ମେଟ୍ରୋ

ଚନ୍ଦକାରେ ହେବ ହସ୍ତୀ ଥଇଥାନ କେନ୍ଦ୍ର

ଭୁବନେଶ୍ୱର,୧୬।୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର କୁମାରଖୁଣ୍ଟିଠାରେ ହସ୍ତୀ ଥଇଥାନ କେନ୍ଦ୍ର ସ୍ଥାପନ ହେବ। ସାଢ଼େ ଦଶ ହେକ୍ଟର ପରିମିତ ସ୍ଥାନରେ ପ୍ରାୟ ୬ କୋଟି ଟଙ୍କା ବ୍ୟୟରେ ଏହି କେନ୍ଦ୍ର ନିର୍ମାଣ କରାଯିବ। ଆବଶ୍ୟକସ୍ଥଳେ ଏହିଭଳି ୪ଟି ଅସ୍ଥାୟୀ ହାତୀ...

ରାଜଧାନୀରେ ବୋଲ ମାନୁନି କରୋନା: ଚିହ୍ନଟ ହେଲେ ଆଉ ୩୪୨ କରୋନା ପଜିଟିଭ୍‌; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୬୯୩୩କୁ ବୃଦ୍ଧି ପାଇଛି। ସେଥିରୁ ୧୨୨୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୫୬୮ ଆକ୍ଟିଭ୍‌ କେସ୍‌ ରହିଛି।...

କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଓଡ଼ିଶା ଦ୍ରବ୍ୟ, ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ...

ବୌଦ୍ଧ ଜିଲାରୁ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହି ୮ ମୃତକଙ୍କ ମଧ୍ୟରୁ ଜଣେ ବୌଦ୍ଧ ଜିଲାରୁ ରହିଛନ୍ତି। ସେ ଜଣେ ମହିଳା ହୋଇଥିବା ବେଳେ ବୟସ ୬୫ ବର୍ଷ ବୋଲି ସୂଚନା ମିଳିଛି। ତେବେ...

ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୧୫।୯(ବ୍ୟୁରୋ) ହାଇସ୍କୁଲ ସପ୍ଲିମେଣ୍ଟାରି ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି।ଏହା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୫୩ଟି କେନ୍ଦ୍ରରେ ୨୨ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଦେଉଥିବାବେଳେ ୮୮ କେନ୍ଦ୍ରରେ...

ପାନ୍ଥନିବାସକୁ ଘରୋଇକରଣ ଉଦ୍ୟମ ପ୍ରସଙ୍ଗ: ପୁନର୍ବିଚାର ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର(ବ୍ୟୁରୋ),୧୫।୯: ଲାଭରେ ଚାଲିବା ସତ୍ତ୍ୱେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଦ୍ୱାରା ପରିଚାଳିତ ପାନ୍ଥ ନିବାସଗୁଡ଼ିକୁ ଘରୋଇ ହୋଟେଲ ସଂସ୍ଥା ହାତକୁ ଟେକିଦେବାକୁ ଚକ୍ରାନ୍ତ କରାଯାଉଛି। ରାଜ୍ୟ ପର୍ଯ୍ୟଟନ ବିଭାଗର କେତେଜଣ ବରିଷ୍ଠ ଅଧିକାରୀ ବ୍ୟକ୍ତିଗତ ଫାଇଦା ପାଇଁ...

କରୋନାରେ ଏଏସ୍‌ଆଇଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୯ (ବ୍ୟୁରୋ): କରୋନାରେ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ଜଣେ ଏଏସ୍‌ଆଇ ଶିଶିର କୁମାର ସେଠୀ(୪୫)ଙ୍କ ଜୀବନ ଦୀପ ଲିଭିଯାଇଛି। ତାଙ୍କ ଘର କଟକ ସଦର ଥାନା ଅଧୀନ କନ୍ଦରପୁର ଅଞ୍ଚଳରେ ହୋଇଥିବାବେଳେ ସେ ଭୁବନେଶ୍ୱର ଖଣ୍ଡଗିରି ଥାନାରେ ଏଏସ୍‌ଆଇ ଭାବେ...

ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ: ବିଜେଡିକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର୧୫।୯(ବ୍ୟୁରୋ): ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ରାର୍ଥୀ ପାଇଁ ଏନ୍‌ଡିଏକୁ ବିଜେଡି ସମର୍ଥନ ଘୋଷଣା ପରେ ସେମାନଙ୍କ ଅସଲ ରୂପ ଧରାପଡ଼ିଯାଇଛି। ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଏନ୍‌ଡିଏ ପକ୍ଷରୁ ଜେଡି(ୟୁ) ଏମ୍‌ପି ହରିବଂଶ ନାରାୟଣ ସିଂଙ୍କୁ...

ବର୍ଷେ ବିତିଲା, ୩୨ ଏମ୍‌ସିସି କାମ ସରିଲାନି

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ରାଜଧାନୀରେ ୪୩ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ନିର୍ମାଣ ପାଇଁ ୨୦୧୯ ଅଗଷ୍ଟ ୩୧ ତାରିଖ ସ୍ବାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୧ ବର୍ଷ ମଧ୍ୟରେ ସମସ୍ତ ଏମ୍‌ସିସି କାମ...

ମିଳିଲା କ୍ଷମତା: ଜବରଦଖଲ ଉଚ୍ଛେଦ କରିପାରିବେ ତହସିଲଦାର

ଭୁବନେଶ୍ୱର,୧୫।୯(ବ୍ୟୁରୋ): ସର୍ବସାଧାରଣ ସ୍ଥାନରୁ ଜବରଦଖଲ ଉଚ୍ଛେଦ କରିବା ଲାଗି ରାଜ୍ୟ ସରକାର ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ଇଷ୍ଟେଟ ଅଫିସର କ୍ଷମତା ପ୍ରଦାନ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।...

ରାଜଧାନୀରେ ବଢ଼ୁଛି ଆରୋଗ୍ୟ ହାର

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି। ଗତ ୩ଦିନ ହେବ କ୍ରମାଗତ ଭାବେ ପଜିଟିଭ୍‌ ହାର କମୁଥିବା ଓ ସୁସ୍ଥ ହାର ବୃଦ୍ଧି ପାଉଥିବା ଦେଖିବାକୁ ମିିଳିଛି।...

ଜେଲ୍‌ରୁ ବାହାରି ଶୋଭାଯାତ୍ରାରେ ଯିବା ମହଙ୍ଗା ପଡ଼ିଲା: ୪ ଗିରଫ

ଭୁବନେଶ୍ୱର,୧୫।୯ (ବ୍ୟୁରୋ)ଏୟାରଫିଲ୍ଡ ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ଅମରେଶ ନାୟକ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଜାମିନ ମିଳିବା ପରେ ଗତ ଗୁରୁବାର ଝାରପଡ଼ା ଜେଲରୁ ମୁକୁଳିଥିଲେ। ବିନା ପୋଲିସ ଅନୁମତି ତଥା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri