ମେଟ୍ରୋ

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୫।୭(ବ୍ୟୁରୋ): ମୌସୁମୀ ଦୁର୍ବଳ ରହିଥିବାବେଳେ ରାଜ୍ୟରେ ବର୍ଷା ଜାରି ରହିଛି। ଏବେ ଉତ୍ତର-ଦକ୍ଷିଣ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପୂର୍ବ ଝାଡ଼ଖଣ୍ଡ, ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଉପକୂଳ...

ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ...

ଆଜି ରାଜ୍ୟରୁ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୯୭ ଜଣ...

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବେ ବୋଲି ଆଶଙ୍କା କରାଯାଉଥିବାରୁ ସରକାର ଏକ ଏସ୍‌ଓପି ପ୍ରସ୍ତୁତ କରିଛନ୍ତି।...

ରାଜ୍ୟରେ ପ୍ରଥମ ଡୋଜ୍‌ ଟିକା ନେଲେଣି ୧ କୋଟି ଲୋକ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ୧ କୋଟି ଲୋକ ପ୍ରଥମ ଡୋଜ ଟିକା ନେଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତୃତୀୟ ଲହର...

ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୪ା୭(ବ୍ୟୁରୋ): ଓଡ଼ିଶା ସମେତ ୬ଟି ରାଜ୍ୟରେ କରୋନା ସଂକ୍ରମଣ କମୁ ନ ଥିବାରୁ ଏ ନେଇ କେନ୍ଦ୍ର ସରକାର ଏସବୁ ରାଜ୍ୟକୁ ସ୍ବତନ୍ତ୍ର ଟିମ୍‌ ପଠାଇଛନ୍ତି । ଓଡ଼ିଶା ଆସୁଥିବା ବିଶେଷଜ୍ଞ ଦଳର ନେତୃତ୍ୱ ନେଉଥିବା ଏଆଇଆଇଏଚ୍‌ ଆଣ୍ଡ୍‌ ପିଏଚ୍‌ର...

୧୨ରେ ଲଘୁଚାପ, ୧୦ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୪।୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ ୧୦ ତାରିଖରୁ ବର୍ଷାର...

ଇଞ୍ଜେକ୍ସନ ନେବା ପରେ ନବବଧୂଙ୍କ ମୃତ୍ୟୁ: ବିବାହର ମାତ୍ର ୧୦ ଦିନରେ ଜଳିଲା ଜୁଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ପାଦରୁ ଅଳତା, ହାତରୁ ମେହେନ୍ଦି ଲିଭିନି। ବିବାହର ମାତ୍ର ୧୦ ଦିନରେ ଜଣେ ନବବଧୂଙ୍କ ଜୁଇ ଜଳିଛି। ଇଞ୍ଜେକ୍ସନ ନେବାର ମାତ୍ର କିଛି ସମୟ ଭିତରେ ନବବଧୂ ଜଣକ ଯନ୍ତ୍ରଣାରେ ଛଟପଟ ହୋଇ ଆଖିବୁଜି ଦେଇଛନ୍ତି। ଶନିବାର ଭୁବନେଶ୍ୱରର...

ପ୍ରଣବଙ୍କ ଆଗୁଆ ଜାମିନ ହାଇକୋର୍ଟରେ ଖାରଜ

ଭୁବନେଶ୍ୱର,୪।୭(ବ୍ୟୁରୋ): ସୁବର୍ଣ୍ଣପୁର ଜାତୀୟ ମିଶନ (ଏନଏଚ୍‌ଏମ୍‌) ବ୍ୟାଙ୍କ ଆକାଉଣ୍ଟରୁ ୫ କୋଟି ୧ଲକ୍ଷ ୫୦ ହଜାର ଟଙ୍କା ଠକେଇ ଘଟଣାରେ ଅନ୍ୟତମ ଅଭିଯୁକ୍ତ ନୟାପଲ୍ଲୀର ପ୍ରଣବ କୁମାର ରାଏ ଏବେ ବି ଫେରାର ଅଛନ୍ତି। କ୍ରାଇମବ୍ରାଞ୍ଚର ଗିରଫଦାରିରୁ ନିଜକୁ ବଞ୍ଚାଇବା...

ଭର୍ଚୁଆଲ ଟୁର୍‌ରେ ସାନ୍ତାଳ ଘର ବୁଲି ଦେଖିବେ ଦର୍ଶକ

ଭୁବନେଶ୍ୱର,୪।୭ (ବ୍ୟୁରୋ): ଓଡ଼ିଶାର ସାନ୍ତାଳ ଜନଜାତିମାନେ ମୁଖ୍ୟତଃ ମୟୂରଭଞ୍ଜ, ବାଲେଶ୍ବର, କେଉଁଝର ଜିଲାରେ ବସବାସ କରନ୍ତି। ଦେଶର ଜନଜାତିଙ୍କ ମଧ୍ୟରେ ଏମାନଙ୍କ ସଂଖ୍ୟା ତୃତୀୟ ସ୍ଥାନରେ ରହିଛି। ସାନ୍ତାଳଙ୍କ ବସତିରେ ଗୃହଗୁଡ଼ିକ ସମାନ୍ତରାଳ ଭାବେ ଧାଡ଼ି କରି ନିର୍ମାଣ କରାଯାଇଥାଏ।...

ଖୁବ୍‌ଶୀଘ୍ର ଉତ୍‌କେଲା, ଜୟପୁରରୁ ବିମାନ ଉଡ଼ିବ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟର ଆଉ ୨ଟି ଏୟାରଷ୍ଟ୍ରିପ୍‌ ଭବାନୀପାଟଣା ନିକଟସ୍ଥ ଉତ୍‌କେଲା ଓ ଜୟପୁରରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ ହେବ। ଏହି ଦୁଇଟି ବିମାନବନ୍ଦରକୁ କେନ୍ଦ୍ର ସରକାରଙ୍କ ଉଡାନ ସ୍କିମ୍‌ ସହାୟତାରେ ବିକଶିତ କରାଯାଉଛି। ଭୁବନେଶ୍ୱରରୁ ଉତ୍‌କେଲା, ଉତ୍‌କେଲାରୁ ଜୟପୁର, ଭୁବନେଶ୍ୱରରୁ...

ରାଜ୍ୟରେ ଆଉ ୪୨ ମୁଣ୍ଡ ନେଲା କରୋନା; ଖୋର୍ଦ୍ଧା-ବରଗଡ଼ରୁ…

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮ ଜଣ ଥିବା ବେଳେ ବରଗଡ଼ରୁ ୫, ସୁନ୍ଦରଗଡ଼ରୁ ୪, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଗଞ୍ଜାମରୁ ୩ ଜଣ ଲେଖାଏ,...

Advertisement


Archives

Model This Week

Why Dharitri