୧୨ରେ ୫ ଜିଲାରେ ବର୍ଷା
ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଯଦିଓ ଅପରାହ୍ନରେ ତାତି ରହୁଛି କିନ୍ତୁ ତାପମାତ୍ରା ପୂର୍ବାପେକ୍ଷା କମ୍ ରହିଛି। ଗତ ତିନିଦିନ ହେବ ରାଜ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ତେବେ ଆସନ୍ତା ୧୨ ତାରିଖରେ ବିଭିନ୍ନ…
ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଦ୍ୱାରା ଭୁବନେଶ୍ୱରରେ ବେଆଇନ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧି କରାଯାଇଥିବା କଂଗ୍ରେସ ଅଭିଯୋଗ କରିଆସୁଛି। ଯଦି ସରକାର ଏହାକୁ ପ୍ରତ୍ୟାହାର ନ କରନ୍ତି, ତାହାହେଲେ ଆଗାମୀ ଦିନରେ ବିଏମ୍ସି ଅଫିସ ଘେରାଉ…
ପାରାଦୀପ ପ୍ଲାଷ୍ଟିକ ପାର୍କ ପାଇଁ ଏମ୍ଓୟୁ
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟ ସରକାର ଡାଉନ୍ଷ୍ଟ୍ରିମ୍ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରି ପାଇଁ ପାରାଦୀପଠାରେ ଏକ ଶିଳ୍ପ ପାର୍କର ବିକାଶ କରୁଛନ୍ତି। ପାରାଦୀପଠାରେ ହେବାକୁ ଥିବା ଏହି ପ୍ଲାଷ୍ଟିକ ପାର୍କର ବିକାଶ ରାଜ୍ୟ ଓ କେନ୍ଦ୍ର ସହଭାଗିତାରେ ହେବ। ଏ ନେଇ ମଙ୍ଗଳବାର ଭର୍ଚୁଆଲ ପ୍ଲାଟଫର୍ମ…
୪ ଦିନ ବ୍ୟାଙ୍କ ବନ୍ଦ ରହିବ
ଭୁବନେଶ୍ୱର,୧୦ା୩: ଗତ ବଜେଟ ସମୟରେ କେନ୍ଦ୍ର ସରକାର କିଛି ଜାତୀୟକରଣ ବ୍ୟାଙ୍କକୁ ଘରୋଇକରଣ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏଭଳି ନିଷ୍ପତ୍ତିର ପ୍ରତିବାଦରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ (ୟୁଏଫବିୟୁ) ପକ୍ଷରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟର ଡାକରା…
ଓଜେଏସ୍ରେ ଈର୍ଶିତା ଟପ୍ପର: କୃତକାର୍ଯ୍ୟ ୪୭ ମଧ୍ୟରୁ ୩୦ ମହିଳା
ଭୁବନେଶ୍ୱର, ୧୦ା୩(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍) ପରୀକ୍ଷା-୨୦୧୯ର ରେଜଲ୍ଟ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ୪୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୩୦ଜଣ ମହିଳା ରହିଛନ୍ତି। ଏହି ୪୭ଜଣ ରାଜ୍ୟରେ…
‘ଅଧିକ ଲୋକ, ମେଶିନ ନିୟୋଜନ କର’
ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁକୁ ଲିଭାଇବା ପାଇଁ ସରକାର ଏବେ ତତ୍ପରତା ଦେଖାଉଛନ୍ତି। ପ୍ରତିଦିନ ଏନେଇ ସମୀକ୍ଷା ମଧ୍ୟ କରାଯାଉଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବନାଗ୍ନି ପରିସ୍ଥିତିର ସମୀକ୍ଷା କରି ଅଗ୍ନି…
ହାଇକୋର୍ଟରେ ପିଆଇଏଲ୍
କଟକ ଅଫିସ୍, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା ଲାଗିଥିବା…
ଜାଗର ପାଇଁ କଟକଣା: ମନ୍ଦିର ଭିତରେ ବାହାରେ ହେବନି ଗହଳି
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ଆଉ ମାତ୍ର ଦିନକ ପରେ ଜାଗର । ଏଥିନିମନ୍ତେ ପ୍ରାକ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଏଥର…
ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
୧୨ରୁ ବଜେଟ ଅଧିବେଶନ, ନେଗେଟିଭ ରିପୋର୍ଟ ଥିଲେ ହିଁ ମିଳିବ ପ୍ରବେଶ ଅନୁମତି
ଭୁବନେଶ୍ୱର, ୯।୩(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏଥର ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର କୋଭିଡ୍ ଟେଷ୍ଟ ହେବ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର…
ଭୁବନେଶ୍ୱରରେ ଏନ୍ଆଇଭି ପ୍ରତିଷ୍ଠା କରିବାକୁ ଅନୁରୋଧ
ଭୁବନେଶ୍ୱର,୯।୩(ବ୍ୟୁରୋ): ଦେଶରେ ୪ଟି ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନ୍ଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଛି। ଏଥିମଧ୍ୟରୁ ଗୋଟିଏ ଭୁବନେଶ୍ୱରଠାରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି…
ଦୁର୍ଘଟଣା ଯୋଗୁ ପ୍ରତିବର୍ଷ ୪ ଲକ୍ଷ କୋଟି କ୍ଷତି
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାସ୍ତା ଦୁର୍ଘଟଣାରେ ହେଉଥିବା ଜନଜୀବନ ହାନି ରୋକିବା ନିମନ୍ତେ ସଡ଼କ ନିରାପତ୍ତା ନିୟମର କଡ଼ାକଡ଼ି ପ୍ରବର୍ତ୍ତନ ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୋଲିସ ଅଧିକାରୀ ଏବଂ ଆର୍ଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଏକ ଉଚ୍ଚସ୍ତରୀୟ…

