‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ ମଡେଲ ରାଜ୍ୟ ହୋଇପାରିଥିଲା। ରାଜ୍ୟରେ ଅପାରଗ ଡବଲ ଇଞ୍ଜିନ ସରକାର ଅଢେଇ ବର୍ଷରେ…
‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ ଓ କର୍ମଚାରୀଙ୍କୁ ନେଇ ରଣନୀତି ପ୍ରସ୍ତୁତ କରୁଛନ୍ତି। ଦେଶରେ ଗଣତନ୍ତ୍ରକୁ ଭାଜପା ହତ୍ୟା…
ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍ଡିସି ଓ ‘ଦ ଟାଇମ୍ସ’ର ମିଳିତ ପଦକ୍ଷେପରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବ୍ରିଟେନ୍ର ଟପ୍…
ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!
ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବଙ୍ଗୋପସାଗରରେ ପାଣିପାଗରେ ପରିବର୍ତ୍ତନ ହେବା ନେଇ…
ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି
ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ ଭରିବେ। ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ସନ୍ଧ୍ୟା ୫ଟା…
ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…
ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣି ତ୍ରିପାଠୀ…
ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ
ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ ଭବନରେ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶାରେ ଆୟୋଜିତ ହେବାକୁ…
College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…
ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରିଛନ୍ତି କଲେଜ କର୍ତ୍ତୃପକ୍ଷ ।…
ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍ କରୁଛି। ତେବେ ଆସନ୍ତା ୨ରୁ ୩ ଦିନ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ…
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼
ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ ପୂଜା ମଣ୍ଡପ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଦେବାକୁ ପଡ଼ୁଥିବା ଗ୍ରାଉଣ୍ଡ…
ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍ କରୁଛି। ତେବେ ଆସନ୍ତା ୨ରୁ ୩ ଦିନ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ୨ରୁ ୩…

