ମେଟ୍ରୋ

୩ ଅଧ୍ୟାଦେଶ, ୫ ବିଲ୍‌ ଉପସ୍ଥାପିତ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ୩ଟି ଅଧ୍ୟାଦେଶ ଏବଂ ୫ଟି ବିଲ୍‌କୁ ଗୃହରେ ଆଗତ କରାଯାଇଛି। ଆଗତ ଅଧ୍ୟାଦେଶ ମଧ୍ୟରୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଚୁକ୍ତିଭିତ୍ତିକ ଶ୍ରମିକ(ବିନିୟମ ଓ ଉଚ୍ଛେଦ) ଓଡ଼ିଶା ସଂଶୋଧନ ଅଧ୍ୟାଦେଶ-୨୦୨୦ ଏବଂ…

୨ ମାସ ପରେ ବଢ଼ିଲା ତେଲ ଦର

ଭୁବନେଶ୍ୱର,୨୧। ୧୧: ପ୍ରାୟ ୨ ମାସ ହେବ ପେଟ୍ରୋଲ ଏବଂ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ଶୁକ୍ରବାର ଇନ୍ଧନ ଦରରେ ପୁଣି ଥରେ ପରିବର୍ତ୍ତନ ଦେଖାଯାଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୨୧ ପଇସା ବଢ଼ି ୮୧.୮୧…

୧୧,୨୦୦ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବଜେଟକୁ ଇଲେକ୍‌ଟ୍ରୋନିକ ମାଧ୍ୟମରେ ଗୃହରେ ଉପସ୍ଥାପନ କରିଛନ୍ତି। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି…

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଇନର ଶାସନ ଚାଲିଥିବା ଦେଶରେ ଏସବୁ ଗ୍ରହଣୀୟ ନୁହେଁ ବୋଲି କମିଶନ କହିଛନ୍ତି। ଏହି…

ହାଜତ ମୃତ୍ୟୁ: ବିରୋଧୀ କମ୍ପିଲେ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭାର ଶୀତ ଅଧିବେଶନ ଆରମ୍ଭରୁ ସରଗରମ ହୋଇଛି। ପୁରୀ ଓ ସୁନ୍ଦରଗଡ ବୀରମିତ୍ରପୁରରେ ହାଜତ ମୃତ୍ୟୁ ମାମଲାକୁ ନେଇ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଗୋଟିଏ ପଟେ ହାଜତ ମୃତ୍ୟୁକୁ ବିରୋଧକରି ଉଭୟ ଭାଜପା…

ରାଜ୍ୟରେ ସୁସ୍ଥ ହେଲେ ୧୧୦୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୯୬, କଟକରୁ ୮୯, ମୟୁରଭଞ୍ଜରୁ ୬୮, ବଲାଙ୍ଗୀରରୁ ୬୨, ବରଗଡରୁ ୬୦, ପୁରୀରୁ ୬୦, କଳାହାଣ୍ଡିରୁ ୫୮, ଜଗତସିଂହପୁରରୁ…

ଟିକା ପାଇଁ ଓଡ଼ିଶାର ପ୍ରସ୍ତୁତି ଜାରି ରହିଛି : ମନ୍ତ୍ରୀ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ) – କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବରରେ ଆସିବ ବୋଲି ଆଶଙ୍କା କରାଯାଉଛି। ଏପରିସ୍ଥଳେ ଟିକା କେବେ ଆସିବ ତାହାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉକ୍ତିମାରୁଛି। ତେବେ ଟୀକା ପାଇଁ ରାଜ୍ୟ ସରକାର କିପରି ପ୍ରସ୍ତୁତ ଅଛନ୍ତି…

ବ୍ୟାଗ୍‌ରୁ ମିଳିଲା ୩୦ଲକ୍ଷ ଟଙ୍କା

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଖଣ୍ଡଗିରି ଥାନା ତପୋବନ ଅଞ୍ଚଳରୁ ଶୁକ୍ରବାର ପୋଲିସ ଟଙ୍କା ଭର୍ତ୍ତି ବ୍ୟାଗ୍‌ ସହ ଜଣେ ଯୁବକଙ୍କୁ ଧରିଛି। ଉକ୍ତ ବ୍ୟାଗ୍‌ଟିରେ ପ୍ରାୟ ୩୦ଲକ୍ଷ ଟଙ୍କା ଥିବା ନେଇ ପୋଲିସ ସୂଚନା ଦେଇଛି। ତେବେ ଥାନାକୁ ଆଣି ଯୁବକଙ୍କୁ ପଚରାଉଚରା କରାଯାଇଥିଲା। ତାଙ୍କ…

କମୁଛି ସଂଖ୍ୟା: ଭୁବନେଶ୍ୱରରୁ ଆଜି ୪୨ ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୪୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଶୁକ୍ରବାର ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ କରାଯାଇ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହାପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ନ ୩ଟା…

ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୦୦ ଟପିଲା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…

ଆଜି ରାଜ୍ୟରେ ୭୫୭ ପଜିଟିଭ୍‌ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ତଳେ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟର ୨୯ ଜିଲାରୁ ୭୫୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୬ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri