ସାଇ ଇଣ୍ଟରନ୍ୟାଶନାଲକୁ ଶ୍ରେଷ୍ଠ ସ୍କୁଲ ମାନ୍ୟତା
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଜୁକେଶନ୍ ୱାଲର୍ଡ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗ୍ ୨୦୨୦ର ଡେ’ କମ୍ ବୋର୍ଡିଂ ବିଭାଗରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ସର୍ବଭାରତୀୟ ସ୍ତରରେ ଶ୍ରେଷ୍ଠ ସ୍କୁଲ ଏବଂ ଓଡ଼ିଶାର ଏକ ନମ୍ବର ସ୍କୁଲର ମାନ୍ୟତା ପାଇଛି। ପୂର୍ବ ଭାରତରୁ ଏକମାତ୍ର ସ୍କୁଲ ଭାବେ…
ତୁରେଇକେଲା-ହରିଶଙ୍କର ରୋଡ୍-ଲଖନା ପ୍ରକଳ୍ପ କାର୍ଯ୍ୟକ୍ଷମ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଟିଟିଲାଗଡ଼-ରାୟପୁର ଦୋହରୀକରଣ ପ୍ରକଳ୍ପର ତୁରେଇକେଲା-ହରିଶଙ୍କର ରୋଡ୍-ଲଖନା ମଧ୍ୟରେ ୨୫ କି.ମି. କାର୍ଯ୍ୟ ଗତ ୯ ତାରିଖରୁ ଶେଷ ହେବା ପରେ ଏବେ କାର୍ଯ୍ୟକ୍ଷମ ହୋଇଛି। ସେହିଭଳି ତୁରେଇକେଲା ଓ ହରିଶଙ୍କର ରୋଡ୍ରେ ଦୁଇଟି ନୂତନ ଆଧୁନିକ ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ପ୍ରଣାଳୀ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୬୪ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୨୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୧୦, ସୁନ୍ଦରଗଡରୁ ୭୯, ବାଲେଶ୍ୱରରୁ ୭୬, ବଲାଙ୍ଗୀରରୁ ୭୬, କଟକରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡାରୁ ୬୧, ଜଗତସିଂହପୁରରୁ…
ଗଡ଼ିବ ଆଉ ୪ ସ୍ପେଶାଲ ଟ୍ରେନ୍, ବନ୍ଦ ହେବ ୫
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ପୂର୍ବତଟ ରେଲୱେ ପକ୍ଷରୁ ଆହୁରି ୪ଟି ସ୍ପେଶାଲ ଟ୍ରେନ ଚାଲିବ। ବିଶାଖାପାଟଣା-ରାୟଗଡ଼ା, ପଲାସା-ବିଶାଖାପାଟଣା, ପଲାସା-ଭୁବନେଶ୍ୱର, ଏବଂ ସମ୍ବଲପୁର-ରାୟଗଡ଼ା ସ୍ପେଶାଲ ଟ୍ରେନ ଚଲାଇବାକୁ ନିଷ୍ପତ୍ତି ନିଆଯାଇଛି। ସେପଟେ ଯଥେଷ୍ଟ ଯାତ୍ରୀ ହେଉ ନ ଥିବାରୁ ଆଉ ୫ ଯୋଡ଼ା ଟ୍ରେନ…
କୋର୍ଟରେ ହାଜର ହେଲେ ଅନୁଭବ: ଜବାବ ଦାଖଲ ପାଇଁ ନେଲେ ସମୟ
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍ଡିଜେଏମ୍ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ…
ରାଜଧାନୀରେ ଆଜି ଚିହ୍ନଟ ହେଲେ ୬୯ ନୂଆ ଆକ୍ରାନ୍ତ: ୫୩ ଲୋକାଲ କେସ୍
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ୬୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୬ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୫୩ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୯୬୫କୁ ବୃଦ୍ଧି…
୧୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ରାଜ୍ୟରେ ପୁଣି ୯୮୬ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୧୪ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ଦ୍ୱାରଫିଟା ପରେ ଶ୍ରୀମନ୍ଦିରକୁ ବେଶ ବିଜେ
ପୁରୀ ଅଫିସ, ୧୨।୧୧ :ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ଏହି ବେଶ ପଡୁଛି। ତେବେ ଏଥର କରୋନା କଟକଣା ପାଇଁ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହେବେ ଭକ୍ତ। ତଥାପି ବେଶକୁ…
ଇଲେକ୍ଟ୍ରୋନିକ୍ସ ମ୍ୟାନୁଫ୍ୟାକ୍ଚରିଂକୁ ପ୍ରୋତ୍ସାହନ
ଭୁବନେଶ୍ୱର,୧୨।୧୧ (ବ୍ୟୁରୋ):ରାଜ୍ୟରେ ଇଲେକ୍ଟ୍ରୋନିକ୍ସ ମ୍ୟାନୁଫ୍ୟାକ୍ଚରିଂକୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାର ଖୁବ୍ଶୀଘ୍ର ଇଲେକ୍ଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍ ଆଣ୍ଡ୍ ମ୍ୟାନୁଫ୍ୟାକ୍ଚରିଂ(ଇଏସ୍ଡିଏମ୍) ପଲିସି ବା ଇଲେକ୍ଟ୍ରୋନିକ୍ସ ନୀତି ଆଣିବେ। ଏନେଇ ଏକ ଡ୍ରାଫ୍ଟ ପଲିସି ପ୍ରସ୍ତୁତ ହୋଇଛି। ଏହାକୁ ଆସନ୍ତା ମାସେ କିମ୍ବା ଦୁଇମାସ…
ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’
ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ):ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ଓଡ଼ିଶାର ଦୁଇଟି ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସ୍ଥାନ ପାଇଛି। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ହାତିଓଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ୫ମ ସ୍ଥାନରେ ରହିଥିବାବେଳେ ଆବାସିକ ବର୍ଗରେ ବଲାଙ୍ଗୀର…
ଏଫ୍ଏସ୍ଏସ୍ଏମ୍ରେ ଭୁବନେଶ୍ୱର ଦେଶରେ ପ୍ରଥମ
ନୂଆଦିଲ୍ଲୀ,୧୨।୧୧ :ଫିକଲ୍ ସ୍ଲଗ୍ ଆଣ୍ଡ ସେପ୍ଟେଜ୍ ମ୍ୟାନେଜମେଣ୍ଟ (ଏଫ୍ଏସ୍ଏସ୍ଏମ୍) କ୍ଷେତ୍ରରେ ରାଜଧାନୀ ଭୁବନେଶ୍ୱରକୁ ବଡ଼ ସଫଳତା ମିଳିଛି। ମଳଯୁକ୍ତ ଆବର୍ଜନା ଓ ସେପ୍ଟେଜ୍ ପରିଚାଳନାରେ ଭୁବନେଶ୍ୱର ଦେଶର ପ୍ରଥମ ସହର ଭାବେ ଅନ୍ତର୍ଜାତୀୟ ମାନକୀକରଣ ସଙ୍ଗଠନ (ଆଇଏସ୍ଓ) ସାର୍ଟିଫିକେଶନ ପାଇଛି। କେବଳ…
Archives


