ମେଟ୍ରୋ

ଏବେ ଖୋଲିବନି ୧ମରୁ ୮ମ ଶ୍ରେଣୀ

ଭୁବନେଶ୍ୱର, ୨୪ା୨(ବ୍ୟୁରୋ): ରାଜ୍ୟରେ ଏବେ ୧ମରୁ ୮ମ ଶ୍ରେଣୀ ଖୋଲିବ ନାହିଁ। ମହାରାଷ୍ଟ୍ର, କେରଳ, ଗୁଜରାଟ ଆଦି କେତେକ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସହ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହୋଇଥିବାରୁ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବିଶେଷକରି ରାଜ୍ୟର…

ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୨୪।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢ଼ିଚାଲିଛି। ଦେଶର କେତେକ ରାଜ୍ୟରେ ପେଟ୍ରୋଲ ୧୦୦ ଟଙ୍କା ଛୁଇଁଲାଣି। ଓଡ଼ିଶାର କେତେକ ସ୍ଥାନରେ ମଧ୍ୟ ପ୍ରିମିୟମ ପେଟ୍ରୋଲ ଦର ୧୦୦ ଟଙ୍କା ଟପିଗଲାଣି। ଜନସାଧାରଣ ତ୍ରାହି ତ୍ରାହି ଡାକିଲେଣି।…

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏବେ ଆସିବେ ନାହିଁ ସ୍କୁଲ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ଓଡ଼ିଶାରେ ମଧ୍ୟ ଏହା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଏହି କାରଣରୁ ସତର୍କତା ଅବଲମ୍ବନ ପାଇଁ ପଦକ୍ଷେପ ନିଆଯାଉଛି। ଏସବୁ ଭିତରେ ପୁଣି ଶିକ୍ଷାନୁଷ୍ଠାନ ଖୋଳିବା ଉପରେ ପ୍ରଶ୍ନବାଚୀ…

ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଭେଟି, ଘୋଷଣା କଲେ ୬୭.୬୮ କୋଟିର ପ୍ୟାକେଜ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଲୋକଙ୍କ ସହ ଆଲୋଚନା କରିଛନ୍ତି। ସେମାନଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହେବା ସହ ସୁଖଦୁଃଖ ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ଉକ୍ତ ୨…

ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି । ବିଧାନସଭାର ବଜେଟ…

ରାଜ୍ୟରେ ୬୨ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଆଜିଠୁ ଜେଇଇ ମେନ୍‌ ପରୀକ୍ଷା: ଛାତ୍ରୀଛାତ୍ର ଚାହିଁଲେ ଦେଇପାରିବେ ୪ ଥର

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଚଳିତ ବର୍ଷ ଜେଇଇ ମେନ ପରୀକ୍ଷା ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ଜେଇଇ ମେନ ପରୀକ୍ଷା ଏବର୍ଷ ଠାରୁ ୪ ଥର ହେବ…

୩୨ଲକ୍ଷର ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୨: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ି ଚାଲିଛି। ବାଲେଶ୍ୱର ଜିଲାର ଜଳେଶ୍ୱର ଅଞ୍ଚଳରୁ ବ୍ରାଉନସୁଗାର ଅଣାଯାଇ ଏଠାରେ ବିକ୍ରି କରାଯାଉଛି। ଏହି କାରବାରରେ ଯୁବପିଢିଙ୍କୁ ସାମିଲ କରାଯାଉଛି। ସୋମବାର ଖୋର୍ଦ୍ଧା ଟାଉନ ଥାନା ଅଧୀନ ଲୋକେଶ୍ୱର ମନ୍ଦିର ନିକଟରେ ଅବକାରୀ…

କୃଷକ ସଶକ୍ତୀକରଣକୁ ଗୁରୁତ୍ୱ

ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ, ଯାହାର ଅର୍ଥନୀତି ବିଶେଷକରି ଗ୍ରାମ୍ୟ ଓ କୃଷିଭିତ୍ତିକ। କୃଷି ରାଜ୍ୟର ବଡ଼ ନିଯୁକ୍ତି କ୍ଷେତ୍ର ଭାବେ ମୋଟ ଶ୍ରମବଳର ପ୍ରାୟ ୫୦% ଲୋକଙ୍କୁ ଜୀବିକା ଯୋଗାଇଥାଏ। ଏଥିସକାଶେ ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ସରକାର କୃଷି…

ଓଡ଼ିଶା ବଜେଟ ୨୦୨୧-୨୨

କଲ୍ୟାଣକାରୀ ବଜେଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍‌କୁ ପ୍ରଶଂସା କରିଛନ୍ତି। ନବୀନ କହିଛନ୍ତି, ଏହା ଏକ ଜନକଲ୍ୟାଣକାରୀ, ବିକାଶଶୀଳ ଓ ରୂପାନ୍ତରିତ ବଜେଟ୍‌, ଯାହାକି ନୂଆ ଏବଂ ସଶକ୍ତ ଓଡିଶା ଗଠନ ଦିଗରେ ସହାୟକ…

ପାରାଦୀପ ବନ୍ଦରର ପଣ୍ୟ କାରବାରରେ ଚତୁର୍ଥ ରେକର୍ଡ

ପାରାଦୀପ,୨୩।୨(ସ୍ବ.ପ୍ର.): ପାରାଦୀପ ବନ୍ଦର ପଣ୍ୟ କାରବାରରେ ଲଗାତର ଚତୁର୍ଥ ଥର ପାଇଁ ରେକର୍ଡ ହାସଲ କରିଛି। ୨୦୨୦-୨୧ ଆର୍ଥିକ ବର୍ଷ ମାର୍ଚ୍ଚ ୩୧ରେ ଶେଷ ହେଉଥିବା ବେଳେ ରବିବାର ରାତି ୧୨ଟା ସୁଦ୍ଧା ୧୦୦ ମିଲିୟନ ମେଟ୍ରିକ୍‌ ଟନ୍‌ ପଣ୍ୟ କାରବାର…

ପୂର୍ବ ଭାରତକୁ ଅଭିବୃଦ୍ଧିର ସ୍ଥାୟୀ ଇଞ୍ଜିନ କରିବାକୁ ଉଦ୍ୟମ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଆତ୍ମନିର୍ଭର ଭାରତ ପାଇଁ ଲଗାତର ନିଜର ସାମର୍ଥ୍ୟ ଏବଂ କ୍ଷମତାକୁ ବୃଦ୍ଧି କରିବା ଅତ୍ୟନ୍ତ ଜରୁରୀ। ବିଗତ ବର୍ଷଗୁଡିକରେ ଆମେ ରିଫାଇନିଂ ଏବଂ ଜରୁରୀକାଳୀନ ସ୍ଥିତି ପାଇଁ ତୈଳ ଷ୍ଟୋରେଜ କ୍ଷମତାରେ ଯଥେଷ୍ଟ ବୃଦ୍ଧି କରିଛୁ ବୋଲି ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?