ମେଟ୍ରୋ

ପରୀକୁ ନ୍ୟାୟ ବିରୋଧୀଙ୍କ ଦାବି

ଭୁବନେଶ୍ୱର,୨୭।୧୧(ବ୍ୟୁରୋ):ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀକୁ ନ୍ୟାୟ ଜିଦ୍‌ରେ ବିରୋଧୀ ଅଟଳ। ବୁଧବାର ପରୀ ହତ୍ୟା ପ୍ରସଙ୍ଗରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ କରିବ ବୋଲି ଘୋଷଣା କରିଥିଲେ ମଧ୍ୟ ଶାନ୍ତ…

ଆରୋଗ୍ୟ ହେଲେ ୭୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ ା୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୦, ମୟୂରଭଞ୍ଜରୁ ୫୩, ଅନୁଗୋଳରୁ ୪୪, ଜଗତସିଂହପୁରରୁ ୪୦, କଟକରୁ ୩୯, ନବରଙ୍ଗପୁରରୁ ୩୭, ନୂଆପଡାରୁ…

ବିନ୍ଦୁ ସାଗରରେ ଡଙ୍ଗା ଭସା ମନା: କଟକଣା ଜାରି କଲା ବିଏମ୍‌ସି

ଭୁବନେଶ୍ବର,୨୬।୧୧(ବ୍ୟୁରୋ)-ଚଳିତବର୍ଷ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ସମସ୍ତ ଧାର୍ମିକ କାର୍ଯ୍ୟକ୍ରମ କଟକଣା ଭିତରେ ପାଳିତ ହେଉଛି। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇବା ଉପରେ କଟକଣା ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ଚଳିତ ବର୍ଷ ବିନ୍ଦୁ ସାଗରରେ ଡଙ୍ଗା ଭସାଇ ହେବ…

ଭୁବନେଶ୍ୱରରୁ ଆଜି ୪୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୮

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା ଲାଗୁ…

କୋଭିଡ୍‌ ଯୋଗୁ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ଯୋଗୁ ରାଜ୍ୟକୁ ୧୦,୭,୩୩୦ଜଣ ଶ୍ରମିକ ଫେରି ଆସିଛନ୍ତି। ସେମାନଙ୍କ ଜୀବିକା ଉପାର୍ଜନ ପାଇଁ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଯୋଜନା ମାଧ୍ୟମରେ ରୋଜଗାର ସୁଯୋଗ ସୃଷ୍ଟି କରିବା ଲାଗି ବହୁବିଧ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ତେବେ କେତେ ଶ୍ରମିକ…

ରାଜ୍ୟରେ ପୁଣି ୬୪୪ କରୋନା ପଜିଟିଭ୍‌ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ଆଜି ଦେଶବ୍ୟାପୀ ଧର୍ମଘଟ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): କେନ୍ଦ୍ରର ଭାଜପା ସରକାର ଶ୍ରମିକମାନଙ୍କ ସ୍ବାର୍ଥକୁ ଅଣଦେଖା କରି ପାର୍ଲାମେଣ୍ଟରେ ଆଣିଥିବା ଶ୍ରମିକକୋଡ୍‌କୁ ବାତିଲ, କୃଷକ ବିରୋଧୀ ଆଇନ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ଘରୋଇକରଣ କରିବା ବିରୋଧରେ ଗୁରୁବାର ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥା ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌,…

ପରୀ ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ):ନୟାଗଡ଼ ଜିଲା ଯଦୁପୁର ଗ୍ରାମର ଅଶୋକ ସାହୁ ଏବଂ ସୌଦାମିନୀ ସାହୁଙ୍କ ୫ ବର୍ଷର ଝିଅ ପରୀ ହତ୍ୟା ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ପରୀକୁ ନ୍ୟାୟ…

୩ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୨୬ା୧୧ (ବ୍ୟୁରୋ): ରାଜ୍ୟର ଆଉ ୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦବୀ ପୂରଣ ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଭେନ୍‌ଶା, ସମ୍ବଲପୁର ଓ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ ପାଇଁ ବୁଧବାର ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।…

ଆଇଏଫ୍‌ଏସ୍‌ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ତଥା ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ସମ୍ପତ୍ତି ଯାଞ୍ଚ କରିଛି। ଭୁବନେଶ୍ୱରର ୫ ସ୍ଥାନ,…

ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍‌ସ ହେଉ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଆଉ ଏକ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ରାଜ୍ୟର ଦ୍ବିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri