ମେଟ୍ରୋ

କମ୍ପାନୀ ମିଥ୍ୟାରେ ସରକାର ବି ବାଇଆ

ଭୁବନେଶ୍ୱର,୩୦ା୧୦ (ରବିନାରାୟଣ ଜେନା): ଓଡ଼ିଶାରେ ପୂବର୍ର୍ରୁ କେବଳ ଗରିବ ଗ୍ରାମୀଣ ଜନସାଧାରଣଙ୍କୁ ବଡ଼ ବଡ଼ କମ୍ପାନୀଗୁଡ଼ିକ ଠକି ଅସତ୍ୟ କହିଆସୁଥିଲେ। ମୁଖ୍ୟତଃ ରାଜ୍ୟର ଖଣିଜ ପଦାର୍ଥରେ ଆକର୍ଷିତ ହୋଇ ଏହି କମ୍ପାନୀଗୁଡ଼ିକ ଓଡ଼ିଶାର ବିଭିନ୍ନ ଅନୁନ୍ନତ ଅଞ୍ଚଳରେ ଶିଳ୍ପ ବସାଇବା ପାଇଁ…

ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି, କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ…

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬…

ଭଗବାନଙ୍କ ଆଶୀର୍ବାଦରୁ ଓଡ଼ିଶାରୁ ଟଳିଗଲା ବିପଦ, ସୀମା ଛୁଇଁ ପଳାଇଲା ବାତ୍ୟା

ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ଦ୍ବାରା ରାଜ୍ୟର ୩୩ ବ୍ଲକ ଏବଂ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଗଜପତି ଜିଲାର ଗୋଷାଣୀ ନୂଆଗାଁ ବ୍ଲକ୍‌ରେ ସର୍ବାଧିକ…

ପାଣିପାଗ ବିଭାଗର ବଡ଼ ସୂଚନା: ଆଗାମୀ ୨ ଦିନ ଯାଏ ପ୍ରବଳ ଛେଚିବ!

ଭୁବନେଶ୍ୱର,୨୯।୧୦: ‘ମୋନ୍ଥା’ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ୩୧ଟି ସ୍ଥାନରେ ପ୍ରବଳ, ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ଆଗାମୀ ୨ ଦିନ ଯାଏ କିଛି ଜିଲାରେ ବର୍ଷା ହେବ। ୨ ଦିନ ପରେ ବର୍ଷା ସମ୍ପୂର୍ଣ୍ଣ କମିଯିବ…

ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’! ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୯।୧୦: ଦୁର୍ବଳ ହୋଇ ଘୂର୍ଣ୍ଣିଝଡ଼ରେ ପରିଣତ ହେଲା ବାତ୍ୟା ‘ମୋନ୍ଥା’। ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଭୟଙ୍କର ଘୂର୍ଣ୍ଣିଝଡ଼। ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଛି।ଘଣ୍ଟାପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏବେ ନରସପୁର ଓ ମଛଲିପଟ୍ଟନମ ମଧ୍ୟରେ…

ସ୍ଥଳଭାଗ ଛୁଇଁଲା ‘ମୋନ୍ଥା’: ଆଜି ୫ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୯ା୧୦(ବନ୍ଦନା ସେଠୀ): ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’। ମଙ୍ଗଳବାର ବାତ୍ୟା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିବା ସହ ଘଣ୍ଟା ପ୍ରତି ୧୫ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମକୁ ଗତି କରିଥିଲା। ସନ୍ଧ୍ୟା ୭.୩୦ ବେଳକୁ କାକିନାଡ଼ା ପାଖାପାଖି ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା…

ଭୀଷଣ ବାତ୍ୟା ମୋନ୍ଥାର ଆରମ୍ଭ ହେଲା ଲ୍ୟାଣ୍ଡଫଲ୍‌, ମାଡ଼ ହେଉ ହେଉ ବୁଲିଗଲା…

ଭୁବନେଶ୍ୱର,୨୮।୧୦:ଆରମ୍ଭ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ବଡ଼ ଅପଡେଟ୍‌ । ବାତ୍ୟା ମୋନ୍ଥାକୁ ନେଇ ସବୁଠୁ ବଡ଼ ଅପଡେଟ୍‌ । ଆରମ୍ଭ ହେଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍‌ । ଲ୍ୟାଣ୍ଡଫଲ୍‌ ଆରମ୍ଭ ହେଉହେଉ ସାମାନ୍ୟ ଦକ୍ଷିଣକୁ ବୁଲିଗଲା ବାତ୍ୟା। ଆନ୍ଧ୍ରପ୍ରଦେଶ କାକିନାଡା…

ମୁଖ୍ୟମନ୍ତ୍ରୀଙ୍କୁ ଭୁଲ ପ୍ରମାଣିତ କରିଦେଲା ଭିଜିଲାନ୍ସ, ପ୍ରଶଂସା କଲେ ଷ୍ଟେଜ ଉପରେ ଏମିତି କହିଲେ ମୋହନ ମାଝୀ

ଭୁବନେଶ୍ୱର,୨୮।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଓଡ଼ିଶା ଭିଜିଲାନ୍ସକୁ ପ୍ରଶଂସା କରି କହିଛନ୍ତି ଯେ ସଂସ୍ଥାଟି ତାଙ୍କ ଆଶଙ୍କାକୁ ଭୁଲ୍ ପ୍ରମାଣ କରିଛି। ପୂର୍ବତନ ସରକାରଙ୍କ ସମୟରେ ଛୋଟ ଅପରାଧୀଙ୍କୁ ଧରି ବଡ଼ ଦୋଷୀଙ୍କୁ ଛାଡ଼ୁଥିବା ପ୍ରଥା ଚାଲିବ ବୋଲି…

ମୋନ୍ଥାର ଆଖି କରିବ ଛାରଖାର! କାକିନାଡାରେ ଭୟଙ୍କର ଦୃଶ୍ୟ

ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ନେଇ ମୋନ୍ଥା ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଗୋପାଳପୁର ଠାରୁ ୫୧୦ କିମି ଦକ୍ଷିଣ ଦକ୍ଷିଣ ପଶ୍ଚିମରେ ରହିଛି । ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବା…

ଘୂର୍ଣ୍ଣିଝଡ଼ ମୋନ୍ଥା କଟକଣା ମାନୁ ନାହାନ୍ତି ପର୍ଯ୍ୟଟକ, ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ବାଡେଇଲେ

ପୁରୀ,୨୮।୧୦: ମୋନ୍ଥା ଘୂର୍ଣ୍ଣିଝଡ଼ ପ୍ରଭାବରେ ସମୁଦ୍ର ଅଶାନ୍ତ ହେବାରୁ ସୋମବାରରୁ ବୁଧବାର ଯାଏ ସମୁଦ୍ର ସ୍ନାନ ଉପରେ ନିଷେଧାଜ୍ଞା ଜାରି ହୋଇଛି। ମଙ୍ଗଳବାର ସେକ୍ଟର-୪ରେ ଜଣେ ଲାଇଫ୍‌ଗାର୍ଡ ପର୍ଯ୍ୟଟକ ଦମ୍ପତିଙ୍କ ଦ୍ୱାରା ଚପଲରେ ଆକ୍ରମଣର ଶିକାର ହୋଇଛନ୍ତି। ମହିଳା ପର୍ଯ୍ୟଟକଙ୍କୁ ସମୁଦ୍ରକୁ…

IMDର ବଡ଼ ଆକଳନ, ଅଶାନ୍ତ ହେଲା ସମୁଦ୍ର, ଆଜି ରାତି ୮ଟାରେ…

ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ଧରି ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା। ଏହାରି ଭିତରେ ପାଣିପାଗ ବିଭାଗ କରିଛି ବଡ଼ ଆକଳନ। ସଂଧ୍ୟା ୬ଟାରୁ ରାତି ୧୧ଟା ମଧ୍ୟରେ ବାତ୍ୟା ମୋନ୍ଥା ଲ୍ୟାଣ୍ଡଫଲ କରିବ। କିଛି ଆନ୍ତର୍ଜାତୀୟ ମଡେଲର ଆକଳନ…

ଭୟଙ୍କର ହେଉଛି ବାତ୍ୟା ମୋନ୍ଥା: ରେଡ୍‌ ଆଲର୍ଟରେ ଏହି ଜିଲା, ପ୍ରବଳ ଛେଚିବ

ଭୁବନେଶ୍ୱର,୨୮।୧୦: ଆଜି ପାଇଁ ୫ ଜିଲାକୁ ରେଡ, ୪ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲାକୁ ରେଡ୍‌ ଆଲର୍ଟ ଥିବା ବେଳେ ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତିକୁ ଅରେଞ୍ଜ ଆଲର୍ଟ ଏବଂ ଅବଶିଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri