ମେଟ୍ରୋ

ଆଜି ରାଜଧାନୀରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଶନିବାର ରାଜଧାନୀରୁ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ଜଣେ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ ସ୍ଥାନୀୟ ସଂକ୍ରମିତ…

ନେଇଛି ୧୪୦ ହଜାର କୋଟି, ଦେଇଛି ୧୪ ହଜାର କୋଟି

ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୨୧-୨୨ ଆର୍ଥିକବର୍ଷ ପାଇଁ କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍‌ଡିଏ ସରକାର ଆଣିଥିବା ରେଳ ବଜେଟରେ ଓଡ଼ିଶା ପ୍ରତି ହୋଇଥିବା ଅଣଦେଖାକୁ ନେଇ ବିଜେଡି ଭାଜପାକୁ ଜୋରଦାର ସମାଲୋଚନା କରିଛି। ଏ ନେଇ ଭାଜପାର ରାଜ୍ୟ ନେତ୍ୱତ୍ୱଙ୍କୁ ଜବାବ ତଲବ କରିଛି।…

ମେ’ ୩ରୁ ମାଟ୍ରିକ ପରୀକ୍ଷା, ଖୁବ୍‌ଶୀଘ୍ର କାର୍ଯ୍ୟସୂଚୀ

ଭୁବନେଶ୍ୱର, ୬।୨(ବ୍ୟୁରୋ): ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ସରିବ। ଖୁବ୍‌ଶୀଘ୍ର ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇବ। ତେବେ ମେ’ ୩ ରୁ ୧୨ ପର୍ଯ୍ୟନ୍ତ ସଂସ୍କୃତ ମଧ୍ୟମା ପରୀକ୍ଷା ଓ ୧୫ ପର୍ଯ୍ୟନ୍ତ ଓଡ଼ିଶା ମୁକ୍ତ…

ମୁଖ୍ୟ ଶାସନ ସଚିବଙ୍କୁ ଲୋକାୟୁକ୍ତଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୧୫ରୁ ୨୦୨୦ ମସିହା ମଧ୍ୟରେ ୬୯ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି। ଏ ସଂକ୍ରାନ୍ତ ମାମଲାର ତଦନ୍ତ ପ୍ରକ୍ରିୟାକୁ ଓଡ଼ିଶା ସରକାର ଚାପି ରଖିବା ସହ ରିପୋର୍ଟ ପ୍ରଦାନରେ ଅନେକ ଶିଥିଳତା ପ୍ରଦାନ କରିଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ…

୨୦ ଓଏଫ୍‌ଏସ୍‌ ଅଫିସରଙ୍କୁ ଆଇଏଫ୍‌ଏସ୍‌ ପାହ୍ୟା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟର ମୋଟ ୨୦ଜଣ ଓଏଫ୍‌ଏସ୍‌ (ଓଡ଼ିଶା ବନ ସେବା) ଅଫିସରଙ୍କୁ ଆଇଏଫ୍‌ଏସ୍‌ (ଭାରତୀୟ ବନ ସେବା) ପାହ୍ୟାକୁ ପଦୋନ୍ନତି ମିଳିଛି। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଏହି ପଦୋନ୍ନତି ତାଲିକା ପ୍ରକାଶ ପାଇଛି। ୟୁପିଏସ୍‌ସି…

ଆଜିଠୁ ପୋଲିସ ନେବେ କରୋନା ଟିକା

ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କୁ ଟିକାକରଣରେ ସାମିଲ କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ପୋଲିସ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ। ଶନିବାର ସକାଳ ୯ଟାରେ କଟକ ନେତାଜୀ ଇନ୍‌ଡୋର ଷ୍ଟାଡିୟମ…

ଟିକା ନ ନେଲେ କଟିପାରେ ଦରମା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍‌ ଆପ୍‌ରେ ପଞ୍ଜୀକରଣ କରି ଆସୁ ନ ଥିବାରୁ ଟିକାଦାନ ହାର ବଢ଼ୁନି। କଟକ ସମେତ କେତେକ…

ମୁଣ୍ଡ ପାଇଁ ମୁଣ୍ଡବିନ୍ଧା

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନାର ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାକୁ ନେଇ ପୋଲିସ ତଦନ୍ତକୁ ଜୋର୍‌ଦାର କରିଛି। ଅପରାଧୀମାନେ ମୁଣ୍ଡକୁ କାଟି ନେଇଯାଇଥିବାରୁ ମହିଳାଙ୍କ ପରିଚୟ ମିଳିପାରୁନି। ଏଥିସହ ଅଭିଯୁକ୍ତଙ୍କୁ ଧରି…

୮ରୁ ଇଗ୍ନୋ ପରୀକ୍ଷା

ଭୁବନେଶ୍ୱର, ୬।୨(ବ୍ୟୁରୋ): ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ବ ବିଦ୍ୟାଳୟ (ଇଗ୍ନୋ)ର ଡିସେମ୍ବର-୨୦୨୦ ଟର୍ମ ଶେଷ ପରୀକ୍ଷା ଆସନ୍ତା ୮ରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୧୩ରେ ସରିବ। ଇଗ୍ନୋ ଆଞ୍ଚଳକ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏସ୍‌.କେ. ତ୍ରିପାଠୀଙ୍କ ସୂଚନାନୁସାରେ, ଏଥର…

କୋଟିଆକୁ ୧୮ କୋଟି

ଭୁବନେଶ୍ୱର (ବ୍ୟୁରୋ)/ପଟ୍ଟାଙ୍ଗୀ(ଡି.ଏନ.ଏ.) ୬।୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ୩ ସୀମାବର୍ତ୍ତୀ ଗ୍ରାମକୁ ନେଇ ଆନ୍ଧ୍ର ଏବଂ ଓଡ଼ିଶା ମଧ୍ୟରେ ବିବାଦ ଲାଗି ରହିଛି। ଉକ୍ତ ଗ୍ରାମଗୁଡ଼ିକୁ ନିଜର ଦାବି କରି ଆନ୍ଧ୍ର ସରକାର ନିର୍ବାଚନ ପାଇଁ…

ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍‌ ଚିହ୍ନଟ, ୩୩୫୪୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶୁକ୍ରବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?