୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍ E-KYC କରିନାହାନ୍ତି…
ଭୁବନେଶ୍ୱର,୨୨।୪ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ଏଥିରେ ମୁଖ୍ୟମନ୍ତ୍ରୀ...
ଅସହ୍ୟ ହେଉଛି ତାତି: ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି
ଭୁବନେଶ୍ୱର,୨୨।୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି...
ନବୀନଙ୍କୁ ପରାମର୍ଶ: ନିର୍ଦ୍ଦିଷ୍ଟ ବରିଷ୍ଠ ନେତାଙ୍କୁ ଜାଣିକି ଦଳରୁ ଦୂରାଅନି
ଭୁବନେଶ୍ୱର, ୨୨ା୪(ସୁନିତ୍ ମିଶ୍ର): ବିଜେଡି ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଦାୟିତ୍ୱ ନେବା ପରେ ଦଳର ରାଜ୍ୟ କମିଟିଗୁଡ଼ିକର ରୂପରେଖ କିପରି ହେବ ତାକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। କିଛିଦିନ ହେବ ନବୀନଙ୍କୁ ଦଳର...
ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ
ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିବରଣୀ ପ୍ରଦାନ କରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ ନୀଳକଣ୍ଠ ମିଶ୍ର...
ଇସ୍ରାଏଲ୍ରେ ଚାକିରି ଦେବା ନାଁରେ ଠକେଇ; ହୋଟେଲରେ ଚାଲିଥିଲା ନକଲି ନିଯୁକ୍ତି ମେଳା
ଭୁବନେଶ୍ୱର,୨୧।୪: କମିଶନରେଟ ପୋଲିସ ଇସ୍ରାଏଲରେ ଚାକିରୀ ଦେବାର ବାହାନାରେ ଅନେକ ଯୁବକଙ୍କୁ ଠକିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ବାବୁଲାହରୀ ଗୌଡ଼, ମହେଶ ରାମଚନ୍ଦ୍ର ଲୋଖଣ୍ଡେ ଏବଂ କିରଣ ଶଶୀକାନ୍ତ ଘୁମ୍ରେ ବୋଲି ଚିହ୍ନଟ କରାଯାଇଛି। ବାବୁଲାହରୀ...
ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଟପିଲା ତାତି, ଆଗକୁ ଆହୁରି ବଢିବ
ଭୁବନେଶ୍ୱର,୨୧।୪: ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ...
ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା
ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ...
ବିଜେଡିକୁ ନେଇ ବଡ଼ କଥା କହିଦେଲେ ଅମର: ପୁରା ରାଜନୀତିରେ ହଇଚଇ
ଭୁବନେଶ୍ୱର,୨୧।୪: ବିଜେଡି କନ୍ଦଳକୁ ନେଇ ବରିଷ୍ଠ ନେତା ଅମର ଶତପଥୀ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିରେ ଯାହା ଚାଲିଛି ଠିକ ଚାଲିନି, ମୁଁ ପ୍ରଥମେ ଏହି ପ୍ରସଙ୍ଗ ଉଠାଇଥିଲି। ଦଳର ବହୁ ଲୋକ ବ୍ୟକ୍ତିଗତ ଆଲୋଚନା କରୁଛନ୍ତି।...
୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ
ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ...
ଦିନ ୨ଟା ୩୦ ସୁଦ୍ଧା ୪୪ଡ଼ିଗ୍ରୀ ଅତିକ୍ରମ କଲା ତାତି, ଉପକୂଳରେ ଆଦ୍ରତା କରୁଛି କଲବଲ
ଭୁବନେଶ୍ୱର,୨୧।୪: ରାଜ୍ୟରେ ବୃଦ୍ଧି ପାଇଛି ତାତିର ପ୍ରଭାବ। ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିଲା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ରବିବାର ଝାରସୁଗୁଡା ରାଜ୍ୟର ସର୍ବାଧିକ ଉତପ୍ତ ସହର ପାଲଟିଥିବା ବେଳେ ସୋମବାର ମଧ୍ୟ ଏଠାରେ ଦିନ...
ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେଡି ନେତା ରଘୁନନ୍ଦନ, ଗଣମାଧ୍ୟମ ସାମ୍ନାରେ କହିଲେ…
ଭୁବନେଶ୍ୱର,୨୧।୪: ଜଗତସିଂହପୁର ଜିଲା ବାଲିକୁଦା ଏବଂ ଏରସମାର ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁ ନନ୍ଦନ ଦାସ ରାଜନୀତିରୁ ଅବସର ନେଇଥିବା ଗଣମାଧ୍ୟମ ଆଗରେ ସୋମବାର ପ୍ରକାଶ କରିଛନ୍ତି। ନବୀନ ନିବାସକୁ ଆସିବା ନେଇ ରଘୁ ନନ୍ଦନ...
ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା
ଭୁବନେଶ୍ୱର,୨୧।୪: ୱକଫ୍ ବିଲ୍କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି। ଶନିବାର ଦଳୀୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ରେ ଅନୁଷ୍ଠିତ ସାଙ୍ଗଠନିକ ନିର୍ବାଚନ ୨୦୨୫ରେ ନବୀନ...
Archives


