ବାଘ ଛାଲ ବିକ୍ରି ପାଇଁ ହେଉଥିଲା ଡିଲ୍, ଧରାପଡ଼ିଲେ ଯୁବକ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ବରମୁଣ୍ଡାରେ କଲରା ପତରିୟା ବାଘ ଛାଲ ବିକ୍ରି ପାଇଁ ମଙ୍ଗଳବାର ଡିଲ୍ ଚାଲିଥିଲା। ଏହି ସମୟରେ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ବାଘ ଛାଲ ଜବତ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ପ୍ରଶାନ୍ତ ନାୟକ।…
ପିଟିଶନ କମିଟିରେ ଶକ୍ତି ବିଭାଗର ଆଲୋଚନା
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ପିଟିଶନ୍ କମିଟି ବୈଠକ ସଂଖ୍ୟା ୫୪ନଂ ପ୍ରକୋଷ୍ଠରେ ସୋମବାର ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହା କମିଟିର ପ୍ରଥମ ବୈଠକ ହୋଇଥିବା ବେଳେ ଏଥିରେ ଶକ୍ତି ବିଭାଗ ଉପରେ ଆଲୋଚନା ଆରମ୍ଭ ହୋଇଛି। ବିଭିନ୍ନ ବିଭାଗରୁ…
ସରକାରୀ ସ୍କୁଲ ବନ୍ଦ ନିଷ୍ପତ୍ତିକୁ ବିରୋଧ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମ୍ ପିଲା ଥିବା ପ୍ରାୟ ୧୫ହଜାର ସରକାରୀ ସ୍କୁଲ ବନ୍ଦ ଓ ମିଶ୍ରଣ କରିବାକୁ ନିଷ୍ପତ୍ତି ନେଇଛି। ଏହାକୁ ତୀବ୍ର ବିରୋଧ କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଶିକ୍ଷା ବିଭାଗ ଇତିହାସରେ ଏହା ଏକ…
ଏସ୍ଡିଆର୍ଏଫ୍ରୁ ଖର୍ଚ୍ଚ ହେବ ୨୨୦୦ କୋଟି
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ବାତ୍ୟା, ବନ୍ୟା ମୁକାବିଲା ପାଇଁ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏସ୍ଡିଆର୍ଏଫ୍)ରୁ ରାଜ୍ୟ ସରକାର ୨୨୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରିଛନ୍ତି। ସେଥିରୁ ୪୦ ପ୍ରତିଶତ ରିଲିଫ୍, ୩୦ ପ୍ରତିଶତ ପୁନରୁଦ୍ଧାର, ଥଇଥାନ, ରାସ୍ତାଘାଟ ମରାମତି, ୨୦ ପ୍ର୍ତିଶତ ମଧ୍ୟମ…
‘ଧାନ ବିକ୍ରି ଉପରେ ନଜର ରଖ’
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟର ସୀମାବର୍ତ୍ତୀ ଜିଲାଗୁଡ଼ିକରେ ଖରିଫ ଧାନ ସଂଗ୍ରହ ନଭେମ୍ବର ଦ୍ବିତୀୟ ସପ୍ତାହରୁ ଆରମ୍ଭ ହୋଇଛି। ଅସାଧୁ ବ୍ୟବସାୟୀଙ୍କ ମାଧ୍ୟମରେ ଚାଷୀ ପଡ଼ୋଶୀ ଛତିଶଗଡ଼ରୁ ଧାନ ଆଣି ଜିଲାର ଧାନସଂଗ୍ରହ କେନ୍ଦ୍ରରେ ଯେପରି ବିକ୍ରି କରି ନ ପାରିବେ ସେଥିଲାଗି…
ଅଚଳ ଖାତାକୁ କାର୍ଯ୍ୟକ୍ଷମ କରାଯାଉ: କଂଗ୍ରେସ
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଫନୀ ବାତ୍ୟାକୁ ଦେଢ଼ ବର୍ଷ ବିତି ଗଲାଣି। ମାତ୍ର ଏ ପର୍ଯ୍ୟନ୍ତ ପିପିଲି, ଡେଲାଙ୍ଗ ଅଞ୍ଚଳରେ କୌଣସି ବାସହରାଙ୍କୁ ଗୃହ ଯୋଗାଇ ଦିଆଯାଇ ନାହିଁ। ବିନା କାରଣରେ ହଜାର ହଜାର କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦୀର୍ଘ ସମୟ ଧରି…
ଶୀତ ଅଧିବେଶନ ଲାଗି ଆଜିଠୁ କରୋନା ପରୀକ୍ଷା
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ଗତଥର ମୌସୁମୀ ଅଧିବେଶନ ଭଳି ଏଥର ମଧ୍ୟ ବିଧାନସଭା ସଦସ୍ୟ ଏବଂ ସେମାନଙ୍କ ବ୍ୟକ୍ତିଗତ ସୁରକ୍ଷା କର୍ମୀ ଓ…
ହୋମ୍ ଷ୍ଟେ’କୁ ପ୍ରୋତ୍ସାହନ ଦେବେ ସରକାର
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନର ବିକାଶ ଲାଗି ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ହୋମ୍ ଷ୍ଟେ’ ବ୍ୟବସ୍ଥା ହେବ। ଏହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବେ। ସୋମବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି…
ରାଜ୍ୟରେ ସୁସ୍ଥ ହେଲେ ୧୨୯୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୨ ଆକ୍ରାନ୍ତ ସୁସ୍ଥ ମୟୂରଭଞ୍ଜ ଜିଲାରୁ ୧୩୩, କଟକ ଜିଲାରୁ ୧୧୧, ବାଲେଶରରୁ ୧୦୦, ଅନୁଗୋଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ ୬୨,…
ନଦୀ ଘାଟରେ ହେବ ନାହିଁ ଛଟ୍ ପୂଜା: ଜାରି ହେଲା କଟକଣା
ଭୁବନେଶ୍ବର,୧୬।୧୧(ବ୍ୟୁରୋ)- ଚଳିତ ବର୍ଷ ନଦୀ ଘାଟରେ ହେବ ନାହିଁ ଛଟ୍ ପୂଜା। କରୋନା କାଳରେ ନଦୀ ଘାଟରେ ଅଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ୨୦ ଓ ୨୧ତାରିଖରେ ଛଟ୍ ପୂଜା ସମାରୋହ ପାଳନ…
ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍ ୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରାଜଧାନୀରୁ ୨୫ ଲକ୍ଷର ବ୍ରାଉନ୍ସୁଗାର ଜବତ: ଜଣେ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୋଲିସ ସୋମବାର ୨୨୫ ଗ୍ରାମ୍ ବ୍ରାଉନ୍ସୁଗାର ଜବତ କରିଛି। ଏହାର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ। ଏହି କାରବାରରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ ହେଲେ…
Archives


