ଆଜି ଆଉ ୧୦ ଜୀବନ ନେଲା କରୋନା, ୬୨୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧରୁ ୩ କରୋନା...
ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ରାଜ୍ୟରେ ଲାଗୁ ହେଉ ଆୟୁଷ୍ମାନ୍ ଭାରତ
ଭୁବନେଶ୍ୱର,୧୩।୯(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନ(ଏନ୍ଡିଏଚ୍ଏମ୍) ଏବଂ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଏହି ଯୋଜନାଗୁଡିକ ରାଜ୍ୟବାସୀଙ୍କ...
CORONAVIRUS UPDATE: ରାଜ୍ୟରୁ ଆଜି ୩,୯୧୩ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ବୃଦ୍ଧି
ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ମୋଟ୍ ୩୦ ଜିଲାରୁ ୩,୯୧୩ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ...
ଘାରିଲାଣି ଅର୍ଥଚିନ୍ତା: ନଭେମ୍ବରରେ ଅତିରିକ୍ତ ବଜେଟ
ଭୁବନେଶ୍ୱର,୧୩ା୯(ବ୍ୟୁରୋ): କୋଭିଡ୍-୧୯ କେବଳ ସ୍ବାସ୍ଥ୍ୟ ନୁହେଁ ଅର୍ଥନୀତିକୁ ମଧ୍ୟ ଉଜାଡି ଦେଇଛି। ରାଜ୍ୟର ଆର୍ଥିକ ଅବସ୍ଥା ଗୁରୁତର ସଙ୍କଟ ଦେଇ ଗତିକରୁଛି। ରାଜସ୍ବ ଆଦାୟ କମିବା ଯୋଗୁ ପରିସ୍ଥିତି ଆହୁରି ବିଗିଡିବାରେ ଲାଗିଛି। ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ଅନୁଦାନ...
ଆସନ୍ତାକାଲି ଏନ୍ଇଇଟି: ପରୀକ୍ଷା ଦେବେ ୩୭,୪୫୯ ଛାତ୍ରୀଛାତ୍ର
ଭୁବନେଶ୍ୱର,୧୨।୯(ବ୍ୟୁରୋ) – ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍ଇଇଟି(ୟୁଜି) ଆସନ୍ତାକାଲି ରାଜ୍ୟର ୭ଟି ସହରରେ ଅନୁଷ୍ଠିତ ହେବ। ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର, ଅନୁଗୋଳର ୮୩ଟି ସେଣ୍ଟରରେ...
ଏଣିକି ବଜାରରେ ମିଳିବ କରୋନା ଔଷଧ
ଭୁବନେଶ୍ୱର, ୧୨।୯(ବ୍ୟୁରୋ)- ଏଣିକି ବଜାରରେ କରୋନା ଔଷଧ ମିଳିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଫାଭିପିରାଭିର୍ ଟାବ୍ଲେଟ୍ ଓ ରେମ୍ଡେସିଭିର ଇଞ୍ଜେକ୍ସନ ବିକ୍ରି ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ପକ୍ଷରୁ ଅନୁମତି ଦିଆଯାଇଛି। ଏହି...
କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାରଙ୍କୁ କରୋନା
ଭୁବନେଶ୍ୱର ୧୨।୯(ବ୍ୟୁରୋ)-ଓଡିଶା ନୂତନ ପ୍ରଭାରୀ ଚେଲ୍ଲା କୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତାଙ୍କର କୋଭିଡ-୧୯ ପରୀକ୍ଷାରେ ପେଜିଟିଭ ଆସିଛି। ଯେଉଁମାନେ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ...
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୨୧୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୨୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୮୧, କଟକରୁ ୨୭୫, ବରଗଡରୁ ୨୧୮, ରାୟଗଡାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ...
ଭୁବନେଶ୍ୱରରୁ ଆଜି ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କଣ୍ଟାକ୍ଟ ୨୯୮
ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୮୨ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...
ଯୁକ୍ତ୨ କଳା: ଖାତା ରିଚେକିଂ ଆବେଦନ ଆରମ୍ଭ
ଭୁବନେଶ୍ୱର, ୧୨। ୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଖାତା ରିଚେକିଂ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ସିଏଚ୍ଏସ୍ଇ ୱେବ୍ସାଇଟ୍ରେ ଅନ୍ଲାଇନ୍ରେ ଆବେଦନ...
୫ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ମାଲକାନଗିରି,...
ନୂତନ ଶିକ୍ଷାନୀତି ଓ୍ବେବ୍ସାଇଟ୍ ଉନ୍ମୋଚନ କଲେ ରାଜ୍ୟପାଳ
ଭୁବନେଶ୍ୱର, ୧୨। ୯ (ବ୍ୟୁରୋ): ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ନୂତନ ଶିକ୍ଷାନୀତି ଜାଗରଣ ଅଭିଯାନ ‘My NEP’ ପ୍ରତିଯୋଗିତାର ଓ୍ବେବ୍ସାଇଟ୍ ‘www.mynep.in’କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଉନ୍ମୋଚନ କରିଛନ୍ତି। ଶୁକ୍ରବାର ରାଜଭବନ ପରିସରରେ...
Archives


