ମେଟ୍ରୋ

ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍

ଭୁବନେଶ୍ବର,୨୬।୨: ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍ । ସକାଳୁ ସକାଳୁ ରେଡ୍ ଜାରି ରହିଛି । ହାଇଟେକ୍ ମେଡିକାଲ କଲେଜ ସମେତ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ତେବେ ବ୍ୟାପକ ଅର୍ଥ ହେରଫେର ଓ ଜମି…

ବଡ଼ ସୂଚନା ଦେଲେ ଭାଜପା ରାଜ୍ୟ ପ୍ରଭାରୀ, ରାଜ୍ୟ ସଭା ପ୍ରାର୍ଥୀ ନେଇ କହିଲେ…

ଭୁବନେଶ୍ୱର,୨୬ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ଖୁବ୍‌ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ଭାଜପା। ଏନେଇ ସୂଚନା ଦେଇଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ଆଜି କିମ୍ବା କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ।…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ଦିନ ହେବ…

ଭୁବନେଶ୍ୱର,୨୬।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୧୬ରେ…

୨୩ ଜିଲାରେ ଝଡ଼ବର୍ଷା ସମ୍ଭାବନା: ୩୦ରୁ ୪୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର,୨୬ା୨ :ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ୧.୫ କିଲୋମିଟର ପର୍ଯ୍ୟନ୍ତ ଉପରକୁ ବିସ୍ତାରିତ ହୋଇ ରହିଛି। ଏହା ପୂର୍ବଦିଗରେ ଗତି କରି ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ବର୍ଷା…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି । ଆଗାମୀ ଚବିଶ ଘଣ୍ଟା ମଧ୍ୟରେ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ବଢ଼ିବ ଧାନକିଣା ଅବଧି, ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୫ା୨: ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ ଏହି ଅବଧି ବଢ଼ାଯିବ। ରାଜ୍ୟରେ ସମସ୍ତ ଜିଲାପାଳ ଏହି ଅବଧି ସମୟ ବଢ଼ାଇ…

ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୨: ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଉଭୟ ମୃତକ ଟୁନା…

ମୂଷା ପାଇଁ ବସିଥିଲା ଯନ୍ତା, ପଡ଼ିଲା ବିରାଟ ନାଗ, ସୁ ସୁ ଗର୍ଜନ ଶୁଣି…

ଭୁବନେଶ୍ୱର,୨୫ା୨: ମୂଷା ଯନ୍ତାରେ ପଡ଼ିଛି ଏକ ବିରାଟ ନାଗ ସାପ। ଭୁବନେଶ୍ୱର ଶୈଳଶ୍ରୀ ବିହାର ଏଚ୍‌ଆଇଜି-୧୧୬ ଘରେ ରହୁଥିବା ସୋମ ପଟେଲଙ୍କ ଘରେ ମୂଷା ଧରିବା ପାଇଁ ଏକ ଯନ୍ତା ବସାଯାଇଥିଲା। ବୁଧବାର ସକାଳୁ ଯନ୍ତା ଭିତରେ ସୁ ସୁ ଗର୍ଜନ…

ଖଣି ଅଧିକାରୀଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା: ଓଡ଼ିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

କଟକ,୨୫।୨(କାର୍ତ୍ତିକ ସାହୁ): କଟକ ସର୍କଲ ମାଇନ୍ସ ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୦ଟା ୩୦ ମିନିଟ ସମୟରେ ମହାନ୍ତିଙ୍କୁ ଭିଜିଲାନ୍ସ ଧରିଛିି। କୋଲ ଡିପୋ ସୁରୁଖୁରୁରେ ଚଳାଇବା ପାଇଁ ଜଣେ…

ବିଜେଡିର ତୁମ୍ବିତୋଫାନ: ପ୍ରସଙ୍ଗ ଏକ, ବିଚାର ଭିନ୍ନ

ଭୁବନେଶ୍ୱର,୨୫।୨(ରବିନାରାୟଣ ଜେନା):ବିଧାନସଭାର ବଜେଟ ଅଧିବେଶନରେ ବିରୋଧୀ ବିଜେଡି ଏବଂ କଂଗ୍ରେସର ଭିନ୍ନ ବିଚାର ଧାରା ଦେଖିବାକୁ ମିଳିଛି। ୨ ଦଳ ଚାଷୀ ପ୍ରସଙ୍ଗକୁ ନେଇ ସରକାରଙ୍କୁ ହରଡ଼ଘଣାରେ ପକାଇବାକୁ ଉଦ୍ୟମ କରିଛନ୍ତି। ଏଥିଯୋଗୁ ଗୃହ ଚାଲିପାରି ନାହିଁ। ତେବେ ମଙ୍ଗଳବାର ଗୃହରେ…

ରାଷ୍ଟ୍ର ହିତରେ ନା କ୍ୟାଡର: ଏମାନଙ୍କ ସମ୍ଭାବନାକୁ ଏଡ଼ାଯାଇ ନ ପାରେ

ଭୁବନେଶ୍ୱର, ୨୫।୨(ସୁନିତ୍‌ ମିଶ୍ର):ଦେଶର ୧୦ ରାଜ୍ୟର ମୋଟ୍‌ ୩୭ଟି ରାଜ୍ୟ ସଭା ଆସନ ଲାଗି ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏନେଇ ଗତ ସପ୍ତାହରେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଓଡ଼ିଶାରୁ ରାଜ୍ୟ ସଭା ଯାଇଥିବା ମମତା ମହାନ୍ତ, ସୁଜିତ୍‌ କୁମାର,…

ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: ଆଗୁଆ…

ଭୁବନେଶ୍ୱର,୨୫।୨ (ରବିନାରାୟଣ ଜେନା):ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଅବଧି ପୂର୍ବରୁ ହେବନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି, ୨୦୨୭ ଫେବୃଆରୀ ପୂର୍ବରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସରକାରଙ୍କ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri