ମେଟ୍ରୋ

‘ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବ ଓଡ଼ିଶା’

ଭୁବନେଶ୍ୱର,୪।୩(ବ୍ୟୁରୋ): ସାମୁଦ୍ରିକ ପଣ୍ୟ କାରବାରରେ ଓଡ଼ିଶାର ଅପାର ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକବିଂଶ ଶତାବ୍ଦୀରେ ସର୍ବଶ୍ରେଷ୍ଠ ସାମୁଦ୍ରିକ ଅର୍ଥନୀତି ସହ ବାଣିଜ୍ୟ ବ୍ୟବସାୟ ମାଧ୍ୟମରେ ଏହା ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବାର ଯଥେଷ୍ଟ ସମ୍ଭାବନା ରହିଛି।…

‘ବିଜ୍ଞାନ ଶିକ୍ଷାରେ ମନୋନିବେଶ କର’

ଭୁବନେଶ୍ୱର (ବ୍ୟୁରୋ)/ରାୟଗଡ଼ା ଅଫିସ୍‌/ ଜୟପୁର (ନି.ପ୍ର.)୪।୩ : ରାୟଗଡ଼ାରେ ଏକ ପ୍ଲାନେଟାରିୟମ ଓ କୋରାପୁଟ ଜିଲାର ଜୟପୁରଠାରେ ନିର୍ମାଣ ହେବ ଜିଲା ବିଜ୍ଞାନ କେନ୍ଦ୍ର(ସାଇନ୍ସ ପାର୍କ )। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ବିବନଙ୍କୁ ଚିହ୍ନିଲେ ଅଞ୍ଜନା

ଭୁବନେଶ୍ୱର,୪।୩ (ବ୍ୟୁରୋ): ଦୀର୍ଘ ୨୨ବର୍ଷ ପରେ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍‌ ବା ଅଭିଯୁକ୍ତ ଚିହ୍ନଟ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଝାରପଡ଼ା ଜେଲରେ ସିବିଆଇ ପକ୍ଷରୁ କରାଯାଇଥିବା ଟିଆଇ…

‘ତୁରନ୍ତ ପଦକ୍ଷେପ ନିଅ’

ଭୁବନେଶ୍ୱର,୪।୩(ବ୍ୟୁରୋ): ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିମିଳିପାଳ କେବଳ ଓଡ଼ିଶା ବା ଭାରତର ନୁହେଁ, ଏହା ସମଗ୍ର ବିଶ୍ୱର ଏକ ଅମୂଲ୍ୟ ସମ୍ପଦ। ତେଣୁ…

ନିଆଁ ଆଁରେ ଶିମିଳିପାଳ

ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୪।୩: ଜଳୁଛି ଶିମିଳିପାଳ ଅଭୟାରଣ୍ୟ। ୮ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଚାରି ଦିଗକୁ ମାଡ଼ି ଚାଲିଛି। ନିଆଁ ନିୟନ୍ତ୍ରଣକୁ ଆସୁ ନ ଥିବାରୁ ବିପଦ ମୁହଁକୁ ଠେଲି ହୋଇଯାଉଛି ଶିମିଳିପାଳର ଜୈବମଣ୍ଡଳ। ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ…

ଆଜି ରାଜଧାନୀରୁ ୧୩ ପଜିଟିଭ୍‌ ଚିହ୍ନଟ, ପୁଣି ବଢ଼ିଲାଣି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର,୩।୩(ବ୍ୟୁରୋ): ବୁଧବାର ରାଜଧାନୀ ଭୁବନେଶ୍ୱରରୁ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୦୧୨ରେ ପହଞ୍ଚିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୭ କରୋନା ପଜିଟିଭ

ଭୁବନେଶ୍ୱର, ୩।୩(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୩୭୪୪୮ରେ ପହଞ୍ଚିଛି । ଏ…

