୨୭ରୁ ବିଧାୟକଙ୍କ କରୋନା ଟେଷ୍ଟ
ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ସେପ୍ଟେମ୍ବର ୨୯ରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହାର ଦୁଇଦିନ ପୂର୍ବରୁ ଅଧିବେଶନରେ ଯୋଗ ଦେଉଥିବା ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀମାନଙ୍କର କୋଭିଡ୍-୧୯ ଟେଷ୍ଟ କରାଯିବ। ଅଧିବେଶନର ପଞ୍ଚମ ଦିନ ଅର୍ଥାତ୍ ଅକ୍ଟୋବର ୪ରେ ପୁଣିଥରେ ବିଧାୟକ,...
ବନ୍ୟା କ୍ଷୟକ୍ଷତି ବୁଲି ଦେଖିଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ଓଡ଼ିଶାର ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ବୁଧବାର ୭ ଜଣିଆ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ଯୁଗ୍ମ ସଚିବ(ବାମପନ୍ଥୀ ଉଗ୍ରବାଦ ମୁକାବିଲା ବ୍ୟାପାର) ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ଅନ୍ତଃ ମନ୍ତ୍ରଣାଳୟ ୭ ଜଣିଆ...
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୨୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡ଼ାରୁ ୨୬୮, ଅନୁଗୋଳରୁ ୧୮୭, ବରଗଡ଼ରୁ ୧୮୧, ଢେଙ୍କାନାଳରୁ...
ଭୁବନେଶ୍ୱରରୁ ଆଜି ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୮୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍, ବିଭିନ୍ନ ବନ୍ୟାଞ୍ଚଳ କରିବେ ପରିଦର୍ଶନ
ଭୁବନେଶ୍ୱର,୧୬ା୯(ବ୍ୟୁରୋ): ବନ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିବା ପାଇଁ କେନ୍ଦ୍ରୀୟ ଟିମ୍ ବୁଧବାର ଭୁବନେଶ୍ୱରେ ପହଞ୍ଚିଛନ୍ତି। କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରଣାଳୟର ଯୁଗ୍ମ ସଚିବ (ଏଲ୍ଡବ୍ଲ୍ୟୁଇ)ର ପ୍ରବୀଣ ବଶିଷ୍ଟଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ ଆଜି ସକାଳେ ଭୁବନେଶ୍ୱର ବିମାନ ବନ୍ଦରରେ...
ବ୍ୟାଙ୍କ୍ ମ୍ୟାନେଜର, କେ.ପି. ସଲ୍ୟୁଶନ୍ସ ମୁଖ୍ୟ ଗିରଫ
ଭୁବନେଶ୍ୱର,୧୬।୯ (ବ୍ୟୁରୋ):ଜୟଦେବ ବିହାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ୨.୫ କୋଟି ଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଦୁଇଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାପୁଜୀ ନଗର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍ ମ୍ୟାନେଜର ତଥା ଆସେସ୍ମେଣ୍ଟ ଅଫିସର ଶ୍ରୀକାନ୍ତ ପ୍ରସାଦ...
କରୋନା ନେଲା ୧୧ ଜୀବନ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୭୦ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୯୨ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।...
ଇଟାଲୀୟ ଫିଲ୍ମ ନିର୍ମାତାଙ୍କ ସହ ହାତ ମିଳାଇଲେ ଜିତେନ୍ଦ୍ର
ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର୍ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ଇଟାଲୀର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ପ୍ରଯୋଜକ ଉଲିସି ଲେଣ୍ଡାରୋଙ୍କ ସହ ହାତ ମିଳାଇଛନ୍ତି। ଉଭୟ ମିଶି...
କରୋନା: ଓଡ଼ିଶାରେ ମୃତ୍ୟୁ ହାର ଜାତୀୟଠୁ କମ୍
ଭୁବନେଶ୍ୱର, ୧୬।୯ (ବ୍ୟୁରୋ) :ରାଜ୍ୟରେ କରୋନାସ୍ଥିତି ଅଣାୟତ୍ତ ସ୍ଥିତିରେ ରହିଛି। ସଂକ୍ରମଣ ସହ ମୃତ୍ୟୁ ମଧ୍ୟ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୪୫ଜଣ ସଂକ୍ରମିତ ହୋଇଥିବାବେଳେ ୮ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚତ୍ଥିବାବେଳେ...
ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ
ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ ନାହିଁ। ଏଥିପାଇଁ କାର୍ଯ୍ୟକାରୀ ହେବ ଇ-ମଷ୍ଟର ରୋଲ। ଇ-ମଷ୍ଟର ରୋଲ ଓ ବ୍ୟାଙ୍କ...
ଗୁରୁତର ନ ଥିଲେ କଟକ, ଭୁବନେଶ୍ୱର ପଠାଅ ନାହିଁ
ଭୁବନେଶ୍ୱର,୧୬।୯(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। କଟକ ଓ ଭୁବନେଶ୍ୱର ଏକ ପ୍ରକାର ହଟ୍ସ୍ପଟ୍ ପାଲଟିଛି। ଏପରି ସ୍ଥଳେ ଅନ୍ୟ ଜିଲାଗୁଡିକରୁ କମ୍ ଲକ୍ଷଣ ଥିବା କରୋନା ରୋଗୀଙ୍କୁ ଜିଲା ପ୍ରଶାସନ ଭୁବନେଶ୍ୱରକୁ ମନଇଚ୍ଛା ପଠାଇ...
Archives


