ମେଟ୍ରୋ

ପୁଣି ବଢ଼ିଲା ବସ୍‌ ଭଡ଼ା, କେତେ ହେଲା ଜାଣନ୍ତୁ…

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିଲା ବସ୍‌ ଭଡ଼ା। ଲଗାତାର ଭାବେ ପ୍ରେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣିଥରେ ବସ୍‌ ଭଡ଼ା ବୃଦ୍ଧି ପାଇଛି। ବର୍ଦ୍ଧିତ ଭଡ଼ା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡା କିଲୋମିଟର…

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କ୍ୱାରାଣ୍ଟାଇନ୍‌ରେ ରହିଥିବା ବେଳେ ୪ ଲୋକାଲ କେସ ରହିଛି। ସହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ…

ରାଜ୍ୟରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ପେଟ୍ରୋଲରେ ପାଣି ଅପମିଶ୍ରଣ ଘଟଣା: ପମ୍ପ ସିଲ୍‌

ଭୁବନେଶ୍ୱର,୪।୩(ବୂ୍ୟରୋ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଏଚ୍‌ପି ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶାଇ ଅପମିଶ୍ରଣ କରାଯାଉଥିବା ଜଣାପଡ଼ିବାପରେ ବୁଧବାର ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଶହଶହ ଲୋକ ପାଣି ମିଶା ପେଟ୍ରୋଲ ବୋତଲ ଧରି ପେଟ୍ରୋଲ ପମ୍ପରେ ବିକ୍ଷୋଭ କରିବା ସହ…

ଭୁବନେଶ୍ୱରରୁ ୫ ମୂର୍ତ୍ତି ଉଦ୍ଧାର, ଜଣେ ଗିରଫ

ପିପିଲି,୪।୩(ସ୍ବ.ପ୍ର.): ପିପିଲି କାକୁଡ଼ିଆସ୍ଥିତ ଶ୍ରୀ ଗୋପୀନାଥ ଦେବ ମନ୍ଦିରରୁ ଚୋରି ୫ ମୂର୍ତ୍ତିକୁ ପୋଲିସ ଭୁବନେଶ୍ୱରରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଞ୍ଚଳର ବାପୁନି ପାଢୀ(୨୯)।…

ପେଟ୍ରୋଲରେ ପାଣି

ଭୁବନେଶ୍ୱର,୪।୩(ବ୍ୟୁରୋ): ଗତ କିଛି ମାସ ଧରି ପେଟ୍ରୋଲ ଓ ଡିଜେଲ୍‌ ଦର ବଢ଼ିବାରେ ଲାଗିଛି। ଲିଟର ପିଛା ଦର ୧୦୦ ଟଙ୍କା ଛୁଇଁବାକୁ ବସିଲାଣି। ଜରୁରୀ କାମ ନ ଥିଲେ ଲୋକେ ପେଟ୍ରୋଲ ପକାଇବାକୁ ବହୁବାର ଚିନ୍ତା କରୁଛନ୍ତି ା ଏଭଳି…

ଭିସୁଟ୍‌ରୁ ଉଠିଲା କୋଭିଡ୍‌ କଟକଣା

ସମ୍ବଲପୁର,୪।୩(ବ୍ୟୁରୋ): ସମ୍ବଲପୁରର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରୁ ବୁଧବାରଠାରୁ କୋଭିଡ୍‌ କଟକଣାକୁ ଉଠାଇ ଦିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନୋଟିସ୍‌ ଜାରି କରାଯାଇଛି। ମଙ୍ଗଳବାର ୨୫ ଛାତ୍ରୀଛାତ୍ରଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା…

ନିରପେକ୍ଷ ନିଷ୍ପତ୍ତି ନିଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ଲୋକମାନଙ୍କ ସହ ସିଧାସଳଖ କଥା ହେବା, ସହୃଦୟତାର ସହ ସେମାନଙ୍କ କଥା ଶୁଣିବା ଏବଂ ନିରପେକ୍ଷ ଭାବେ ନିଷ୍ପତ୍ତି ନେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବୁଧବାର ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଶିକ୍ଷାନବିଶଙ୍କୁ…

କୋଟିଆ ବିବାଦ: ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିଙ୍କ ପରାମର୍ଶ ଲୋଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର,୪।୩(ବ୍ୟୁରୋ): କୋଟିଆ ଅଞ୍ଚଳକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ବିବାଦ ଲାଗି ରହିଛି। ଏହି ମାମଲା ଏବେ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି। ରାଜ୍ୟ ସରକାର ଏ ନେଇ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ପଟ୍ଟନାୟକଙ୍କଠାରୁ ଆଇନଗତ ସହାୟତା ଲୋଡ଼ିଛନ୍ତି।…

କ୍ୱାଲିଟି ଦିଏ ଗ୍ରାହକ ସନ୍ତୁଷ୍ଟି

ନିରବଚ୍ଛିନ୍ନ ୨୧ ବର୍ଷ ଧରି ସ୍ବଚ୍ଛତା, ଶୁଦ୍ଧତା ଓ ଗୁଣବତ୍ତା ବଜାୟ ରଖିଥିବା ‘ଭାରତ ମସଲା’ ଓଡ଼ିଶାର ଅଧିକାଂଶ ରୋଷେଇ ଘରେ ଉପସ୍ଥିତି ଜାହିର କରିସାରିଛି। ଲୋକଙ୍କ ସ୍ବାଦର ରୁଚିକୁ ଚିହ୍ନି ପାରିଥିବାରୁ ଦେଶ ବିଦେଶରେ ବି ଏହାର ଚାହିଦା କାହିଁରେ…

ନାୟକ ସାର୍‌, ଭାଗ୍ୟଶ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

ଭୁବନେଶ୍ୱର, (ବ୍ୟୁରୋ)/ନାଉଗାଁ,୪।୩(ସ୍ବ.ପ୍ର.):ସମାଜ ପାଇଁ ନିଃସ୍ବାର୍ଥପର ସେବା ଜାରି ରଖିଥିବା ଜଗତ୍‌ସିଂହପୁର ନାଉଗାଁ ବ୍ଲକ୍‌ ଶିଖର ପଞ୍ଚାୟତ ଅରଖକୁଦର ନାୟକ ସାର୍‌ ଓରଫ ସିଲୁ ନାୟକ ଓ ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ସରାଙ୍ଗର ଛାତ୍ରୀ ଭାଗ୍ୟଶ୍ରୀ ସାହୁଙ୍କୁ ରାଜ୍ୟପାଳ ପ୍ରଫେସର…

ଅଧିକ ସାଉଣ୍ଡ କଲେ ମିଳିବ ଦଣ୍ଡ

ଭୁବନେଶ୍ୱର,୪।୩(ବ୍ୟୁରୋ): ଆଉ ମନଇଚ୍ଛା ଶବ୍ଦ କରି ଶୋଭାଯାତ୍ରା କରିପାରିବେ ନାହିଁ। ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ମ୍ୟୁଜିକ୍‌ ସିଷ୍ଟମ୍‌ ଓ ଡିଜେ ଉପରେ ଲାଗିବ କଟକଣା। ୬୫ ଡେସିବଲ୍‌ରୁ ଅଧିକ ଶଦ୍ଦ ସୃଷ୍ଟି କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?