ମେଟ୍ରୋ

ରାଜଧାନୀରେ ବଢ଼ୁଛି ଆରୋଗ୍ୟ ହାର

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି। ଗତ ୩ଦିନ ହେବ କ୍ରମାଗତ ଭାବେ ପଜିଟିଭ୍‌ ହାର କମୁଥିବା ଓ ସୁସ୍ଥ ହାର ବୃଦ୍ଧି ପାଉଥିବା ଦେଖିବାକୁ ମିିଳିଛି।...

ଜେଲ୍‌ରୁ ବାହାରି ଶୋଭାଯାତ୍ରାରେ ଯିବା ମହଙ୍ଗା ପଡ଼ିଲା: ୪ ଗିରଫ

ଭୁବନେଶ୍ୱର,୧୫।୯ (ବ୍ୟୁରୋ)ଏୟାରଫିଲ୍ଡ ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ଅମରେଶ ନାୟକ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଜାମିନ ମିଳିବା ପରେ ଗତ ଗୁରୁବାର ଝାରପଡ଼ା ଜେଲରୁ ମୁକୁଳିଥିଲେ। ବିନା ପୋଲିସ ଅନୁମତି ତଥା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ସେମାନେ...

ପୋଲିସ ଚାକିରିରେ ଜାଲ୍‌ ଡକ୍ୟୁମେଣ୍ଟ ର଼୍ୟାକେଟ

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ପୋଲିସ ଚାକିରିଟିଏ ପାଇବା ପାଇଁ ଅନେକଙ୍କ ପ୍ରାୟ ଇଚ୍ଛା ଥାଏ। ଏଥିପାଇଁ ଅନେକ ଯୁବକ ଶାରୀରିକ ଏବଂ ମାନସିକ ସ୍ତରରେ ପ୍ରସ୍ତୁତ ହୁଅନ୍ତି। କିନ୍ତୁ ଏବେ କେତେଜଣ ଠକ ଏହି ଚାକିରି କରାଇ ଦେବା ପାଇଁ ଗଳାବାଟ...

ପୁଣି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ ଅଛନ୍ତି ଅଧିକ ସଂଖ୍ୟକ ମୃତକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫୧...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଏକ ବଡଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ରାଜସ୍ବ ବିଭାଗ ପକ୍ଷରୁ ଏନେଇ ପୃଥକ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି...

କରୋନା ପଜିଟିଭ ଜାଣି ସମୀରଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର ୧୫।୯(ବ୍ୟୁରୋ):ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ସମୀରଙ୍କ ଆରୋଗ୍ୟ କାମନା କରିଛନ୍ତି। ଏନେଇ ଟୁଇଟ୍‌...

ଲଗେଜ୍‌ରେ ବନ୍ଧୁକ ନେଇ ବିମାନଯାତ୍ରା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ହାଇସିକ୍ୟୁରିଟ୍‌ ଜୋନ୍‌ କୁହାଯାଉଥିବା ବିମାନ ବନ୍ଦର ଭିତରକୁ ଜଣେ ଯାତ୍ରୀ ବନ୍ଧୁକ ନେଇଯାଇଥିଲେ। ବିମାନ ଭିତରକୁ ଚଢିବା ସମୟରେ ସୁରକ୍ଷାକର୍ମୀ ଲଗେଜ ଯାଞ୍ଚ କରିବାବେଳେ ଯାତ୍ରୀ ଜଣଙ୍କ ଧରାପଡିଛନ୍ତି। ତାଙ୍କ ନିକଟରୁ ବନ୍ଧୁକ ଜବତ କରାଯିବା ସହ ଏୟାରପୋର୍ଟ...

ପଞ୍ଚଭୂତରେ ଲୀନ ‘ହାକିମବାବୁ’

ଭୁବନେଶ୍ୱର(ବ୍ୟୁରୋ),୧୫।୯: କୋହଭରା ଶୋକାକୁଳ ପରିବେଶ ମଧ୍ୟରେ ଶେଷ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ଜଗତର ‘ହାକିମବାବୁ’ଙ୍କ ଅନ୍ତିମ ଯାତ୍ରା। ପଞ୍ଚଭୂତରେ ଲୀନ ହୋଇଛନ୍ତି ବରିଷ୍ଠ ଅଭିନେତା ଓ ନିର୍ଦ୍ଦେଶକ ଅଜିତ୍‌ ଦାସ। କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ...

ମନ୍ତ୍ରୀ, ବିଧାୟକଙ୍କ ସମେତ ଭାଜପା ରାଜ୍ୟ ସଭାପତିଙ୍କୁ କରୋନା

ଭୁବନେଶ୍ୱର ୧୫।୯(ବ୍ୟୁରୋ):ରାଜ୍ୟର ଏକାଧିକ ନେତା ଓ ମନ୍ତ୍ରୀ ବର୍ତ୍ତମାନ କରୋନା ସଂକ୍ରମଣର ଶୀକାର ହେଉଛନ୍ତି। ଲଗାତର ଭାବେ ଏହିଭଳି ଖବର ସାମ୍ନାକୁ ଆସୁଥିବା ବେଳେ ସୋମବାର ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ତାଙ୍କ...

ନିୟନ୍ତ୍ରଣରେ ନାହିଁ ଆଳୁ, ପିଆଜ ଦର

ଭୁବନେଶ୍ୱର,୧୫।୯(ବ୍ୟୁରୋ): କରୋନା ମହାମାରୀ ରୋଜଗାରକୁ ଛଡାଇ ନେଇଥିବା ବେଳେ ବଜାରର ଆଳୁ, ପିଆଜ ଓ ପରିବା ଦର ବୋଝ ଉପରେ ନଳିତା ବିଡା ହୋଇଛି। ଦର ବୃଦ୍ଧି ଗରିବ ମଧ୍ୟବିତ୍ତ ପରିବାରକୁ ଅତିଷ୍ଠ କରିଛି। ଏଭଳି ସଙ୍କଟ ସମୟରେ ବଜାରରେ...

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହି ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ ହେବ। କରୋନାରେ ଆକ୍ରାନ୍ତ ଥିବା ମନ୍ତ୍ରୀ ଭିଡିଓ କନଫରେନ୍ସରେ ସାମିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri