ମେଟ୍ରୋ

ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଏବଂ...

CORONAVIRUS UPDATE: ରାଜ୍ୟରେ ୯୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୩,୬୮୨

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୬୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୪୧ ଜଣ...

୧୫ ଷ୍ଟାର୍ଟଅପ୍‌, ଇନ୍‌କ୍ୟୁବେଟର୍ସ ଲାଗି ୧.୨୩ କୋଟି ପ୍ରଦାନ

ଭୁବନେଶ୍ୱର,୨୮। ୮ରାଜ୍ୟର ୧୫ଟି ଷ୍ଟାର୍ଟଅପ୍‌ ଓ ଗୋଟିଏ ଇନ୍‌କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍‌ ଓଡ଼ିଶା ଟାସ୍କଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗୁରୁବାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ପ୍ରମୁଖ ଶାସନ...

ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା ଲାଗିରହିଛି। ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ଦୂର ହୋଇଛି। ଏଥିଯୋଗୁ ଗତ ୩...

କରୋନାରେ ୧୪ ପୋଲିସ, ୩ ଗୃହରକ୍ଷୀଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): କରୋନାରେ ୧୪ଜଣ ପୋଲିସ କର୍ମଚାରୀ ଓ ୩ଜଣ ଗୃହରକ୍ଷୀ ପ୍ରାଣ ହରାଇଛନ୍ତି। ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ସହାୟତା ପାଇଁ ଉଦ୍ୟମ କରାଯାଉଛି ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଡିଜିପି କହିଛନ୍ତି,...

ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୩ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ରହିଥିବା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୬୫,୩୨୩ ଜଣ ଆରୋଗ୍ୟ ଲାଭକରି ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ...

ସରିଲା ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୭।୮: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି। ଭୁବନେଶ୍ୱର ଫରେନ୍‌ସିକ୍‌ ଲ୍ୟାବ୍‌ରେ ଗୁରୁବାର ଏହି ଟେଷ୍ଟ ସରିଛି। ପ୍ରାୟ ୫ ଘଣ୍ଟା ଧରି ଏହି ଟେଷ୍ଟ ହୋଇଥିବା ବେଳେ ବିଦ୍ୟାଶ୍ରୀଙ୍କୁ ୭୦...

ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି କରୋନାଜନିତ ୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୪୮ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୬୨ ବର୍ଷୀୟ ମହିଳା ରହିଥିବା ବେଳେ ବରଗଡ଼ର ଜଣେ ୭୬ ବର୍ଷୀୟ ମହିଳା...

CORONAVIRUS UPDATE: ରାଜ୍ୟରେ ୯୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଉଦ୍‌ବେଗଜନକ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ରାଜ୍ୟରେ ପୁଣି ୩୩୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ...

ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁରୁବାର ଫୋନ୍‌ ଯୋଗେ କଥା ହୋଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ଏନ୍‌ଇଇଟି ଓ ଜେଇଇ ପରୀକ୍ଷାକୁ ସ୍ଥଗିତ ରଖିବାକୁ ସେ ମୋଦିଙ୍କୁ ଅନୁରୋଧ କରିଛନ୍ତି। ରାଜ୍ୟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri