୍ଲୀ ଥାନାରେ…

ହାଇକୋର୍ଟଙ୍କ ନିର୍ଦ୍ଦେଶର ଖୋଲା ଉଲ୍ଲଂଘନ: ଥାନାରେ ଖତ ଖାଉଛି ୧୦ ହଜାରରୁ ଊର୍ଦ୍ଧ୍ୱ ଗାଡ଼ି

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ଭୁବନେଶ୍ୱର କମିଶନରେଟ ପୋଲିସର ବିଭିନ୍ନ ଥାନାରେ ଖତ ଖାଉଛି ଜବତ ଗାଡ଼ି। ୧୦ ହଜାରରୁ ଊର୍ଦ୍ଧ୍ୱ ବାଇକ, କାର, ଟ୍ରକ ଆଦି ଖରାବର୍ଷା ଖାଇ ନଷ୍ଟ ହେଉଥିବାରୁ ଏହା ହାଇକୋର୍ଟଙ୍କ ନିର୍ଦ୍ଦେଶର ଖୋଲା ଉଲ୍ଲଂଘନ ହେଉଛି। ମଞ୍ଚେଶ୍ୱର ଥାନାରେ…

ଆସନ୍ତା ଦୁଇଦିନ ଝଡ଼ବର୍ଷା, ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଗତ କିଛିଦିନ ହେବ କାଳବୈଶାଖୀ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିଛି। ଆସନ୍ତା ଦୁଇଦିନ ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୫ ଜିଲାରେ…

ରାମଚନ୍ଦ୍ର, ଚନ୍ଦ୍ରଶେଖରଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ

ଭୁବନେଶ୍ୱର, ୧୩। ୩ (ବ୍ୟୁରୋ): ୨୦୨୦ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ‘ସାହିତ୍ୟ ଏକାଡେମୀ ପୁରସ୍କାର’, ‘ବାଲ୍‌ ସାହିତ୍ୟ ପୁରସ୍କାର’ ଓ ‘ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’ ଘୋଷଣା କରାଯାଇଛି। ଓଡ଼ିଶାର ବିଶିଷ୍ଟ ଶିଶୁ ସାହିତି୍ୟକ ଡ. ରାମଚନ୍ଦ୍ର ନାୟକ…

ଏପ୍ରିଲରୁ ଚାଲିବ ସବୁ ପାସେଞ୍ଜର, ଏକ୍ସପ୍ରେସ ଟ୍ରେନ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କରୋନା ଯୋଗୁ ରାଜ୍ୟରେ ବନ୍ଦ ରହିଥିବା ସବୁ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ ପୁଣି ଚାଲିବ। ଏ ନେଇ ପୂର୍ବତଟ ରେଲୱେ ମୁଖ୍ୟ ଲୋକ ସମ୍ପର୍କ ଅଧିକାରୀ ଶୁକ୍ରବାର ସୂଚନା ଦେଇଛନ୍ତି। ଲକଡାଉନ ପୂର୍ବରୁ ରାଜ୍ୟରେ ପୂର୍ବତଟ ରେଲୱେର ମୋଟ…

ବିଧାନସଭାରେ ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ମଣ୍ଡି ସମସ୍ୟା ନେଇ ପୂର୍ବରୁ ବିଧାନସଭାରେ ଆତ୍ମହତ୍ୟା କରିବାକୁ ନେଚବନୀ ଦେଇଥିବା ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଶୁକ୍ରବାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ବେଳେ ପୁଣି ଆତ୍ମହତ୍ୟା କରିବାକୁ ଚେତାବନୀ ଦେଇଥିଲେ। ଏପରିକି ସେ ଗୃହରେ ସାନିଟାଇଜର ପିଇବାକୁ…

ଇଞ୍ଜିନିୟରିଂ ପିଲାଙ୍କ ହଷ୍ଟେଲ ଫି’ ଛାଡ଼

ଭୁବନେଶ୍ୱର,୧୨।୩(ବ୍ୟୁରା): ଇଞ୍ଜିନିୟରିଂ ଏବଂ ପଲିଟେକନିକ୍‌ ପିଲାଙ୍କ ହଷ୍ଟେଲ ଫି ଛାଡ କରାଯିବା ନେଇ ଶୁକ୍ରବାର ସରକାର ଘୋଷଣା କରିଛନ୍ତି। କରୋନା ପାଇଁ ୨୦୨୦ ଏପ୍ରିଲରୁ ୨୦୨୦ ଡିସେମ୍ବର ଯାଏ ହଷ୍ଟେଲ ବନ୍ଦ ରହିଥିଲା। ଫଳରେ ୧୭୦୧୨ ଛାତ୍ରୀଛାତ୍ରଙ୍କ ପ୍ରାୟ ୫କୋଟି ୧୦…

ବନ୍ଦ ହେଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାଧାରଣ ନିର୍ବାଚନ ପୂର୍ବରୁ ସୃଷ୍ଟ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ। ଚଳିତ ବର୍ଷ ବିଜୁ ଯୁବ ବାହିନୀ ପାଇଁ ବଜେଟରେ ଅର୍ଥ ବ୍ୟବସ୍ଥା ହୋଇନାହିଁ। ବିଧାୟକ ଭବାନୀ ଭୋଇଙ୍କ ପ୍ରଶ୍ନରେ ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା…

ଆଜି ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ, ୩,୩୮,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୬୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୭ ଜଣ ଚିହ୍ନଟ…

ଆରମ୍ଭରୁ ଧାନ ତାତି: ଗୃହ ମୁଲତବୀ

ଭୁବନେଶ୍ୱର,୧୨।୩(ବ୍ୟୁରୋ): ଶୁକ୍ରବାରଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ପକ୍ଷରୁ ମଣ୍ଡିରୁ ଧାନ ନ ଉଠିବା ପ୍ରସଙ୍ଗ ଉଠାଯାଇଥିଲା। ବିଧାନସଭାରେ କଂଗ୍ରେସ ବିଧାୟକ ହୋ-ହଲ୍ଲା କରିଥିଲେ। ଭାଜପା ବିଧାୟକ ମଣ୍ଡିରୁ ଧାନ ନ ଉଠିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?