କୃଷି ବିଲ୍‌ ପ୍ରତ୍ୟାହାର ପାଇଁ ପୂର୍ବ-ପଶ୍ଚିମରୁ ଆସିଲା ଦାବି

ଭୁବନେଶ୍ୱର, ୩।୩ (ବ୍ୟୁରୋ): ନୂଆ କୃଷି ଆଇନକୁ ଦେଶବ୍ୟାପୀ ତୀବ୍ର ବିରୋଧ କରାଯାଉଛି। ଏହାକୁ ପ୍ରତ୍ୟାହାର ପାଇଁ ଓଡ଼ିଶାରେ ମଧ୍ୟ ଆନ୍ଦୋଳନ ଜାରି ରହିଛି। କୃଷି ଓ କୃଷକଙ୍କ ପାଇଁ ଅଣ୍ଟା ଭିଡିଥିବା ଅଖିଳ ଭାରତୀୟ କୃଷକ ସଂଘର୍ଷ ସମନ୍ବୟ ସମିତି…

କୋଭିଡ୍‌ରୁ ସୁସ୍ଥ ହେବା ପରେ କମୁଛି ଶ୍ରବଣ ଶକ୍ତି

ଭୁବନେଶ୍ୱର,୩।୩(ବ୍ୟୁରୋ): କୋଭିଡ୍‌ରୁ ସୁସ୍ଥ ହେଉଥିବା ବ୍ୟକ୍ତି ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କଠାରେ ଭିନ୍ନ ଭିନ୍ନ ରୋଗର ଲକ୍ଷଣ ଦେଖାଯାଉଛି। ଅଧିକାଂଶ ଲୋକଙ୍କ ଶ୍ରବଣ ଶକ୍ତି ହ୍ରାସ ପାଇବା ଭଳି ଲକ୍ଷଣ ଦେଖାଯାଉଛି। ଏହାର ପ୍ରଭାବ ସେପରି ମାରାତ୍ମକ ଲାଗୁ…

ବିଲ୍ଡରଙ୍କ ଚାପରେ ବ୍ୟବସାୟୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୩।୩(ବ୍ୟୁରୋ): ବ୍ୟବସାୟ ପାଇଁ ଲକ୍ଷାଧିକ ଟଙ୍କା ଋଣ କରିଥିଲେ। ହେଲେ କରୋନା ଓ ଲକ୍‌ଡାଉନ ଯୋଗୁ ବ୍ୟବସାୟ ବନ୍ଦ ହୋଇଯାଇଥିଲା। ଫଳରେ ନିଜ ଘରକୁ ବିକ୍ରି କରିବା ପାଇଁ ଜଣେ ବିଲ୍ଡରଙ୍କଠାରୁ ଅଗ୍ରିମ ଟଙ୍କା ଆଣିଥିଲେ। ହେଲେ ଉକ୍ତ ବିଲ୍ଡର ଜଣକ…

ଓଡ଼ିଶାରେ ବନ୍ଦର କରିବ ବିହାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଡ଼ିଶା ଉପକୂଳରେ ବିହାର ସରକାର ଏକ ବନ୍ଦର ନିର୍ମାଣ କରିବାକୁ ଚାହୁଁଛନ୍ତି। ଏ ସମ୍ପର୍କିତ ଏକ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା କରିବାକୁ ବିହାର ସରକାରଙ୍କ ଏକ ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିହାର ସରକାରଙ୍କ ଅତିରିକ୍ତ ମୁଖ୍ୟ…

୬ ବର୍ଷରେ ଗଲାଣି ୮୩୬ ବନ୍ୟପ୍ରାଣୀଙ୍କ ଜୀବନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ସୁରକ୍ଷିତ ନାହାନ୍ତି। ଜଙ୍ଗଲ ହ୍ରାସ ଏବଂ ଖାଦ୍ୟପାନୀୟ ଅଭାବ ଯୋଗୁ ଅନେକ ପ୍ରଜାତିର ଜୀବଜନ୍ତୁ ସବୁଦିନ ପାଇଁ ଧ୍ୱଂସ ପାଇଗଲେଣି। ଯେଉଁ କେତେକ ବଞ୍ଚି ରହିଛନ୍ତି ସେମାନେ ନିଜର ଅସ୍ତିତ୍ୱ ବଞ୍ଚାଇବା ପାଇଁ ମନ୍ୟୁଷ ଓ ପ୍ରକୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?