ଆଜି ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ, ୩୩୬୪୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୮।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୯ ଜଣ ଚିହ୍ନଟ…
ଆରମ୍ଭ ହେଲା ବିଧାନସଭା: ଅଭିଭାଷଣ ରଖିଲେ ରାଜ୍ୟପାଳ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ବିରୋଧି କଂଗ୍ରେସ ସଦସ୍ୟ ବିଭିନ୍ନ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ କରିବା ସହ କକ୍ଷତ୍ୟାଗ କରିଥିଲେ। ତେବେ ପରେ ରାଜ୍ୟପାଳ…
ଆଇଏଲ୍ଏସ୍ରେ ମେରାଇନ୍ ବାୟୋଟେକ୍ନୋଲୋଜି କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ
ଭୁବନେଶ୍ୱର, ୧୮।୨(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲ୍ଏସ୍)ରେ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଛନ୍ତି। ଓଡ଼ିଶାରେ…
ଏଥର ୫ ଘଣ୍ଟିଆ ଅଧିବେଶନ
ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ଷୋଡ଼ଶ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନ ସୁରୁଖୁରୁରେ ସମ୍ପନ୍ନ ପାଇଁ ବୁଧବାର ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଧାନସଭା ଅଧିବେଶନ ସଂକ୍ରାନ୍ତୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସରକାରୀ…
‘ମୋଦିଙ୍କ ହୋର୍ଡିଂ କାଢ଼ିବୁ’
ଭୁବନେଶ୍ୱର, ୧୮ା୨(ବ୍ୟୁରୋ): ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତିରଂଜନ ଲେଙ୍କାଙ୍କ ନେତୃତ୍ୱରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧିକୁ ନେଇ ପ୍ରତିବାଦ କରାଯାଇଛି। ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲ ଛକରୁ ଏକ ବିଶାଳ ଶୋଭାଯାତ୍ରା ଅଭିନବ ଉପାୟରେ…
ସରକାରଙ୍କୁ ଘେରିବାକୁ ରଣକୌଶଳ
ଭୁବନେଶ୍ୱର,୧୮।୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିିଛନ୍ତି। ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ସହ ମୁଲତବୀ ଆଲୋଚନା ଥିବାରୁ ଚଳିତ ଅଧିବେଶନ ବେଶ୍ ସରଗରମ ହେବ। ବିପଯର୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ସୀମା ବିବାଦ, ମଣ୍ଡିରୁ…
୧୩,୩୧୧ କୋଟିରେ ୨୨ ଶିଳ୍ପ
ଭୁବନେଶ୍ୱର,୧୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୦ ଶିଳ୍ପଭିତ୍ତିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବାବେଳେ ୨ଟି ପ୍ରକଳ୍ପକୁ ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ମେଟାଲ, ଡାଉନ୍ଷ୍ଟ୍ରିମ, ପର୍ଯ୍ୟଟନ, ବୟନ ଶିଳ୍ପ, ସିମେଣ୍ଟ, ପ୍ଲାଷ୍ଟିକ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ଅନ୍ତର୍ଭୁକ୍ତ।…
ଆଜିଠୁ ହାଲୁକା ବର୍ଷା, ବଜ୍ରପାତ ସତର୍କତା
ଭୁବନେଶ୍ୱର, ୧୮।୨(ବ୍ୟୁରୋ): ବିଦର୍ଭ ଓ ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଯାଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଓଡ଼ିଶାର କିଛି ଜିଲାରେ ୨ରୁ ୩ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।…
ଝଲସିବ କଳିଙ୍ଗ ଷ୍ଟୁଡିଓ
ଭୁବନେଶ୍ୱର, ୧୮ା୨(ବ୍ୟୁରୋ):ନୂଆ ରୂପରେ ଝଲସିବ ଭୁବନେଶ୍ୱରସ୍ଥିତ ଐତିହାସିକ କଳିଙ୍ଗ ଷ୍ଟୁଡିଓ। ଖୁବ୍ଶୀଘ୍ର ଏହାର ନବକଳେବର ହେବ। ଏହାକୁ ‘ଷ୍ଟେଟ୍ ଅଫ୍ ଦି ଆର୍ଟ’ ସିନେମା ଷ୍ଟୁଡିଓ ଭାବେ ବିକଶିତ କରାଯିବ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ମୁଖ୍ୟ…
ଅପରାଜିତା ବୋକା ବନାଇବାକୁ ଚେଷ୍ଟା ନ କରନ୍ତୁ: ମାନସ
ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଏକାମ୍ର କ୍ଷେତ୍ର ପାଇଁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର ସପକ୍ଷରେ ଭାଜପାର କେତେଜଣ ବରିଷ୍ଠ ନେତା ମତ ଦେଇ ଆସୁଥିବା ବେଳେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଆସୁଛନ୍ତି। ଅପରପକ୍ଷରେ ଅପରାଜିତାଙ୍କ ଏଭଳି ଅଭିଯୋଗକୁ ବିଜେଡି ଜବାବ୍…
ଆଜିଠାରୁ ବିଧାନସଭା: ୨୨ରେ ବଜେଟ
ଭୁବନେଶ୍ୱର,୧୮ା୨(ବ୍ୟୁରୋ):ଗୁରୁବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ଫେବୃୟାରୀ ୧୯ ଓ ୨୦ ଦୁଇଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ।…
ସମଲେଇ ମନ୍ଦିର ପାଇଁ ୨୦୦କୋଟି
ଭୁବନେଶ୍ୱର,୧୮।୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ ସମ୍ବଲପୁର ମା’ ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଏକ ବୃହତ୍ ଯୋଜନା ପ୍ରସ୍ତୁତ କରିଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ବୁଧବାର…

