ଆଞ୍ଜେଲ ଏଗ୍ରିଟେକ୍ ନିର୍ଦ୍ଦେଶକଙ୍କୁ ଗିରଫ କଲା ସିବିଆଇ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଚିଟ୍ଫଣ୍ଡ୍ ଠକେଇ ମାମଲାରେ ଆଞ୍ଜେଲ ଏଗ୍ରିଟେକ କମ୍ପାନୀର ଡାଇରେକ୍ଟର ଏସ୍.କେ. ନାଜିବୁଲ୍ଲାଙ୍କୁ ସିବିଆଇ ପଶ୍ଚିମବଙ୍ଗରୁ ଗିରଫ କରିଛି। ଏହି କମ୍ପାନୀ ଓଡିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ୪୫୪.୫୪ କୋଟି ଟଙ୍କା ଠକେଇ କରିଥିବା ନେଇ ଅଭିଯୋଗ ହୋଇଥିଲା। ନାଜିବୁଲ୍ଲା କୋଲକାତାସ୍ଥିତ…
ରୁଦ୍ରପ୍ରସନ୍ନ, ଅଖଣ୍ଡଙ୍କୁ ଲାଡ୍ଲି ମିଡିଆ ଆୱାର୍ଡ
ଭୁବନେଶ୍ୱର/ପିପିଲି,୨୪।୧୧(ବ୍ୟୁରୋ/ଡି.ଏନ୍.ଏ.): ସ୍ତମ୍ଭକାର ତଥା ଯୁବ ସାମାଜିକ କର୍ମୀ ରୁଦ୍ରପ୍ରସନ୍ନ ରଥଙ୍କୁ ଚଳିତବର୍ଷର ଲାଡ୍ଲୀ ମିଡିଆ ଆୱାର୍ଡ ୨୦୨୦ ପ୍ରଦାନ କରାଯାଇଛି। ୨୦୧୯ ଡିସେମ୍ବରରେ ‘ଧରିତ୍ରୀ’ରେ ପ୍ରକାଶିତ ସଂପାଦକୀୟ ‘ଝିଅ ଯଦି କାଳୀ’ ଲେଖାକୁ ଓପ-ଏଡ୍ ବିଭାଗରେ ଶ୍ରେଷ୍ଠ ବିବେଚିତ କରାଯାଇ ଏହି…
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା(ସାଇକ୍ଲୋନିକ ଷ୍ଟର୍ମ) ରୂପ ନେବାର ସମ୍ଭାବନା ରହିଛି। ଏହା ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳ ଦେଇ କରାଇକାଲ ଓ ମାମଲାପୁରମ୍…
ସିଇଟି ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ : ୨.୧୯ କୋଟିର ସମ୍ପତ୍ତି ଠାବ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଜଣେ ଅଧ୍ୟାପକଙ୍କ ଘର ସମେତ ୪ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସେ ହେଲେ ଘାଟିକିଆସ୍ଥିତ କଲେଜ ଅଫ୍ ଇଞ୍ଜିନିୟିରିଂ ଆଣ୍ଡ୍ ଟେକ୍ନୋଲୋଜି (ସିଇଟି) ଗଣିତ ବିଭାଗର ସହକାରୀ ପ୍ରଫେସର…
ଧର୍ମଘଟ କଲେ ଜେଲ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସରକାରୀ କର୍ମଚାରୀ ମନଇଚ୍ଛା ଧର୍ମଘଟ କରିପାରିବେ ନାହିଁ କିମ୍ବା ଏଥିପାଇଁ ପ୍ରୋତ୍ସାହିତ କରିପାରିବେ ନାହିଁ। ବେଆଇନ ଧର୍ମଘଟ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ୧ ବର୍ଷ ଜେଲ ସହିତ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଏପରିକି…
କ୍ଷୋଭ ପ୍ରକାଶ କଲେ ଲୋକାୟୁକ୍ତ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପିପିଇ କିଟ୍ ଓ ମାସ୍କ ଦୁର୍ନୀତି ଅଭିଯୋଗ ମାମଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ତଥ୍ୟ ଦେଇପାରିନାହାନ୍ତି। ତେଣୁ ଏହାକୁ ନେଇ ଲୋକାୟୁକ୍ତ କ୍ଷୋଭ ପ୍ରକାଶ କରିଛନ୍ତି। ଏହି ଘଟଣାର ଚୁଡାନ୍ତ ଶୁଣାଣି ଆସନ୍ତା ୭ ତାରିଖରେ କରାଯିବ ବୋଲି ଜଣାପଡିଛି।…
୪ ଦିନ ହେଲା ବଢୁଛି ତେଲ ଦର: ପେଟ୍ରୋଲ ୭,ଡିଜେଲ ୨୦ ପଇସା
ଭୁବନେଶ୍ୱର,୨୪।୧୧: ଲଗାତର ୪ ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟୁଛି। ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୭ ପଇସା ବଢି ଲିଟର ପିଛା ଦର ୮୨.୧୩ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ଦର ୨୦ ପଇସା ବଢିବା ଯୋଗୁ…
ରାଜ୍ୟରେ ସୁସ୍ଥ ହେଲେ ୯୧୩ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୯୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୧, କଟକରୁ ୬୬, ଅନୁଗୋଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ ୩୭,…
୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୋମବାର ରାଜ୍ୟର ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କ ନାଁ ରହିଛି। ସେହିପରି ଫକୀର ମୋହନ…
ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ସ୍କୁଲ ଫି’ ପ୍ରସଙ୍ଗ: କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): କରୋନା ସମୟରେ ଘରୋଇ ସ୍କୁଟ ଫି ଛାଡ କରିବା ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ସ୍କୁଲ ଫି କେତେ ହ୍ରାସ କରିପାରିବ ଜଣାଇବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏ ସମ୍ପର୍କୀତ ସତ୍ୟପାଠ ଦାଖଲ…
ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା, ଶିଳ୍ପ ସଚିବ
ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା। ମାସ୍କ ଦୁର୍ନୀତି ଅଭିଯୋଗରେ ଉଭୟ ପୁଣିଥରେ ହାଜର ହୋଇଛନ୍ତି। ଏହି ମାମଲାରେ ନିଜ ପକ୍ଷ ରଖିବାକୁ ଲୋକାଯୁକ୍ତ ନିର୍ଦ୍ଦେଶ ଦେଇଥିଲେ।…
Archives


