ମେଟ୍ରୋ

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୬୮ ଚିହ୍ନଟ, ୧୧୫ ସୁସ୍ଥ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଏଇ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ୧୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଗୁରୁବାର ରାଜଧାନୀରୁ ୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ…

ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।

କରୋନା ନେଲା ଆଉ ୧୪ ଜୀବନ: ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୩୭୮କୁ ବୃଦ୍ଧି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ କରୋନା ଜନିତ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି। ବୁଧବାର କରୋନାରେ ୧୨ଜଣଙ୍କ ଜୀବନ ଯାଇଥିବା ବେଳେ ଗୁରୁବାର ଏହି ସଂଖ୍ୟା…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଗୁରୁବାର ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଲକ୍ଷରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ କ୍ୱାରାଣ୍ଟାଇନ୍‌…

‘ଅତିଥି ସେବାରେ ଅବହେଳା କରନି’

ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ମହାମାରୀ ପରିସ୍ଥିତି ଧୀରେ ଧୀରେ ସୁଧୁରୁଥିବାବେଳେ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏଭଳି ସ୍ଥଳେ ହୋଟେଲ, ରେଷ୍ଟୁରାଣ୍ଟ, ହସ୍ପିଟାଲିଟି ଏବଂ ଟୁରିଜମ୍‌ ଶିଳ୍ପ ‘ନ୍ୟୁ ନର୍ମାଲ’ ବା ନୂଆ ସାଧାରଣ ସ୍ଥିତିର ସମ୍ମୁଖୀନ ହେବା…

କମିଲା ବାଲେଶ୍ୱର, ତିର୍ତ୍ତୋଲ ମତଦାନ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ମତଦାନ ହାର କମିଛି। ଗତ ୩ ତାରିଖରେ ହୋଇଥିବା ଉପନିର୍ବାଚନରେ ବାଲେଶ୍ୱରରେ ୭୦.୬୯ ପ୍ରତିଶତ ମତଦାନ ହୋଇଥିବା ବେଳେ ତିର୍ତ୍ତୋଲରେ ୬୯.୬୬ ପ୍ରତିଶତ ହୋଇଛି। ୨୦୧୯ ସାଧାରଣ ନିର୍ବାନରେ ବାଲେଶ୍ୱର ବିଧାନସଭା ପାଇଁ…

ମୁଖ୍ୟ ଶାସନ ସଚିବଙ୍କୁ ପକ୍ଷଭୁକ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୫।୧୧(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା ଲାଗି ମାସ୍କ ଓ ପିପିଇ କିଟ୍‌ କିଣା ଦୁର୍ନୀତି ମାମଲାରେ ଦୁଇ ବରିଷ୍ଠ ଆଇଏଏସ୍‌ ଅଧିକାରୀ ହେମନ୍ତ ଶର୍ମା ଓ ଯାମିନୀ କାନ୍ତ ଷଡ଼ଙ୍ଗୀ ବୁଧବାର ଲୋକାୟୁକ୍ତଙ୍କ ନିକଟରେ ଦ୍ୱିତୀୟଥର ପାଇଁ ହାଜର ହୋଇଛନ୍ତି। ଶୁଣାଣିବେଳେ ସେମାନେ…

ପେନ୍‌ସନଭୋଗୀଙ୍କ ଅନୁପସ୍ଥିତିରେ ମିଳିବ ପେନ୍‌ସନ

ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ସମୟରେ ରାଜ୍ୟ ସରକାରଙ୍କ ୫-‘ଟି’ ଏବଂ ‘ମୋ ସରକାର’ ସୂତ୍ର ଅଧୀନରେ ପରିବାର ପେନ୍‌ସନଭୋଗୀଙ୍କୁ ସେବା ଯୋଗାଇ ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି। ବାର୍ଷିକ ଜୀବନ ପ୍ରମାଣପତ୍ର, ପୁନଃ ବିବାହ ଓ ଅବିବାହିତ ସମ୍ବନ୍ଧୀୟ ଘୋଷଣାନାମା ସହ ନିୟୋଜନ…

ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ମାଗିଲେ ହାଇକୋର୍ଟ

ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ, ୫।୧୧: ବହୁ ଚର୍ଚ୍ଚିତ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଧାର୍ଯ୍ୟ ସମୟରେ କ୍ରାଇମବ୍ରାଞ୍ଚ ଷ୍ଟାଟସ୍‌ ରିପୋର୍ଟ ଦେଇ ପାରି ନ ଥିବାରୁ କ୍ଷୁବ୍ଧ ହୋଇଛନ୍ତି।…

ଡିସେମ୍ବର ୨ୟ ସପ୍ତାହ ପରେ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୫।୧୧(ବ୍ୟୁରୋ): ୟୁରୋପ ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍‌ ସଂକ୍ରମଣ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି। ଏବେଠାରୁ ସତର୍କ ରହିବାକୁ ପଡିବ ବୋଲି…

ପାଣିରେ ପଡ଼ିଲା ୪୮ କୋଟି

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଚାଷଜମିକୁ ପାଣି ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ଜିଲାରେ ନିର୍ମାଣ କରୁଛନ୍ତି ଜଳସେଚନ ପ୍ରକଳ୍ପ। କେନାଲ ସମ୍ପ୍ରସାରଣ, ମରାମତି, ଖନନ ମଧ୍ୟ ହେଉଛି। ଏଥିଲାଗି ସରକାରୀ ତହବିଲରୁ ଖର୍ଚ୍ଚ ହେଉଛି ବହୁ କୋଟି ଟଙ୍କା। ହେଲେ ଜଳ ସମ୍ପଦ…

ଜାନୁୟାରୀ ୩୧ରେ ସିଟିଇଟି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ସିବିଏସ୍‌ଇ ଦ୍ୱାରା ପରିଚାଳିତ ସେଣ୍ଟ୍ରାଲ ଟିଚର ଏଲିଜିବିଲିଟି ଟେଷ୍ଟ (ସିଟିଇଟି) ୨୦୨୧ ଜାନୁୟାରୀ ୩୧ରେ ଅନୁଷ୍ଠିତ ହେବ। କୋଭିଡ୍‌ ସଂକ୍ରାନ୍ତ ସୁରକ୍ଷା ଓ ଗାଇଡ୍‌ଲାଇନ୍‌କୁ ଗୁରୁତ୍ୱ ଦିଆଯାଇ ଦେଶର ୧୩୫ ସହରରେ ଏହି ପରୀକ୍ଷା କରାଯିବ। ପୂର୍ବରୁ ଏହି ପରୀକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri