ମେଟ୍ରୋ

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତ ବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧିକୁ ବୁଧବାର ବଢାଇ ଦିଆଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ନିର୍ଦ୍ଦେଶ ମୁତାବକ, ୧୨ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଫର୍ମ ପୂରଣ କରିପାରିବେ।…

ସ୍କୁଲକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଦ୍ୟାଳୟରେ କୋଭିଡ୍‌-୧୯ ମାର୍ଗଦର୍ଶିକା ସଠିକ ବ୍ୟବହାର କରାଯାଉଛି କି ନାହିଁ ତାହାର ଅନୁଧ୍ୟାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ପୂର୍ବାହ୍ନରେ ନିମାପଡ଼ାର ଭାଣପୁର ହାଇସ୍କୁଲ ପରିଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ରାଜ୍ୟରେ କୋଭିଡ-୧୯ ସଂକ୍ରମଣ…

ରାଜ୍ୟରେ ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ମେଡିକାଲ ସାମୟିକ ବନ୍ଦ

କଟକ ଅଫିସ, ୧୦।୧: କଟକ ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ପରେ ଜିଲା ପ୍ରଶାସନ କଠୋର ହୋଇଛି। ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କରାଯାଇଛି। ହସ୍ପିଟାଲରେ କୌଣସି ରୋଗୀ ଚିକିତ୍ସା କି ଡାକ୍ତରୀ ପରୀକ୍ଷା ହେବ ନାହିଁ ବୋଲି ଜିଲା ପ୍ରଶାସନ…

ପିଜି ପ୍ରଥମ, ୟୁଜି ଦ୍ୱିତୀୟ ବର୍ଷ ପାଠପଢ଼ା ହେଲା ଆରମ୍ଭ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ପିଜି ପ୍ରଥମ ବର୍ଷ ଏବଂ ୟୁଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ପିଜିର ପ୍ରଥମ ସେମିଷ୍ଟର ପରୀକ୍ଷା ଜୁନ ୭ରୁ ୧୯ ତାରିଖ ମଧ୍ୟରେ ହେବ। ଜୁଲାଇ ୨୦ ସୁଦ୍ଧା ପିଜି ପ୍ରଥମ…

‘ଲିଙ୍ଗରାଜଙ୍କ ପାଇଁ ହୋଇନି ବାଇ-ଲ ପ୍ରତ୍ୟାହାର’

ଭୁବନେଶ୍ୱର, ୧୦ା୨(ବ୍ୟୁରୋ): କେବଳ ପୁରୀ ଶ୍ରୀମନ୍ଦିର ପାଇଁ ବାଇ-ଲ ପ୍ରତ୍ୟାହାର ହୋଇଛି। ଲିଙ୍ଗରାଜ ମନ୍ଦିର ପାଇଁ ହୋଇନାହିଁ। ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (ଏନ୍‌ଏମ୍‌ଏ)ର ପ୍ରସ୍ତାବିତ ଚିଠା ଉପନିୟମ (ବାଇ-ଲ) ପ୍ରତ୍ୟାହାର ସମ୍ପର୍କରେ ପ୍ରତିକ୍ରିୟା ରଖି ମଙ୍ଗଳବାର କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ…

ହାତୀଦାନ୍ତ ପାଇଁ ବଢୁଛି ଶିକାର

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ହାତୀ-ମଣିଷ ଲଢ଼େଇରେ ଉଭୟ ହାତୀ ଓ ମଣିଷ ବଳି ପଡୁଛନ୍ତି। ହାତୀ ପରିବେଶପ୍ରେମୀ ଓ ବନ୍ୟପ୍ରାଣୀପ୍ରେମୀଙ୍କ ସମର୍ଥନ ପାଉଥିବାବେଳେ ମଣିଷ ଦଳମତ ନିର୍ବିଶେଷରେ ରାଜନେତାଙ୍କ ସମର୍ଥନ ପାଉଛି। ନିଜ ଫସଲକୁ ରକ୍ଷା କରିବା ପାଇଁ ଲୋକଙ୍କ ଦ୍ୱାରା ବିଛାଯାଇଥିବା…

