ମେଟ୍ରୋ

ଆଜିଠୁ ଜେଇଇ ମେନ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍‌) ଆରମ୍ଭ ହେଉଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଚଳିତବର୍ଷ ରାଜ୍ୟର ମୋଟ ୭ ସହରରେ ୨୬ଟି କେନ୍ଦ୍ର କରାଯାଇଥିବାବେଳେ ପ୍ରାୟ...

ପ୍ରଶାନ୍ତ ଭୂଷଣ ରାୟ: ସାଧାରଣରେ ନାପସନ୍ଦ

ଭୁବନେଶ୍ୱର,୧।୯(ବ୍ୟୁରୋ):  ଦୀର୍ଘଦିନ ଧରି ଜାତୀୟସ୍ତରଠାରୁ ଆରମ୍ଭକରି ଆଞ୍ଚଳିକ ଗଣମାଧ୍ୟମ ଏବଂ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଥିବା ସାମାଜିକ କର୍ମୀ ତଥା ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ ଅବମାନନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସୁପ୍ରିମକୋର୍ଟ ଶୁଣାଇଥିବା ରାୟ ବେଶ୍‌...

ପ୍ରଣବଙ୍କ ବିୟୋଗରେ ମନ୍ତ୍ରୀ, ରାଜନେତାଙ୍କ ଶୋକ

ଭୁବନେଶ୍ୱର,୧।୯(ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଣବଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ଧର୍ମେନ୍ଦ୍ର ଶୋକ...

‘ଲୋକଙ୍କ ଆବଶ୍ୟକତା ପୂରଣ କର’

ଭୁବନେଶ୍ୱର,୧।୯(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ଲୋକମାନଙ୍କର ବଢୁଥିବା ପାୈର ସେବା ଆବଶ୍ୟକତାକୁ ପୂରଣ କର। ସୋମବାର ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକୁ ଏହି ଆହ୍ବାନ ଦେଇଛନ୍ତି। ଲୋକସେବା ଭବନରେ...

କରୋନା ମୁକାବିଲା: ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ। କୋଭିଡ୍‌ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍‌ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ କେନ୍ଦ୍ରୀୟ ଟିମ୍‌ ପ୍ରଶାସନକୁ ଆବଶ୍ୟକ ସହାୟତା ଯୋଗାଇ ଦେବେ...

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୧।୯(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ରାଜ୍ୟ ସରକାର ଆବେଦନ ପାଇଁ ଛାତ୍ରୀଛାତ୍ରଙ୍କୁ ଅଧିକ ସମୟ ଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ଶେଷ ତାରିଖ ରହିଥିଲା। ଏବେ ଆଉ...

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି ରହିବ। ତେବେ ରାଜ୍ୟରେ ଲାଗୁ ହେଉଥିବା ରାତ୍ରିକାଳୀନ କର୍ଫ୍ୟୁ ଏବଂ ସପ୍ତାହାନ୍ତ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ...

ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ନବୀନ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ...

ଭୁବନେଶ୍ୱରରେ ପୁଣି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାର ୪୦୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨୫ରେ ପହଞ୍ଚିଛି। ତେବେ ଆଜି ୨୭ ନଂ. ଓ୍ବାର୍ଡରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି...

କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ଥିବା ବେଳେ ନିକଟରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକଙ୍କୁ...

ରାଜ୍ୟରେ ୪ ଯାଏ ବର୍ଷା: ଏ ସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସେଷ୍ଟେମ୍ବର ୪ ଯାଏ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପାଣିପାଗ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri