ହୋମ୍ ଆଇସୋଲେଶନରେ ୭୦% ଆକ୍ରାନ୍ତ
ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଦେଶ ତୁଳନାରେ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି। ଓଡ଼ିଶାରେ କରୋନା ମୃତ୍ୟୁ ହାର ସାରା ଦେଶରେ କମ୍ ରହିଛି। ରାଜ୍ୟରେ ପ୍ରତିଦିନ ୫୦ହଜାରରୁ ଅଧିକ କୋଭିଡ୍ ଟେଷ୍ଟ କରାଯାଉଛି। ଆରୋଗ୍ୟ ହାର ୭୮% ଥିବାବେଳେ...
୨ ଚିଟ୍ଫଣ୍ଡ ସଂସ୍ଥାର ୨୫ ଜଣଙ୍କ ନାମରେ ସପ୍ଲିମେଣ୍ଟରି ଚାର୍ଜଶିଟ୍ ଦାଖଲକଲା ସିବିଆଇ
ଭୁବନେଶ୍ୱର,୧୯। ୯ (ବ୍ୟୁରୋ): ଚିଟ୍ଫଣ୍ଡ ଠକେଇ ମାମଲାରେ ଏବିସି ଇନ୍ଦିୟା ଓ ଗୋଲ୍ଡେନ୍ ଲ୍ୟାଣ୍ଡ୍ ଡେଭଲପର୍ସ ଲିମିଟେଡର ୨୫ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ସପ୍ଲିମେଣ୍ଟାରୀ ଚାର୍ଜଶିଟ୍ ଦାଖଲ କରିଛି। ଭୁବନେଶ୍ୱର ସ୍ପେଶାଲ ସିଜେଏମ୍ ସିବିଆଇ କୋର୍ଟରେ ଏହି ଚାର୍ଜଶିଟ୍ ଦାଖଲ...
ଭୁବନେଶ୍ୱରରେ ଆବଶ୍ୟକ ନାହିଁ ଗଞ୍ଜାମ ଫର୍ମୁଲା
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମିତ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଭୁବନେଶ୍ୱରରୁ ଦୈନିକ ହାରାହାରି ୩୦୦ରୁ ୪୦୦ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି ସଂଖ୍ୟା ପୂର୍ବାପେକ୍ଷା ବହୁତ କମିଛି। ଏବେ ଲକ୍ଡାଉନ୍ କି ଶଟ୍ଡାଉନ...
ନିର୍ବାଚନ ପୂର୍ବରୁ ସିବିଆଇ ତଦନ୍ତ ଧାରାରେ ପରିଣତ ହୋଇଛି: ବିଜେଡି
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସିବିଆଇ ତଦନ୍ତ ସମ୍ପର୍କରେ ବିଜୁ ଜନତା ଦଳର ମୁଖପାତ୍ର ଲେଲିନ ମହାନ୍ତି ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଗତ ୭ ବର୍ଷ ଧରି ଓଡ଼ିଶାରେ ସିବିଆଇ ମାମଲାର ତଦନ୍ତ କରି ଆସୁଛି। ସାଧାରଣ ନିର୍ବାଚନ, ଉପନିର୍ବାଚନ ଏବଂ...
ଅକ୍ଟୋବର ୧୨ରୁ ଓଜେଇଇ
ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ...
ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା
ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ ଦର ଯଥାକ୍ରମେ ୮୧.୬୯ ଟଙ୍କା ଏବଂ ୭୮.୩୫ ଟଙ୍କାକୁ ଖସିଛି। ଏଠାରେ ଇନ୍ଧନ...
ନେସ୍କୋ, ଓ୍ବେସ୍କୋ, ସାଉଥ୍କୋ ନେବ ଟାଟା
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)କୁ ହାତେଇବା ପରେ ଟାଟା ପାଓ୍ବାର କର୍ପୋରେଶନ ଲିମିଟେଡ ଅନ୍ୟ ୩ଟି ବିଦ୍ୟୁତ୍ ବଣ୍ଟନ କମ୍ପାନୀ ଓ୍ବେଷ୍ଟର୍ନ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ଓ୍ବେସ୍କୋ), ସାଉଥ୍ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ସାଉଥ୍କୋ) ଏବଂ ନର୍ଥ ଇଲେକ୍ଟ୍ରିସିଟି...
ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...
CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧...
ଯୋଜନାରେ ସୀମିତ ସ୍ମାର୍ଟ ପ୍ରକଳ୍ପ
ଭୁବନେଶ୍ୱର,୧୯ା୯ (ବ୍ୟୁରୋ): ଗତ ୨୦୧୬ ଜାନୁୟାରୀ ମାସରେ ଭୁବନେଶ୍ୱରକୁ ଦେଶର ସ୍ମାର୍ଟସିଟି ମାନ୍ୟତା ମିଳିଥିଲା। ହେଲେ ସ୍ମାଟସିଟିର ସ୍ମାର୍ଟ ପ୍ରକଳ୍ପ ଆଜିଯାଏ ଅପହଞ୍ଚ। ପ୍ରଥମେ ହକି ବିଶ୍ୱକପ୍ ପରେ ବାତ୍ୟା ଫନୀ ଓ ଏବେ କରୋନା ପାଇଁ ଅଧାପନ୍ତରିଆ ପଡ଼ିଛି...
୨୫ ଯାଏ ଭୁବନେଶ୍ୱର ଜୁଡିସିଆଲ କମ୍ପ୍ଲେକ୍ସ ସିଲ୍
ଭୁବନେଶ୍ୱର, ୧୮ା୯ (ବ୍ୟୁରୋ)- ଏକ ସପ୍ତାହ ଅର୍ଥାତ୍ ୧୯ରୁ ୨୫ ତାରିଖ ଯାଏ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ସିଲ୍ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଦକ୍ଷିଣ ପୂର୍ବ ଜୋନ୍ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ କରାଯାଇଥିବାବେଳେ ଭୁବନେଶ୍ୱର ଜୁଡ଼ିସିଆଲ...
ଭୁବନେଶ୍ୱରରୁ ଆଜି ୩୦୫ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
Archives


