ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାରଠାରୁ ରାଜ୍ୟରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। କୋଭିଡ୍ ନିୟମ ପାଳନ କରାଯାଇ ଏହି ନାମଲେଖା ଆରମ୍ଭ ହୋଇଛି। ପ୍ରତି ଘଣ୍ଟାରେ ୧୫ ଜଣ ଛାତ୍ରୀଛାତ୍ର ନାମ ଲେଖାଇ ପାରିବେ। ସକାଳ ୯ରୁ ଅପରାହ୍ନ ୫ଟା...
‘ଫେଲୁଦା’କୁ ଅନୁମୋଦନ: କମ୍ ଖର୍ଚ୍ଚ, ସ୍ବଳ୍ପ ସମୟରେ କରୋନା ରିପୋର୍ଟ
ଭୁବନେଶ୍ୱର, ୨୧।୯(ବ୍ୟୁରୋ): ଏଣିକି କମ୍ ଖର୍ଚ୍ଚରେ କରୋନା ପରୀକ୍ଷା ହୋଇପାରିବ। ପୁଣି ସ୍ବଳ୍ପ ସମୟରେ ରିପୋର୍ଟ ଜାଣିହେବ। ଦେଶର ପ୍ରଥମ ସ୍ବଦେଶୀ କୋଭିଡ୍ ସିଆର୍ଆଇଏସ୍ପିଆର୍ (କ୍ଲଷ୍ଟରଡ ରେଗୁଲାରୀ ଇଣ୍ଟରସ୍ପେସ୍ଡ ଶର୍ଟ ପାଲିନ୍ଡ୍ରୋମିକ ରିପିଟ୍ସ) ଟେଷ୍ଟ କିଟ୍ ‘ଫେଲୁଦା’କୁ ଡ୍ରଗ୍ସ କଣ୍ଟ୍ରୋର...
କାଳ ସାଜୁଛି ବିଳମ୍ବ ରିପୋର୍ଟ
ଭୁବନେଶ୍ୱର,୨୧।୯(ବ୍ୟୁରୋ): କରୋନାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ସବୁପ୍ରକାର ବଳ ଲଗାଇଛନ୍ତି। ଚିକିତ୍ସାଠାରୁ ଆରମ୍ଭ କରି ସଚେତନତା ଓ କଟକଣା କ୍ଷେତ୍ରରେ ବ୍ୟାପକ ପଦକ୍ଷେପ ନିଆଯାଉଛି। ତଥାପି ସଂକ୍ରମଣ ବଢ଼ି ଚାଲିଥିବାରୁ ଏବେ ନାନା ତର୍ଜମା ଚାଲିଛି। ଇତିମଧ୍ୟରେ...
ଘୋଷଣାରେ ରହିଯିବ ‘ଗାନ୍ଧୀ ସର୍କିଟ’
ଭୁବନେଶ୍ୱର,୨୧।୯(ବ୍ୟୁରୋ): ଚଳିତବର୍ଷ କେବଳ ପାଳନରେ ସୀମିତ ରହିଯିବ ସରକାରଙ୍କ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମ। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ସମାରୋହକୁ ମହାସମାରୋହର ସହ ଆୟୋଜନ କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଥିଲେ। ହେଲେ ଏବେ କୋଭିଡ୍ ବାହାନା ଦେଖାଇ ସେସବୁକୁ...
ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୧।୯(ବ୍ୟୁରୋ)ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ରବିିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା...
କ୍ଷତିରେ ଯାତ୍ରୀ ପରିବହନ: ଚିନ୍ତାରେ ମାଲିକ
ଭୁବନେଶ୍ୱର,୨୧।୯(ବ୍ୟୁରୋ): କରୋନା ପ୍ରଭାବରୁ ବର୍ତ୍ତିପାରୁନି ଯାତ୍ରୀ ପରିବହନ ସେବା। ବସ୍ ଠାରୁ ଆରମ୍ଭ କରି ଟ୍ୟାକ୍ସି ଏବଂ ଅଟୋ ଭଳି ଯାତ୍ରୀବାହୀ ଯାନ କରୋନା ସଂକ୍ରମଣ ଯୋଗୁ ପ୍ରଭାବିତ ହୋଇଛି। ବସ୍ ସେବା ଅତିମାତ୍ରାରେ ପ୍ରଭାବିତ ହୋଇଛି। କରୋନା ଭୟ...
ଲଘୁଚାପ: ୭ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୦ା୯(ବ୍ୟୁରୋ)-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ରବିିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା...
