ସ୍କୁଲ ପାଚେରି ପଡି ଶିଶୁ ମୃତ୍ୟୁ ଘଟଣା: କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପାଇଁ ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୧୨।୩(ବ୍ୟୁରୋ): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ ପେଟାପାଙ୍ଗା ପଞ୍ଚାୟତ ଅନ୍ତର୍ଗତ ବେଲକଟି ଗ୍ରାମରେ ସ୍କୁଲ୍ ଗେଟ୍ ଓ ପାଚେରି ପଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଥିଲେ। ଏହି ସ୍ପର୍ଶକାତର ଘଟଣାକୁ ନେଇ ଗୁରୁବାର ଜାତୀୟ…
ନିଷିଦ୍ଧ ସତ୍ତ୍ୱେ ମିଳୁଛି କ୍ଲୋରପାଇରିଫସ୍ କୀଟନାଶକ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ବରଗଡ଼ ବନଖଣ୍ଡ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଗତ ୧୫ଦିନ ତଳେ ବହୁ ମାଛ ମରି ଭାସିଥିଲେ। ଏହା ଜଣାପଡ଼ିବା ପରେ ଏହାର ନମୁନା ପରୀକ୍ଷା ଓୟୁଏଟିରେ ହୋଇଥିଲା। ତେବେ ରିପୋର୍ଟରେ ବିଷକ୍ରିୟା…
ଜଙ୍ଗଲ ନିଆଁ: ଦୁଇଦିନରେ ଦୁଇଗୁଣ
ଭୁବନେଶ୍ୱର,୧୨।୩(ବ୍ୟୁରୋ): ସାରା ରାଜ୍ୟରେ ଜଙ୍ଗଲ ଜଳୁଛି। ଦିନକୁ ଦିନ ଏହା ବଢ଼ି ଚାଲିଛି। ଭାରତୀୟ ବନ ସର୍ବେକ୍ଷଣ ସୂଚନାନୁସାରେ, ବୁଧବାର ୪୯୭ଟି ଫାୟାର ପଏଣ୍ଟରେ ନିଆଁ ରହିଥିବାବେଳେ ଗୁରୁବାର ୧୦୪୮ ସାଟେଲାଇଟ୍ ଆଧାରିତ ଫାୟାର ପଏଣ୍ଟ ପଞ୍ଜୀକରଣ ହୋଇଛି। ତେବେ ଚିନ୍ତା…
୭ ଜିଲାରେ ଝଡ଼ବର୍ଷା: ୧୬ରୁ ବଢ଼ିପାରେ ତାତି
ଭୁବନେଶ୍ୱର,୧ ୨।୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମର ପ୍ରଭାବ ନାହିଁ। ଅଧିକାଂଶ ସ୍ଥାନରେ ପାରଦ ୩୫ ଡିଗ୍ରୀ ସେଲ୍ସିୟସ ତଳେ ରହିଛି। ଏପରି କି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେଉଛି। ଆସନ୍ତା ୧୬ ତାରିଖ ଯାଏ ପାଗରେ…
ବିରୋଧୀଙ୍କ ହାତରେ ଜଙ୍ଗଲ ନିଆଁ
ଭୁବନେଶ୍ୱର,୧୨ା୩(ବ୍ୟୁରୋ):ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମଧ୍ୟ ସରଗରମ ହେବା ନେଇ ସଙ୍କେତ ମିଳୁଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ରାଜ୍ୟର ଶିମିଳିପାଳ ସମେତ ବିଭିନ୍ନ…
ରାଜ୍ୟରେ ଜଙ୍ଗଲ ନିଆଁ ବଢ଼ୁଛି: ଶିମିଳିପାଳରେ କମିଛି
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟରେ ଜଙ୍ଗଲ ନିଆଁ ବଢ଼ୁଛି। ବୁଧବାର ୪୯୭ ପଏଣ୍ଟରେ ନିଆଁ ଲାଗିଥିବା ବେଳେ ଆଜି ଏହି ସଂଖ୍ୟା ବଢ଼ି ୧୦୪୮ରେ ପହଞ୍ଚିଛି। ଜଙ୍ଗଲ ନିଆଁ ପାଇଁ ଗଠିତ ଟାସ୍କଫୋର୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଟାସ୍କଫୋର୍ସ ରିପୋର୍ଟ ଅନୁସାରେ,…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମହୁ ମାଛି ଆତଙ୍କ: ୧୫ରୁ ଊର୍ଦ୍ଧ୍ୱ ଆହତ
