ମେଟ୍ରୋ

ଡିଇଓଙ୍କୁ କରୋନା କଟକଣା ଚିଠି ଲେଖିଲେ ଗଣଶିକ୍ଷା ଅତିରିକ୍ତ ସଚିବ

ଭୁବନେଶ୍ୱର,୨୨।୨(ବ୍ୟୁରୋ): କରୋନା ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏହା ପୁଣି କେତେକ ରାଜ୍ୟରେ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ମଧ୍ୟ ସତର୍କ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ଗାଇଡ୍‌ଲାଇନ ପାଳନ ପାଇଁ ଡିଇଓଙ୍କୁ ଚିଠି ଲେଖିଛନ୍ତି…

ଆଜି ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ, ୩୩୬୭୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ରାଜ୍ୟରୁ ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୭୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୧ ଜଣ ଚିହ୍ନଟ…

ଡକାୟତି ଯୋଜନା ବେଳେ ୪ ଧରାପଡ଼ିଲେ

ଖୋର୍ଦ୍ଧା ଅଫିସ,୨୨।୨: ଦୁଇଦିନ ତଳେ ଖୋର୍ଦ୍ଧା ସବ୍‌ଜେଲରୁ ଜାମିନରେ ଆସି ୪ ଅଭିଯୁକ୍ତ ଧଉଳିମୁହଁ ରେଲୱେ କ୍ରସିଂ ନିକଟରେ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ହାତରେ ଧରାପଡ଼ିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦେଉଳିଟାଙ୍ଗୀର ସୁନୀଲ…

ଛଟପଟ କରୁଛି ବେଆଇନ ପାର୍କିଂ, ଓଭରବ୍ରିଜ୍‌ କାମ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଭୁବନେଶ୍ୱର ମଧ୍ୟଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ସହରବାସୀଙ୍କ ପାଇଁ ଏବେ ବଡ଼ ସମସ୍ୟା ପାଲଟିଛି। ବାରମ୍ବାର ଦୁର୍ଘଟଣା ଜୀବନ ନେଉଥିବାବେଳେ ଏବେ ବିଭିନ୍ନ ସ୍ଥାନରେ ଟ୍ରାଫିକ ଜାମ୍‌ ଅଣନିଃଶ୍ୱାସୀ କରିଦେଉଛି। ଖଣ୍ଡଗିରିଠାରୁ ଖୋର୍ଦ୍ଧା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନର…

ଶିକ୍ଷା ବିଭାଗ ସତର୍କ ଅଛି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ିବା ପରେ ଓଡ଼ିଶାରେ ଛନକା ପଶିଛି। ରାଜ୍ୟରେ କୋଭିଡ୍‌ ନିୟମ କଡ଼ାକଡି ମାନିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିବାବେଳେ ଏସ୍‌ଆର୍‌ସି ଏନେଇ ସବୁ ଜିଲା ଓ ମହାନଗର ନିଗମକୁ ଚିଠି କରିଛନ୍ତି। ବିଶେଷକରି ଶିକ୍ଷାନୁଷ୍ଠାନ ଉପରେ ନଜର…

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର

ଭୁବନେଶ୍ୱର,୨୨।୨ (ବ୍ୟୁରୋ): ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବାକୁ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବେ ଯାତ୍ରା କଳାକାର। ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଗଣଧାରଣା ଦିଆଯିବ। ଏଥିସହ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯିବ। ଏଥିରେ ବିଭିନ୍ନ ବର୍ଗର କଳାକାର…

କୋଭିଡ୍‌ ପୁନଃ ସଂକ୍ରମଣ ଆଶଙ୍କା: ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ଚେତାବନୀ

ଭୁବନେଶ୍ୱର,୨୨।୨(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ କିଛିଦିନ ଥମି ଯାଇଥିବା ବେଳେ ଏବେ ପୁଣି ମହାରାଷ୍ଟ୍ର ଓ କେରଳ ଭଳି କେତେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ…

ଆଜି ବଜେଟ: ସରକାରଙ୍କୁ ସମ୍ବଳ ଚିନ୍ତା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକବର୍ଷ ପାଇଁ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ଚିଠା ବଜେଟ ପ୍ରସ୍ତୁତ କରିଛନ୍ତି। ସୋମବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଆସନ୍ତା ଆର୍ଥିକବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଇ-ବିଧାନସଭା ବ୍ୟବସ୍ଥା…

ଆଜି ରାଜଧାନୀରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସୁସ୍ଥ

ଭୁବନେଶ୍ୱର,୨୧ା୨(ବ୍ୟୁରୋ): ରବିବାର ରାଜଧାନୀରୁ ମାତ୍ର ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଏହି ଆକ୍ରାନ୍ତ ଜଣଙ୍କ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସେ ପଟିଆ ଅଞ୍ଚଳର…

ରାଜ୍ୟରେ ୫୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ରାଜ୍ୟରେ ରବିବାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ବସ୍‌ରୁ ଓହ୍ଲାଇ ଦୟା ନଦୀକୁ ଡେଇଁଲେ ପର୍ଯ୍ୟଟକ, ପାଣି ନ ଥିବାରୁ…

ଭୁବନେଶ୍ୱର,୨୧।୨(ବ୍ୟୁରୋ): ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଟୁରିଷ୍ଟ ବସ୍‌ ଶନିବାର ଦୟା ନଦୀ ବ୍ରିଜ୍‌ ଉପରେ ରହିଥିଲା। ଜଣେ ବ୍ୟକ୍ତି ବସ୍‌ରୁ ଓହ୍ଲାଇ ହଠାତ୍‌ ପୋଲ ଉପରୁ ନଦୀକୁ ଡେଇଁ ପଡିଥିଲେ। ଦୟା ନଦୀରେ ପାଣି ନ ଥିବାରୁ ବ୍ୟକ୍ତିି ଜଣକ…

ରାଜଧାନୀରେ କଡ଼ାକଡ଼ି ହେବ କରୋନା କଟକଣା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଆଉ କିଛିଦିନ ପରେ କରୋନା ମହାମାରୀକୁ ବର୍ଷେ ପୂରିବାକୁ ଯାଉଛି। ଦୀର୍ଘଦିନର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ ଯନ୍ତ୍ରଣା ପରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବାବେଳେ କୋଭିଡ୍‌ ଟିକା ଆଶ୍ୱସ୍ତି ଦେଇଛି। ଲୋକେ ସ୍ବାଭାବିକ ଜୀବନ ଆରମ୍ଭ କରୁଥିବାବେଳେ ଏହି ମହାମାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?