ସବୁଦିନ ଚାଲିିବ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ
ଭୁବନେଶ୍ୱର, (ବ୍ୟୁରୋ)/ସମ୍ବଲପୁର(ବ୍ୟୁରୋ), ୭।୧୧: ଶନିବାରଠାରୁ ଆସନ୍ତା ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ ସବୁଦିନ ଚଳାଚଳ କରିବ। ପୂର୍ବରୁ ଏହା ସପ୍ତାହକୁ ପାଞ୍ଚଦିନ ଚାଲୁଥିଲା। ଟ୍ରେନ୍ ନଂ.୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ରାଉରକେଲାରୁ ସକାଳ ୫ ଟା ୧୦ରେ ଛାଡ଼ି ଭୁବନେଶ୍ୱରରେ…
କରୋନା ରୋଗୀଙ୍କ ପାଇଁ ଆମ୍ବୁଲାନ୍ସ ସେବା
ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାୟଗଡ଼ାର ବିଷମ କଟକ ଭଳି ଅନୁନ୍ନତ ଅଞ୍ଚଳରେ କରୋନା ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ମିଳିବ। ନୂଆଦିଲ୍ଲୀସ୍ଥିତ ସାମାଜିକ ଅନୁଷ୍ଠାନ ‘ଆଶ୍ରା’ ପକ୍ଷରୁ ଏପରି ଉଦ୍ୟମ ଆରମ୍ଭ ହୋଇଛି। ଶୁକ୍ରବାର ମଞ୍ଚେଶ୍ବରସ୍ଥିତ ଓଡ଼ିଶା ଡିଜେଲ୍ ଇଞ୍ଜିନ୍ସ ପ୍ରାଇଭେଟ୍ ଲିମିଟେଡ୍ ପରିସରରେ ଅନୁଷ୍ଠାନର…
ଅନ୍ଧାରୁଆରେ ହେବ ଟିକା ପ୍ରସ୍ତୁତ ୟୁନିଟ୍
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଟିକା ତିଆରି ୟୁନିଟ୍ ସ୍ଥାପନ ହେବ। ଏଥିରେ ୩୦୦ କୋଟି ଟଙ୍କାର ପୁଞ୍ଜିନେବଶ କରାଯିବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଡିଜିଟାଲ ମୋଡ୍ରେ ଅନୁଷ୍ଠିତ ବୈଠକରେ ଏହି…
ଆସନ୍ତା ସପ୍ତାହରେ ବସିପାରେ କ୍ୟାବିନେଟ୍
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଆସନ୍ତା ସପ୍ତାହରେ ରାଜ୍ୟ କ୍ୟାବିନେଟ ବୈଠକ ବସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚଳିତ ୧୦ ତାରିଖରେ ଭିଡିଓ କନଫରେନ୍ସରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଏଥିରେ ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ସମେତ ଜଙ୍ଗଲ…
ଶୀତ ଅଧିବେଶନ ପୂର୍ବରୁ ୧୦ରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଅଧିବେଶନରେ ଅତିରିକ୍ତ ବଜେଟ୍ ଆଗତ ହେବା ସହିତ ଏହାକୁ ମଞ୍ଜୁରୀ ପ୍ରଦାନ କରାଯିବ। ହେଲେ ଆସନ୍ତା ଅଧିବେଶନରେ ବିଧାୟକ, ବିଧାନସଭା…
ରାଜ୍ୟରେ ସୁସ୍ଥ ହେଲେ ୧୬୪୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରିରୁ ୭୮, ବାଲେଶ୍ବରରୁ…
ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ
ଭୁବନେଶ୍ୱର,୬।୧୧(ବ୍ୟୁରୋ)-ଚଳିତ ବର୍ଷର ଓଜେଇଇ ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଓଜେଇଇ ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା ଦେଇଥିବା ୪୯,୨୬୭ ଜଣ ଛାତ୍ରଙ୍କୁ ମିଳିଛି ୟେଲୋ ରାଙ୍କ। ଶୋଭିତ ପଟଲେ ବି.ଟେକ ଏବଂ…
ଭୁବନେଶ୍ୱରରୁ ଆଜି ପୁଣି ୬୧ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍
ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୬୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୪୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
କରୋନା ମୃତ୍ୟୁସଂଖ୍ୟା ପୁଣି ଉପରମୁହାଁ: ଆଜି ନେଲା ଆଉ ୧୫ ଜୀବନ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…
ଆଜି ରାଜ୍ୟରେ ୧୪୯୪ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୧୪୯୪ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୬୭ ଜଣ ଚିହ୍ନଟ…
‘ମଲିକା-ଇ-ତାଜ’ରେ ସ୍ନେହାଶ୍ରୀ ପ୍ରଥମ ରନର୍ସ ଅପ୍
ପୁରୁଣା ଭୁବନେଶ୍ୱର,୬ା୧୧(ଡି.ଏନ୍.ଏ.): ଆଗ୍ରାରେ ଅନୁଷ୍ଠିତ ହୋଇଥିବା ମଲିକା-ଇ-ତାଜ୍ ସିଜନ-୨ ମଡେଲିଂରେ ପ୍ରଥମ ରନର୍ସ ଅପ ଭାବେ ୧୪ବର୍ଷୀୟା ଓଡ଼ିଆ ଝିଅ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସ୍ନେହାଶ୍ରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି। ଗତ ୧ତାରିଖରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍ କଳାକାର…
ମୋ ବସ୍କୁ ୨ ବର୍ଷ: ଆଜି ନିରାଡ଼ମ୍ବର ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୬।୧୧ (ବ୍ୟୁରୋ): ‘ମୋ ବସ୍’ ସେବାକୁ ଇତି ମଧ୍ୟରେ ଦୁଇବର୍ଷ ପୂରିଛି। ରାଜଧାନୀ ଭୁବନେଶ୍ୱର ସମତେ କଟକ, ଖୋର୍ଦ୍ଧା, ପୁରୀ ଓ କୋଣାର୍କରେ ଯାତ୍ରୀଙ୍କୁ ଭରସାଯୋଗ୍ୟ ସ୍ବଳ୍ପକାଳୀନ ସେବା ଯୋଗାଇବା ସହ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛି ମୋ ବସ୍। ସ୍ବଚ୍ଛତା,…
Archives


