ମେଟ୍ରୋ

ଆତ୍ମହତ୍ୟା ଧମକ ଦେଲେ ଭାଜପା ବିଧାୟକ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଧାନସଭାରେ ଆତ୍ମହତ୍ୟା ଧମକ ଦେଇଛନ୍ତି ଦେବଗଡ଼ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ। ଗୁରୁବାର ଗୃହରେ ମଣ୍ଡି ସମସ୍ୟାକୁ ନେଇ ଭାଜପା ବିଧାୟକମାନେ ହୋହଲ୍ଲା କରିଥିଲେ। ଏହି ସମୟରେ ମଣ୍ଡିରୁ ତୁରନ୍ତ ଧାନ ନ ଉଠାଇଲେ ଗୃହରେ ଆତ୍ମହତ୍ୟା କରିବେ ବୋଲି…

ମୋ କଲେଜ ଅଭିଯାନ ଲାଗି ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ବିକାଶ ଦିଗରେ ପୁରାତନ ଛାତ୍ରୀଛାତ୍ରଙ୍କ ମହତ୍ତ୍ବପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କୁ ତାଙ୍କ ଶିକ୍ଷାନୁଷ୍ଠାନ ସହିତ ଯୋଡ଼ିବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନବ ପରିକଳ୍ପନା ‘ମୋ କଲେଜ’ ଆରମ୍ଭ କରିଛନ୍ତି। ଏହାଦ୍ୱାରା ରାଜ୍ୟରେ ଉଚ୍ଚଶିକ୍ଷା ଭିତ୍ତିଭୂମିକୁ…

୮ ଇନ୍‌ଷ୍ଟ୍ରିମ୍‌ ଷ୍ଟୋରେଜ ପ୍ରୋଜେକ୍ଟ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ସମୁଦ୍ରକୁ ବୋହି ଯାଉଥିବା ଜଳକୁ ସଂରକ୍ଷଣ କରାଯିବ। ମହାନଦୀର ତଳମୁଣ୍ଡରେ ଚଳିତ ବର୍ଷ ୮ଟି ଇନ୍‌ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ କାର୍ଯ୍ୟକାରୀ ହେବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହା ଚାଲିବ। ଏଥିରେ ପ୍ରାୟ ୧୧,୭୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।…

ଜିଲାପାଳ, ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ସତର୍କ କରାଇଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ପୁଣି ବୃଦ୍ଧି ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିମାନବନ୍ଦର, ରେଳଷ୍ଟେଶନଗୁଡ଼ିକରେ ଏହି ମହାମାରୀ ଯେପରି ନ ବ୍ୟାପିବ ସେଥିଲାଗି ପ୍ରସ୍ତୁତ ରହିବାକୁ ଗୁରୁବାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ…

୩୯.୪ ଡିଗ୍ରୀରେ ଭୁବନେଶ୍ୱର

ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ତତଲା ପବନ ସାଙ୍ଗକୁ ଟାଇଁଟାଇଁ ଖରା ପରିବେଶକୁ ଉତ୍ତପ୍ତ କରି ପକାଇଛି। ରାଜଧାନୀ ଭୁବନେଶ୍ୱର ଲଗାତାର ଦୁଇଦିନ ହେବ ଉତ୍ତପ୍ତ ସହରରେ ପରିଣତ ହୋଇଛି। ବୁଧବାର ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ…

ସୀମା ବିବାଦ: ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ୱର,୨୬ା୨(ବ୍ୟୁରୋ):ସୀମା ବିବାଦ ଓ ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ବିଧାନସଭାରେ ପୁଣି ହଙ୍ଗାମା କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସମୟ ୧୯୬୮ ମସିହାରୁ କୋଟିଆ ସମସ୍ୟା ଦେଖାଦେଲାଣି। ମୁଖ୍ୟମନ୍ତ୍ରୀ ନିଘୋଡ଼ ନିଦରେ ଶୋଇଛନ୍ତି। ରାଜ୍ୟରେ କ’ଣ ଘଟୁଛି ସରକାରଙ୍କ…

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ବ୍ୟବସାୟୀ ସଂଘ ପକ୍ଷରୁ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଛି। କଟକ ନଗର ବ୍ୟବସାୟୀ ସଂଘ ଏହାକୁ ସମର୍ଥନ କରିବ ବୋଲି ଘୋଷଣା କରିଛି। ଜିଏସ୍‌ଟି ଜଟିଳତା ଦ୍ୱାରା ବ୍ୟବସାୟୀମାନେ ଆର୍ଥିକ ଓ ମାନସିକସ୍ତରରେ ଅତିଷ୍ଠ ହେଲେଣି। ଏହାଛଡ଼ା…

ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ଆଜି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଜଗତସିଂହପୁରର ୨ ଗୋଷ୍ଠୀ ମଧ୍ୟରେ ଏହି ମାର୍‌ପିଟ୍‌ ହୋଇଥିବା ସୂଚନା ମିଳିଛି। ଗୋଟିଏ ଗୋଷ୍ଠୀ ବିଜେଡି ସହ ହାତ ମିଳାଇବା ଅଭିଯୋଗରେ ଏହି ଗଣ୍ଡଗୋଳ ହୋଇଛି। ଓବିସି ସେଲ୍‌…

ଆଜି ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୨୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ ଜଣ ଚିହ୍ନଟ…

କରୋନା ଟିକା ନେଲେ ବିଏମ୍‌ସି କମିଶନର୍‌

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଗୁରୁବାର କରୋନା ଟିକା ନେଇଛନ୍ତି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଚାଲିଥିବାବେଳେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକା ନେଇଛନ୍ତି କମିଶନର। ଟିକା ନେବା ପରେ ଅନ୍ୟମାନଙ୍କୁ ଟିକା ନେବା ପାଇଁ ସେ ପରାମର୍ଶ…

ଓଡ଼ିଶା ପର୍ଯ୍ୟଟନକୁ ରୌପ୍ୟ ପୁରସ୍କାର

ଭୁବନେଶ୍ୱର, ୨୫।୨ (ବ୍ୟୁରୋ)”ଦିଲ୍ଲୀରେ ଆୟୋଜିତ ଭାରତୀୟ ଦାୟିତ୍ୱପୂର୍ଣ୍ଣ ପର୍ଯ୍ୟଟନ ପୁରସ୍କାରର ଷଷ୍ଠ ସଂସ୍କରଣରେ ଓଡିଶା ପର୍ଯ୍ୟଟନକୁ ‘ଶ୍ରେଷ୍ଠ ଭବିଷ୍ୟତ ଅଗ୍ରଗାମୀ ରାଜ୍ୟ’ ଭାବେ ରୌପ୍ୟ ପୁରସ୍କାର ମିଳିଛି। ଏହି ବିଭାଗରେ କେରଳ ସ୍ବର୍ଣ୍ଣ ପୁରସ୍କାର ଜିତିଛି। ଏହି ପୁରସ୍କାର ଲଣ୍ଡନରେ ଆୟୋଜିତ…

ମାର୍ଚ୍ଚରେ କଲବଲ କରିବ ତାତି

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ଉପରମୁହଁା ହୋଇଛି। ଦେହମୁଣ୍ଡ ପୋଡ଼ି ଜାଳି ପକାଉଛି। ଆସନ୍ତା ୨୮ ତାରିଖ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀକୁ ଛୁଇଁବ। ରାତିର ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?