ପୂର୍ବତଟ ରେଳପଥକୁ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ରାଷ୍ଟ୍ରୀୟ ସମ୍ମାନ
ଭୁବନେଶ୍ୱର,୧୬।୧୧ (ବ୍ୟୁରୋ): ଭାରତୀୟ ରେଳପଥର ସବୁପ୍ରକାର କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥକୁ ସମ୍ମାନଜନକ ‘ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ବେଷ୍ଟ ଜୋନାଲ ରେଲ୍ୱେ ସିଲ୍ଡ -୨୦୨୦’ ମିଳିବ। ଯେକୌଣସି ଜୋନାଲ ରେଳପଥ ପାଇଁ ଏହା ଅତ୍ୟନ୍ତ…
ଓଡ଼ିଶାର କ୍ଷୁଦ୍ର ଚଳଚ୍ଚିତ୍ରକୁ ୩ ଅନ୍ତର୍ଜାତୀୟ ପୁରସ୍କାର
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଓଡ଼ିଶାରୁ ନିର୍ମିତ କରୋନା ଆଧାରିତ ସାଇଲେଣ୍ଟ୍ ଶର୍ଟ ଫିଲ୍ମ ‘ଓ୍ବାରିଅର୍ସ ଓ୍ବାର୍ ଓ୍ବିଦିନ’ ୩ଟି ଅନ୍ତର୍ଜାତୀୟ ପୁରସ୍କାର ପାଇଛି। ଚଳଚ୍ଚିତ୍ର ନିର୍ମାତା ତଥା ଅଭିନେତା ଗଜେନ୍ଦ୍ର କୁମାର ପାଢୀଙ୍କ ୧୨ ମିନିଟ୍ ୨୨ ସେକେଣ୍ଡର ଏହି ଫିଲ୍ମ ଚଳିତବର୍ଷ ଆମେରିକା,…
୫ ନୂଆ ପ୍ରଜାତିର ସାପ ଆବିଷ୍କାର କଲେ ଓଡ଼ିଆ ବୈଜ୍ଞାନିକ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସାପ ଗବେଷଣା କ୍ଷେତ୍ରରେ ଓଡ଼ିଆ ବୈଜ୍ଞାନିକ ଡ. ଅଶୋକ କୁମାର ମଲ୍ଲିକ ଏକ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି। ତାଙ୍କ ନେତୃତ୍ୱରେ ଭାରତୀୟ ବୈଜ୍ଞାନିକ ଟିମ୍ ଏକକାଳୀନ ୫ ପ୍ରଜାତିର ସାପ ଆବିଷ୍କାର କରିଛନ୍ତି। ଏହା ବିଶ୍ୱର ଅନ୍ୟତମ ଲୋକପ୍ରିୟ…
ପରିବେଶକୁ ଫ୍ଲାଏ ଆଶ୍ ବିପଦ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଫ୍ଲାଏ ଆଶ୍ (ଉଡ଼ନ୍ତା ପାଉଁଶ) ୧୦୦ ପ୍ରତିଶତ ଉପଯୋଗ ହୋଇ ପାରୁନାହିଁ। ଅନେକ ସମୟରେ ପାଉଁଶ ପୋଖରୀ ଭାଙ୍ଗି ଚାଷଜମିରେ ମାଡି ଯାଉଛି। ପରିବେଶ ପାଇଁ ମଧ୍ୟ ଏହା ବିପଦ ସୃଷ୍ଟି କରୁଛି। ଆଇନ ଉଲ୍ଲଂଘନକାରୀ କମ୍ପାନୀଗୁଡିକ ଠାରୁ…
ଚାପିଦେଲେ ନା ଭୁଲିଗଲେ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ରୋକିବା ସହ ଜଙ୍ଗଲ ସୁରକ୍ଷା ଓ ଅପରାଧୀ ଦମନ ପାଇଁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଢାଞ୍ଚାରେ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ (ଏସ୍ଏସ୍ଏଫ୍) ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଇତିମଧ୍ୟରେ ୧୨ ବର୍ଷ…
ଓଡ଼ିଶା ଷ୍ଟାର୍ଟଅପ୍ ଲିଡ୍ର
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଜାତୀୟସ୍ତରରେ ଷ୍ଟାର୍ଟଅପ୍ ଲିଡ୍ର ସ୍ବୀକୃତି ହାସଲ କରିବାରେ ଓଡ଼ିଶା ସଫଳ ହୋଇପାରିଛି। ୨୦୧୯ରେ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଇଥିବା ଷ୍ଟାର୍ଟଅପ୍ ର଼୍ୟାଙ୍କିଙ୍ଗ୍ରେ ଓଡ଼ିଶାକୁ ଏହି ସ୍ଥାନ ମିଳିଛି। ଏହା ମଧ୍ୟରେ ରାଜ୍ୟର ଷ୍ଟାର୍ଟଅପ୍ ସଂଖ୍ୟା ୭୭୪କୁ ବୃଦ୍ଧି ପାଇଛି। ଏଥିରେ…
ବିଦେଶକୁ ଚାଲିଯାଉଛି କଞ୍ଚାମାଲ: ମୁହଁ ଫେରାଇଲେଣି ୯ ଷ୍ଟିଲ୍ କମ୍ପାନୀ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଶିଳ୍ପର ଉନ୍ନତି ଏବଂ ଏ କ୍ଷେତ୍ରରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନା ଆଣୁଛନ୍ତି। ନୂତନ ଶିଳ୍ପ ନୀତିରୁ ଆରମ୍ଭକରି ଷ୍ଟାର୍ଟଅପ୍ ଓ ଏମ୍ଏସ୍ଏମ୍ଇ ସେକ୍ଟର ପାଇଁ ସ୍ବତନ୍ତ୍ର ନୀତି ପ୍ରଣୟନ…
ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୩୪୬ ସଂକ୍ରମିତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୬, କଟକରୁ ୧୧୦, ଅନୁଗୋଳରୁ ୬୫, ବଲାଙ୍ଗୀରରୁ ୬୫, ପୁରୀରୁ ୬୩, ଜଗତସିଂହପୁରରୁ ୫୯, କେନ୍ଦ୍ରାପଡାରୁ ୫୪,…
ପୂର୍ବତନ ଡିଜିପି ଏସ୍.କେ ଚାଟାର୍ଜୀଙ୍କ ପରଲୋକ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡ଼ିଶା ଡିଜିପି ଅଭୟ ରବିବାର ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି । ୧୯୬୬ ବ୍ୟାଚର ଏହି ଆଇପିଏସ ଅଧିକାରୀ ୨୦୦୧ ଏପ୍ରିଲ ୩୦…
ଭୁବନେଶ୍ୱରରୁ ଆଜି ପୁଣି ୫୭ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧ ଜଣ ରହିଥିବା ବେଳେ ଲୋକାଲ କେସ୍ ୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରାଜଧାନୀରୁ ବସ୍ ଚୋରି, ବ୍ରହ୍ମପୁରରୁ ଜବତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବରମୁଣ୍ଡା ବସ୍ଷ୍ଟାଣ୍ଡରୁ ଏକ ବସ୍କୁ କେହି ଚୋରି କରି ନେଇଥିବା ବେଳେ ଏହା ବ୍ରହ୍ମପୁରୁର ଜବତ ହୋଇଥିବା ସୂଚନା ମିଳିଛି। ଶନିବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍ ବରମୁଣ୍ଡା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ବସ ମାଲିକ …
୧୮ରେ ସର୍ବଦଳୀୟ ବୈଠକ: ଶୀତକାଳୀନ ଅଧିବେଶନ ପରିଚାଳନା ନେଇ ହେବ ଆଲୋଚନା
ଭୁବନେଶ୍ୱର,୧୫ା୧୧: ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ଆସନ୍ତା ୧୮ ତାରିଖରେ ସର୍ବଦଳୀୟ ବୈଠକ ବସି। ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ବିଧାନସଭା ଶୀତକାଳୀନ ଅଧିବେଶନ ପରିଚାଳନା କିପରି ହେବ ସେ ନେଇ ବୈଠକରେ ଆଲୋଚନା ହେବ। ମୁଖ୍ୟତଃ ଚଳିତ ଅଧିବେଶନରେ…
Archives