କଳା ଉପରେ କରୋନା ମାଡ଼: ପ୍ରତିଭାରେ ପ୍ରତିବନ୍ଧକ, ଚିନ୍ତାରେ କଳାକାର
କଟକ ଅଫିସ,୨୦।୯: କଳା କ୍ଷେତ୍ରରେ କଟକର ପରିଚୟ ଭିନ୍ନ । କୁହାଯାଏ ୬୦ ଦଶକରେ ଏହିଠାରୁ ହିଁ ମେଲୋଡ଼ି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପରବର୍ତ୍ତୀ ସମୟରେ ଯାହା ସମଗ୍ର ରାଜ୍ୟର ପୂରପଲ୍ଲୀକୁ ବ୍ୟାପିଥିଲା। ସେତେବେଳ ସମୟରେ ମଞ୍ଚ ଉପରେ ସ୍ବର୍ଗତଃ...
‘ଆମେରିକାସ୍ ଗଟ୍ ଟ୍ୟାଲେଣ୍ଟ’ ଫିନାଲେରେ ଓଡ଼ିଆ ପୁଅ
ଭୁବନେଶ୍ୱର,୨୦।୯(ବ୍ୟୁରୋ): ଗ୍ଲୋବାଲ୍ ପ୍ଲାଟ୍ଫର୍ମରେ କରିସ୍ମା ଦେଖାଇଛନ୍ତି ପୁଣିଜଣେ ଓଡ଼ିଆ। ରାୟଗଡ଼ା ଜିଲାର ୨୧ବର୍ଷୀୟ ଯୁବକ ମାରାଜୁ ସୁମନ୍ତ ଆମେରିକାସ୍ ଗଟ୍ ଟ୍ୟାଲେଣ୍ଟ ସିଜନ-୧୫ର ଫିନାଲେରେ ପହଞ୍ଚତ୍ବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ନିଜ ଡ୍ୟାନ୍ସ ପାର୍ଟନର ତଥା କୋଲକାତାର ୧୫ବର୍ଷୀୟ ସୋନାଲି...
ଜାତୀୟ ର଼୍ୟାଙ୍କିଙ୍ଗ୍ରେ ଓଡ଼ିଶାର ୧୧ ଆଇଟିଆଇ: ପ୍ରତିଷ୍ଠା ହେବ ଉନ୍ନତ ବୈଷୟିକ ପ୍ରଶିକ୍ଷଣ କେନ୍ଦ୍ର
ଭୁବନେଶ୍ୱର, ୨୦।୯(ବ୍ୟୁରୋ): ସ୍କିଲ୍ଡ ଇନ୍ ଓଡ଼ିଶା ବ୍ରାଣ୍ଡକୁ ଆଉ ପାଦେ ଆଗକୁ ନେଇ ରାଜ୍ୟ ସରକାର ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍ବିଏଡିସି) ଜିଲାରେ ଉତ୍କୃଷ୍ଟ ବୈଷୟିକ କୌଶଳ ତାଲିମ କେନ୍ଦ୍ର (ସେଣ୍ଟର ଅଫ୍ ଏକ୍ସଲେନ୍ସ୍) ପ୍ରତିଷ୍ଠା ପ୍ରକ୍ରିୟା ଆରମ୍ଭ...
ଅମାନିଆଙ୍କୁ ସାବାଡ଼ କରୁଛି ପୋଲିସ: ଜରିମାନା ଭୟରେ ଭିଡ଼ ଉଭାନ
ଭୁବନେଶ୍ୱର,୨୦।୯ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କ ନିର୍ଦ୍ଦେଶ ପରେ କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ବେଶ୍ ତତ୍ପରତା ଦେଖାଇଛି କମିଶନରେଟ ପୋଲିସ। କଟକ, ଭୁବନେଶ୍ୱର ଦ୍ୱୈତନଗରୀରେ ଯାଞ୍ଚ ଓ ଚଢ଼ାଉକୁ ଜୋର୍ଦାର କରାଯାଇଥିବାବେଳେ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ...
ଚିଲିକା, ଅଂଶୁପା ପାଇଁ କେନ୍ଦ୍ର ଦେଇଛି ୪.୭ କୋଟି
ଭୁବନେଶ୍ୱର, ୨୦।୯(ବ୍ୟୁରୋ): ନ୍ୟାଶନାଲ୍ ପ୍ଲାନ୍ ଫର୍ କଞ୍ଜରଭେଶନ୍ ଅଫ୍ ଆକ୍ୱାଟିକ ଇକୋସିଷ୍ଟମ (ଏନପିସିଏ) ଅଧୀନରେ ଗତ ୨ବର୍ଷରେ କେନ୍ଦ୍ର ସରକାର ଓଡ଼ିଶାକୁ ୪.୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଦେଶର ସର୍ବବୃହତ୍ ଲବଣ ଜଳ ହ୍ରଦ ଚିଲିକା ଏବଂ ଓଡ଼ିଶାର...
Archives