ମହିଳାଙ୍କ ଫିଙ୍ଗର ପ୍ରିଣ୍ଟ ଯାଞ୍ଚ ପାଇଁ ହେବ ଆବେଦନ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତାରୁ ମିଳିଥିବା ମୁଣ୍ଡବିହୀନ ମହିଳାଙ୍କ ମୃତଦେହର ପରିଚୟ ପାଇବା ନେଇ କମିଶନରେଟ ପୋଲିସ ପ୍ରୟାସ ଜାରି ରଖିଛି। କୋଲ୍‌କାତା ସମେତ ରାଜ୍ୟର ୧୧ଜିଲାରୁ ମୁଣ୍ଡବିହୀନ ମହିଳାଙ୍କ ସମ୍ପର୍କରେ ପୋଲିସକୁ ଖବର ମିଳିବା ପରେ ପୋଲିସ…

୨ ମହିଳାଙ୍କ ସୁନାଚେନ ଝାମ୍ପିନେଲେ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜଧାନୀରେ ପୁଣି ଲୁଟେରା ମାତିଲେଣି। ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଜେଲ ଗେଟ୍‌ ସମ୍ମୁଖ ରୋଡରେ ପ୍ରାତଃଭ୍ରମଣ ବେଳେ ମନୋରମା ସାହୁ ନାମ୍ନୀ ମହିଳାଙ୍କ ବେକରେ କଟୁରୀ ଲଗାଇ ୩ଜଣ ଦୁର୍ବୃତ୍ତ ସୁନାଚେନ ଝାମ୍ପି ନେଇଛନ୍ତି। ସେହିପରି ଏୟାରଫିଲ୍ଡ…

ନାବାଳିକା ଅପହରଣ, ହତ୍ୟା ଘଟଣା: ଭୁବନେଶ୍ୱରରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପଶ୍ଚିମବଙ୍ଗରେ ଜଣେ ନାବାଳିକା (୧୪)ଙ୍କୁ ଅପହରଣ ପରେ ତାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତ ଫେରାର ଥିବାବେଳେ ଭୁବନେଶ୍ୱରରେ ଆତ୍ମଗୋପନ କରିଥିଲେ। ମଙ୍ଗଳବାର ସଂପୃକ୍ତ ଫେରାର ଅଭିଯୁକ୍ତଙ୍କୁ ଏୟାରଫିଲ୍ଡ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ…

ସମ୍ବେଦନଶୀଳ ବର୍ଗଙ୍କୁ ନେଇ ହେବ ଏସ୍‌ଏଚ୍‌ଜି

ଭୁବନେଶ୍ୱର(ବ୍ୟୁରୋ),୧୦ା୨: ଏବେ ସ୍ବତନ୍ତ୍ର ବର୍ଗଙ୍କୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଗଠନ କରାଯିବ। ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାର ପାହାଚ ସ୍ବରୂପ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛି। ରାଜ୍ୟ ସରକାରଙ୍କ ଏପ୍ରକାର ଯୋଗାଯୋଗକୁ ଆଧାର…

ଭୁବନେଶ୍ୱରରେ ଖୋଲିବ ସାଇବର ଥାନା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ସାଇବର ଠକେଇଜନିତ ଅଭିଯୋଗ ନେଇ ଗତ ଜାନୁୟାରୀ ୭ ତାରିଖରେ କମିଶନରେଟ ପୋଲିସ ପକ୍ଷରୁ ସାଇବର ହେଲ୍ପ ଡେସ୍କ ପ୍ରତିଷ୍ଠା କରାଯାଇଥିଲା। ଇତିମଧ୍ୟରେ ଏହି ହେଲ୍ପ ଡେସ୍କକୁ ଏକମାସ ପୂରିଥିବାବେଳେ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏନେଇ ସମୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?