ଓଡ଼ିଶାକୁ ମିଳିବ ଅନ୍ତର୍ଜାତୀୟ ପୁରସ୍କାର
ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ସହରାଞ୍ଚଳରେ କର୍ମନିଯୁକ୍ତି ଏବଂ ମଳ ପରିଚାଳନା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ଅଭିନବ ପଦକ୍ଷେପ ନିମନ୍ତେ ଅନ୍ତର୍ଜାତୀୟ ପୁରସ୍କାର ଲାଗି ତାଲିକାଭୁକ୍ତ ହୋଇଛନ୍ତି । ଦେଶର ଏକମାତ୍ର ରାଜ୍ୟଭାବେ ଓଡ଼ିଶା ଏହି ତାଲିକାର ପ୍ରଥମ ୧୫ ସ୍ଥାନରେ…
ଆଜିଠୁ ପିଜି ପ୍ରଥମ, ୟୁଜି ଦ୍ୱିତୀୟ ବର୍ଷ ପାଠପଢ଼ା
ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ପିଜି ପ୍ରଥମ ବର୍ଷ ଏବଂ ୟୁଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ପିଜିର ପ୍ରଥମ ସେମିଷ୍ଟର ପରୀକ୍ଷା ଜୁନ ୭ରୁ ୧୯ ତାରିଖ ମଧ୍ୟରେ ହେବ। ଜୁଲାଇ ୨୦ ସୁଦ୍ଧା ପିଜି ପ୍ରଥମ…
ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ
ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ବିସ୍ତୃତ ପ୍ରକଳ୍ପ ରିପୋର୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଳ ବରଗଡ ମୁଖ୍ୟ କେନାଲର ଆର୍ଡି ୩୪.୧୦ କି.ମି.ରୁ ଉତ୍ତୋଳନ ପାଇଁ ପ୍ରାବଧାନ କରାଯାଇଥିଲା। ପ୍ରକଳ୍ପ ରିପୋର୍ଟରେ ଥିବା ପ୍ରାବଧାନକୁ…
୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ବିଜ୍ଞପ୍ତି
ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟରେ ୫୦୪ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ବିଜ୍ଞପ୍ତି ପ୍ରକାଶ କରିଛି। ଇଚ୍ଛୁକ ପ୍ରାର୍ଥୀମାନେ ଓପିଏସ୍ସିର ଓ୍ବେବ୍ସାଇଟ୍ www.opsc.gov.inରେ ଅନ୍ଲାଇନ୍ ମାଧ୍ୟମରେ ଅବେଦନ କରିପାରିବେ। ଫେବୃୟାରୀ ୧୫ରୁ…
ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ। ଇଞ୍ଜିନିୟରିଂ, ଆଇଟିଆଇ, ପଲିଟେକ୍ନିକ୍ କଲେଜ ଖୋଲିବ। ଏଥିସହିତ ସମସ୍ତ ପ୍ରଫେସନାଲ କୋର୍ସ କଲେଜ ମଧ୍ୟ ବୁଧବାରଠାରୁ ଖୋଲାଯିବ। ତେବେ ବୁଧବାରଠାରୁ କଲେଜ ଖୋଲିଲେ ମଧ୍ୟ ୧୭ ତାରିଖରୁ କ୍ଲାସ୍ ଆରମ୍ଭ…
ସଂଶୋଧନ ହେଲା ବିପିୟୁଟି ଆଇନ
ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଆଇନ-୨୦୦୨ର ସଂଶୋଧନ ହୋଇଛି। ସୂଚନା ଓ ବୈଷୟିକ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ବୋର୍ଡ ଅଫ୍ ଗଭନର୍ସ ଦ୍ୱାରା ପରିଚାଳନା ନିମନ୍ତେ ବିପିୟୁଟି ଆକ୍ଟରେ ଥିବା ସଂଘଟକ…
ତେଲ ଦର ଆକାଶଛୁଆଁ
ଭୁବନେଶ୍ୱର,୧୦।୨: ଚଳିତ ବର୍ଷ ଆରମ୍ଭରୁ ତେଲ ଦର ଦ୍ରୁତ ହାରରେ ବଢ଼ିଚାଲିଛି। କରୋନା ମହାମାରୀ ଯୋଗୁ ଖାଉଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସମୟରେ ଲଗାତର ତୈଳ ଦର ବୃଦ୍ଧି ସବୁ ବର୍ଗର ଖାଉଟିଙ୍କ ଆର୍ଥିକ ଅବସ୍ଥା ଉପରେ…
ଚାଷୀଙ୍କୁ ଓଡ଼ିଶାର ସମର୍ଥନ
ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍ଡିଏ ସରକାର ଆଣିଥିବା ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ ଚାଷୀ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଛି। ଏହି ଆଇନକୁ ପ୍ରତ୍ୟାହାର କରିବା ଦାବିରେ ଚାଷୀମାନେ ଅଡି ବସିଛନ୍ତି। ବହୁ ପର୍ଯ୍ୟାୟ…
୨୦୧୯-୨୦ର ନବମ ଶ୍ରେଣୀ ପିଲା ଦେବେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର, ୯।୨(ବ୍ୟୁରୋ)- ଆସନ୍ତା ମେ’ ୩ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୦୧୯-୨୦ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍ ପରୀକ୍ଷା ଦେବେ। ଏହା ସବୁ ଓଡ଼ିଆ ମାଧ୍ୟମ…
ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ଗାଁରେ ବୁଲୁଛି କଲରାପତରିଆ
ପାପଡ଼ାହାଣ୍ଡି/ମଇଦଲପୁର,୯।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ଦୁଇଦିନ ମଧ୍ୟରେ ଗ୍ରାମର ତିନି ଜଣଙ୍କ ଗୁହାଳରୁ ତିନୋଟି ବାଛୁରୀ ଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଏବେ ଗ୍ରାମରେ ଭୟର ବାତାବରଣ। ସନ୍ଧ୍ୟା…
ହାତୀଦାନ୍ତ, ବାଘଛାଲ ଜବତ
ଭୁବନେଶ୍ୱର,୯।୨(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର.): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଥମିବାର ନାଁ ଧରୁନି। କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ସୋମବାର ଆଉଏକ ର଼୍ୟାକେଟକୁ ଠାବ କରିଛି। କେନ୍ଦୁଝର ଜିଲା ଆର୍ଟିଓ ଅଫିସ ନିକଟରେ ଡିଲ୍ ଚାଲିଥିବାବେଳେ ଏସ୍ଟିଏଫ୍ ଟିମ୍ ଚଢ଼ାଉ କରି ୩ଜଣଙ୍କୁ…

