ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୩୫ ଲୋକାଲ କେସ୍
ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫ ରହିଛି। ସେହିପରି ଆଜି ୩୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି...
ଘୁଞ୍ଚିଲା ଓଜେଇଇ ଅନ୍ଲାଇନ ପରୀକ୍ଷା
ଭୁବନେଶ୍ୱର,୭।୯(ବ୍ୟୁରୋ)-କରୋନା ପାଇଁ ଓଜେଇଇ ଅନଲାଇନ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏଁ ପରୀକ୍ଷା ହେବାକୁ ଥିଲା। ଏଥିସକାଶେ ରାଜ୍ୟରେ ୨୧ଟି...
ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍ କରି ଦେଲେ ସୂଚନା
ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ରୁ ନିରନ୍ତର ଭାବେ କାର୍ଯ୍ୟ କରିଆସୁଥିଲି। ଏହି ମହାମାରୀ ସମୟରେ ଲୋକମାନେ...
ପୂର୍ବତନ ଏମ୍ପି ନରେନ୍ଦ୍ର ସ୍ବାଇଁଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୯(ବ୍ୟୁରୋ): ପୂର୍ବତନ ରାଜ୍ୟସଭା ଏମ୍ପି ନରେନ୍ଦ୍ର ସ୍ବାଇଁଙ୍କ ସୋମବାର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।...
ମହିଳାଙ୍କୁ ବ୍ଲାକମେଲିଂ: ୨ଲକ୍ଷ ନ ଦେଲେ ଅଶ୍ଳୀଳ ଭିଡିଓ ଭାଇରାଲ
ଭୁବନେଶ୍ୱର,୭ା୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ ଡୁମୁଡୁମା ଅଞ୍ଚଳର ଜଣେ ମହିଳାଙ୍କୁ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ଜଣେ ଯୁବକ ବ୍ଲାକମେଲିଂ କରୁଥିବା ଅଭିଯୋଗ ହୋଇଛି। ଏପରିକି ୨ଲକ୍ଷ ଟଙ୍କା ନ ଦେଲେ ତାଙ୍କର କିଛି ଅଶ୍ଳୀଳ ଭିଡିଓ ଓ ଫଟୋକୁ...
ନାବାଳିକାଙ୍କୁ ଗଣବଳାତ୍କାର ମାମଲା: ଡିସିପିଙ୍କୁ ରାଜ୍ୟ ମହିଳା କମିଶନଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୭ା୯(ବ୍ୟୁରୋ): ଇନ୍ଫୋସିଟି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ରାଜ୍ୟ ମହିଳା କମିଶନ ନିଜଆଡୁ ହସ୍ତକ୍ଷେପ କରିଛନ୍ତି। ମାମଲାର ଗୁରୁତ୍ୱକୁ ଦେଖି କମିଶନ ଅଧ୍ୟକ୍ଷା ମିନତି ବେହେରା ଭୁବନେଶ୍ୱର ଡିସିପି ଡା. ଉମାଶଙ୍କର ଦାଶଙ୍କୁ ରିପୋର୍ଟ ଦଲବ କରିଛନ୍ତି। କ’ଣ...
ଆଉ ୫ ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍ ଚାଲିବ
ଭୁବନେଶ୍ୱର,୭।୯(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ୫ଟି ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ଦୁର୍ଗ-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ୍ ଦୈନିକ ଚାଲିବ। ଏହା ଭୁବନେଶ୍ୱରରୁ ରାତି ୭ଟା ୫୫ରେ ଛାଡ଼ିବ ଓ ୧୩...
ଆଜି ଆଉ ୧୦ ଜୀବନ ନେଲା କରୋନା, ୫୫୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩ କରୋନା ଆକ୍ରାନ୍ତଙ୍କ...
CORONAVIRUS UPDATE: ରାଜ୍ୟରୁ ଆଜି ୩,୮୬୧ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ବୃଦ୍ଧି
ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୩,୮୬୧ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୭,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ...
୧୩ରେ ଲଘୁଚାପ: ୨ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା
ଭୁବନେଶ୍ୱର,୭ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୨ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ୧୩ ତାରିଖରେ ଏହା ଲଘୁଚାପ...
ଚଳିତ ସପ୍ତାହରେ ଆସିବ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୭।୯(ବ୍ୟୁରୋ): ଅଗଷ୍ଟରେ ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୦ ତାରିଖ ସୁଦ୍ଧା ୮ ଜଣିଆ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଗସ୍ତରେ ଆସିବେ । ଏ ନେଇ...
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୩ ପଜିଟିଭ
ଭୁବନେଶ୍ୱର, ୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରୁ ରବିବାର ୪୮୩ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଏମ୍ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସେଥିମଧ୍ୟରୁ ୨୦୫ ଜଣ କ୍ୱାରାଣ୍ଟାଇନରୁ ଏବଂ ୨୭୮ ଜଣ ଲୋକାଲ...
Archives


