ମେଟ୍ରୋ

କୃଷକ ସଙ୍ଗଠନ ଆନ୍ଦୋଳନରେ ସାମିଲ ହେବ କଂଗ୍ରେସ

ଭୁବନେଶ୍ୱର,୨୪।୯(ବ୍ୟୁରୋ):ପାର୍ଲାମେଣ୍ଟରେ ଅଗଣତାନ୍ତ୍ରିକ ଉପାୟରେ କେନ୍ଦ୍ର ସରକାର ପାରିତ କରିଥିବା ୩ଟି କୃଷି ବିଧେୟକକୁ ନେଇ ସାରା ଭାରତରେ କୃଷକମାନଙ୍କ ପ୍ରତିବାଦ ଓ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। କୃଷକ ଓ ଭାଗଚାଷୀଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ଅଖିଳ ଭାରତ...

ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଗତ ୧୪ରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି...

ରାଜେଶ ମହାପାତ୍ରଙ୍କୁ ମିଳିବ ପ୍ରାଣୀମିତ୍ର ଆଓ୍ବାର୍ଡ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନନ୍ଦନକାନନ ପ୍ରାଣୀ ଉଦ୍ୟାନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ୨୦୨୦ ମସିହାର ସମ୍ମାନଜନକ ‘ପ୍ରାଣୀମିତ୍ର ଆୱାର୍ଡ’ ମିଳିବ। କେନ୍ଦ୍ରୀୟ ଚିଡିଆଖାନା ପ୍ରାଧିକରଣ ତରଫରୁ ଅକ୍ଟୋବର ୫ରେ ଅନୁଷ୍ଠିତ ଭର୍ଚୁଆଲ କାର୍ଯ୍ୟକ୍ରମରେ ରାଜେଶଙ୍କ ନାମ ଏହି ସମ୍ମାନ...

ନକଲି ସେଲ୍ସଟ୍ୟାକ୍ସ ଅଫିସର ଗିରଫ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ନିଜକୁ ସେଲ୍ସ ଟ୍ୟାକ୍ସ ବିଭାଗର ଜଣେ ବରିଷ୍ଠ ଅଧିକାରୀ ବୋଲି ପରିଚୟ ଦେଉଥିଲେ। ଅଭିଯୁକ୍ତ ଜଣଙ୍କ ନିଜେ ଜଣେ ଆୟକର ବିଭାଗର ପୂର୍ବତନ ଅଫିସର ହୋଇଥିବାରୁ ବ୍ୟବସାୟୀଙ୍କ ଦୋଷ ଦୁର୍ବଳତା ବେଶ୍‌ ଜାଣିଥିଲେ। ଏହାର ଫାଇଦା ଉଠାଇ...

ସରକାରୀ ଆଇଟିଆଇରେ ଫାଙ୍କା ପଡ଼ିିଲା ସିଟ୍‌

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଆଇଟିଆଇଗୁଡ଼ିକରେ ଚଳିତବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଏହାପରେ କଟକ ସହରସ୍ଥ ୨ଟି ଯାକ ସରକାରୀ ଆଇଟିଆଇରେ ୫୦ ପ୍ରତିଶତ ସିଟ୍‌ ଫାଙ୍କା ପଡ଼ିଛି। ଏହାକୁ ନେଇ ଏବେ ଚିନ୍ତା ବଢିଛି। ସ୍ପଟ୍‌ ଆଡ୍‌ମିଶନ...

ଯୁବ ବିଜେଡି ରାଜ୍ୟ, ଜିଲା କର୍ମକର୍ତ୍ତା ନିଯୁକ୍ତ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବିଜୁ ଯୁବ ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତି ବୁଧବାର ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଛି ବୋଲି ବିଜେଡି ସାଧାରଣ...

୨୫,୨୬ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୫ତାରିଖରେ କଳାହାଣ୍ଡି,...

କର୍କଟ ରୋଗୀଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):କର୍କଟ ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶି ରହିଛି। କାରଣ ଜଣେ କର୍କଟ ରୋଗରେ ଆକ୍ରାନ୍ତ ହେଲେ ତାଙ୍କ ଶରୀରରେ ରୋଗ ପ୍ରତିଷେଧକ ଶକ୍ତି କମିଯାଇଥାଏ। ତେଣୁ କର୍କଟ ରୋଗୀ ସଂକ୍ରମିତ ନ ହେବା...

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବରିଷ୍ଠ ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରାଯାଇଛି। ବୁଧବାର ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍‌ ଅଫସର ଅରୁଣ କୁମାର...

କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ, ଡାକ୍ତର ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ ରହିଛି। ତେଣୁ କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତି ଏ ସମ୍ପର୍କରେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍‌ ରହିଥାଏ। ତେଣୁ ସେମାନଙ୍କୁ...

ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)...

ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri