Bhubaneswar: ରାଜଧାନୀରେ ବଡ଼ ଅଘଟଣ: ସକାଳୁ ସକାଳୁ ଗୁଳି କରିଦେଲେ
ଭୁବନେଶ୍ୱର,୨୦।୪: ପୂର୍ବ ଶତ୍ରୁତାରୁ ରାଜଧାନୀ ଭୁବନେଶ୍ବରରେ ଫୁଟିଲା ଗୁଳି। ବାଲିପାଟଣାରେ ବିଳମ୍ବିତ ରାତିରେ ଗୁଳି ଫୁଟିଛି। ବାଇକରେ ଆସି ଯୁବକଙ୍କୁ ଗୁଳିମାରି ଚମ୍ପଟ ମାରିଛନ୍ତି ୨ଦୃବୁର୍ତ୍ତ। ଆହତ ଯୁବକଙ୍କ କାନ୍ଧରେ ଗୁଳି ବାଜିଛି। ଆହତ ଯୁବକ ଜଣକ ହେଲେ ଦୀପ୍ତିରଞ୍ଜନ...
ଅନଲାଇନ୍ ଗେମରେ ହାରିଗଲେ ୭ ଲକ୍ଷ ଟଙ୍କା, ଫ୍ୟାନରେ ଝୁଲିପଡ଼ିଲେ ଯୁବକ
ଭୁବନେଶ୍ୱର,୧୯ା୪(ସତ୍ୟଜିତ୍ ରାଉତ): ରାଜଧାନୀ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚିନ୍ତାମଣିଶ୍ୱର ଅଞ୍ଚଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଅନଲାଇନ୍ ଗେମରେ ଲକ୍ଷାଧିକ ଟଙ୍କା ହାରି ଜଣେ ଯୁବକ ନିଜ ଜୀବନ ହାରିଛନ୍ତି। ମୃତ ଯୁବକ ହେଲେ ବିକାଶ ନାୟକ (୨୪)।...
OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର, ୧୯ା୪(ସୁନିତ୍ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍ଏଫ୍)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ...
ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୪(ବନ୍ଦନା ସେଠୀ) – ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ୟୁନାଇଟେଡ କିଙ୍ଗ୍ଡମ୍ର ସମ୍ମାନଜନକ ‘ସ୍ୟାଣ୍ଡ୍ ମାଷ୍ଟର ଆଓ୍ବାର୍ଡ’ରେ ସମ୍ମାନିତ ହୋଇଛନ୍ତି। ଶନିବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଦର୍ଶନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି...
ମୁହାଁମୁହିଁ ହେଲେ ନବୀନ-ମନମୋହନ, ରାଜ୍ୟରେ ଚହଳ
ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ...
ଆୟୁଷ୍ମାନ ଭାରତକୁ ନେଇ ଆସିଲା ବଡ଼ଖବର: ସଫ୍ଟୱେର ସମସ୍ୟା
ଭୁବନେଶ୍ୱର,୧୯।୪: ଓଡ଼ିଶାରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରିତା ବେଳେ ସଫ୍ଟୱେର ସମସ୍ୟା ଦେଖାଦେଉଛି। ହେଲ୍ଥ କେୟାର ପ୍ରୋଭାଇଡର୍ସ ରାଜ୍ୟ ସମ୍ପାଦକ ନିଲାଞ୍ଜନା ମୁଖାର୍ଜୀ ଏ ନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଟିପି ଜେନେରେଟ ଟାଇମ ଆଉଟ ସମୟ ୧୦ ମିନିଟକୁ...
ଟୁଇନ୍ ସିଟିରେ ହେବ ନୂଆ ଆଇଟି ପାର୍କ
ଭୁବନେଶ୍ୱର,୧୯।୪: ଟୁଇନ୍ ସିଟିରେ ହେବ ନୂଆ IT ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ । IT ଶିଳ୍ପ ପାଇଁ ତିଆରି ହେବ ପ୍ଲଗ...
BJD: ବିଜେଡିରେ ଚାଲିଛି କ’ଣ? ପଛେଇଗଲେ ବଡ଼ ନେତା
ଭୁବନେଶ୍ୱର,୧୯।୪: ୯ମ ଇନିଂସରେ ପାଦ ଛାପିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକଙ୍କୁ ଶନିବାର ବିଜୁ ଜନତା ଦଳ (ବିଜେଡି)ର ସଭାପତି ଭାବେ ପୁନଃ ନିର୍ବାଚିତ ହୋଇଛନ୍ତି। ତେବେ ଏହି ସମୟରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଥିଲା।...
Subhadra Money: ୪ଦିନ ପରେ ମିଳିବ ସୁଭଦ୍ରା ଟଙ୍କା: କହିଦେଲେ ପ୍ରଭାତୀ, ଏମାନଙ୍କୁ ମିଳିବନି ୧୦ହଜାର
ଭୁବନେଶ୍ୱର,୧୯।୪: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର । ପୁଣି ମିଳିବ ସୁଭଦ୍ରା ଟଙ୍କା । ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି ।...
ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ କାହିଁକି ନ ଥିଲେ ଏସବୁ ହେଭିଓ୍ବେଟ୍ : ଏବେ ବଢ଼ୁଛି…
ଭୁବନେଶ୍ୱର,୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ ହେଭିଓ୍ବେଟ୍। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ,ପ୍ରଫୁଲ୍ଲ ମଲିକ। ତେବେ ଶଶି ବେହେରା,...
ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି: ନୀରବିଗଲା ରାଜନୈତିକ ଚେତନାର ନିଷ୍ଠାବାନ କଣ୍ଠସ୍ବର
ଭୁବନେଶ୍ୱର,୧୯।୪: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୭୦ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି। ତାଙ୍କର କିଡନୀ ଜନିତ ସମସ୍ୟା ଯୋଗୁ...
Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ
ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। Naveen Patnaikଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି...
Archives