ଭୁବନେଶ୍ୱର, ୧୧।୩(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମହୁମାଛି ଆକ୍ରମଣରେ ଗୁରୁବାର ୧୫ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କେତେକ ପଞ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ବଣମଣିଷ ଏନ୍କ୍ଲୋଜର ପାଖାପାଖି ଅଞ୍ଚଳରେ ଏକ ଗଛରେ ମହୁଫେଣା ରହିଥିଲା। କୌଣସି କାରଣରୁ ହଠାତ୍…
ଆଜି ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ, ସର୍ବାଗ୍ରେ ରହିଛି ମୟୂରଭଞ୍ଜ
ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୯୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୮ ଜଣ ଚିହ୍ନଟ…
ମନ୍ଦିରରେ ଅଧିକ ଗହଳି ହେଲେ ଦୀପଦାନ ବନ୍ଦ
ଭୁବନେଶ୍ୱର,୧୧।୩(ବ୍ୟୁରୋ): ମହାପ୍ରଭୁ ଲିଙ୍ଗରାଜ ମନ୍ଦିରରେ କରୋନା କଟକଣାକୁ ପାଳନ କରି ଦୀପଦାନ କରିବାକୁ ଅନୁମତି ମିଳିଛି। ହେଲେ ଯଦି ଅଧିକ ଗହଳି ହୁଏ ତେବେ ଦୀପଦାନ ବନ୍ଦ ହୋଇପାରେ। ଏନେଇ ଗୁରୁବାର ବିଏମ୍ସି ଅତିରିକ୍ତ କମିଶନର ଅବନୀକାନ୍ତ ପଟ୍ଟନାୟକ ସୂଚନା ଦେଇଛନ୍ତି।…
ଭୁବନେଶ୍ୱରରେ ୩୪ ପ୍ଲାଟୁନ ଫୋର୍ସ ମୁତୟନ
ଭୁବନେଶ୍ୱର,୧୧।୩(ବ୍ୟୁରୋ):ଆଜି ସମଗ୍ର ରାଜ୍ୟରେ ଧୁମ୍ଧାମରେ ମହାଶିବରାତ୍ରୀ ପାଳନ କରାଯାଉଛି। ଏହି ଅବସରରେ ବିଭିନ୍ନ ଶିବ ମନ୍ଦିରରେ ଭକ୍ତ ଭିଡ ଜମିଛି। କୋଭିଡ କଟକଣା ମଧ୍ୟରେ ସାମାଜିକ ଦୂରତା ରକ୍ଷା କରି ମହାଶିବରାତ୍ରୀ ପାଇଁ ପୂଜାର୍ଚ୍ଚନା କରାଯାଉଛି। ଅନ୍ୟପକ୍ଷରେ ଶିବରାତ୍ରୀକୁ ନେଇ ରାଜଧାନୀରେ…
ମମତାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୩: ପଶ୍ଚିମବଙ୍ଗର ନନ୍ଦିଗ୍ରାମରେ ପ୍ରଚାର କରିବା ବେଳେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ କରିଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ସୂଚନା ପାଇବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ ଯୋଗେ ତାଙ୍କ ଆଶୁ ଆରୋଗ୍ୟ…
ପୋଖରୀରେ ପଡ଼ିଥିଲା ବିଷ
ଭୁବନେଶ୍ୱର, ୧୧।୩(ବ୍ୟୁରୋ):ବରଗଡ଼ ବନଖଣ୍ଡ ଅଧୀନ ଭଟଲି ରେଞ୍ଜ ଅନ୍ତର୍ଗତ ଦେଉଚୁଆଁ ସଂରକ୍ଷିତ ଜଙ୍ଗଲରେ ଥିବା ଏକ ପୋଖରୀରେ ଅନେକ ମାଛ ମରି କୂଳରେ ଲାଗିଥିଲେ। ଏଥିସହ ଅନେକ କଙ୍କଡା ଓ ଚିଙ୍ଗୁଡ଼ି ମଧ୍ୟ ମରି କୂଳରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାହା…

