ମେଟ୍ରୋ

ଲଣ୍ଡନରେ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସ୍ତାବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ସଂଯୁକ୍ତରାଷ୍ଟ୍ରର ରାଜଧାନୀ ଲଣ୍ଡନଠାରେ ଏକ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ। ଏହା ଲଣ୍ଡନ, ୟୁରୋପର ଜଗନ୍ନାଥ ଧାମ ରୂପେ ପରିଚୟ ପାଇବ। ଏନେଇ ସଂଯୁକ୍ତ ରାଷ୍ଟ୍ରରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ଗଠିତ ‘ଦ ଜଗନ୍ନାଥ...

ଅଧାପନ୍ତରିଆ ବିକାଶ କାର୍ଯ୍ୟ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଭୁବନେଶ୍ୱରର ବିଭିନ୍ନ ୱାର୍ଡରେ ବିକାଶମୂଳକ କାର୍ଯ୍ୟ ଅଧାପନ୍ତରିଆ ରହିଛି। ଲକ୍‌ଡାଉନ୍‌ ସକାଶେ ବନ୍ଦ ଥିବା ରାସ୍ତା ମରାମତି, ଡ୍ରେନ୍‌ ନିର୍ମାଣ ସହ ବିଭିନ୍ନ ପୁନରୁଦ୍ଧାର କାର୍ଯ୍ୟ ଏବେ ପୁନଃ ଆରମ୍ଭ ହୋଇଛି। ତେବେ ବର୍ଷାରେ ତରବରିଆ ଭାବେ...

‘ସରକାରୀ କାର୍ଯ୍ୟାଳୟ, ଶିଳ୍ପାନୁଷ୍ଠାନରେ କରୋନା ପ୍ରତିଷେଧକ କଡ଼ାକଡ଼ି କରାଯାଉ’

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ସରକାରୀ କାର୍ଯ୍ୟାଳୟ ଓ ଶିଳ୍ପ କ୍ଷେତ୍ରରେ କରୋନା ପ୍ରତିଷେଧକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ। କାର୍ଯ୍ୟରତ ସମସ୍ତ ଶ୍ରମିକ, କର୍ମଚାରୀଙ୍କ ନିର୍ଦ୍ଧାରିତ ସମୟରେ ରକ୍ତ ନମୁନା ପରୀକ୍ଷା କରାଯାଉ। ଯେଉଁ ଶ୍ରମିକମାନେ କାର୍ଯ୍ୟରତ ସମୟରେ କରୋନାରେ ମରୁଛନ୍ତି ସେମାନଙ୍କ ପରିବାରକୁ...

ଓଡ଼ିଶା ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହୋଇପାରିବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଜୈବ ବିବିଧତା ପାଇଁ ଓଡ଼ିଶା ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି। ବନ୍ୟଜନ୍ତୁ ସଂରକ୍ଷଣ ସମେତ ଜୈବ ବିବିଧତାକୁ ସଶକ୍ତ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟା ଯୋଗୁ ଓଡ଼ିଶାର...

ବିପଦ ସଙ୍କେତ ଉପରେ ବୈତରଣୀ, ଜଳକା

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗତ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଅନେକ ଜିଲାରେ ଚାଷଜମି ଓ ତଳିଆ ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ଏଥିସହିତ କେତେକ ନଦୀରେ ମଧ୍ୟ ବନ୍ୟାଜଳ...

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୩୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧ ଜଣ ସ୍ଥାନୀୟ ଅଞ୍ଚଳର ଏବଂ ୧୩୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଫଳରେ...

ପୂଜା ଛୁଟି ପର୍ଯ୍ୟନ୍ତ ରାଜ୍ୟରେ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର, ୨୬।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବର୍ତ୍ତମାନ କରୋନା ମହାମାରୀ ପରିସ୍ଥିତିରେ ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସ୍କୁଲ ଓ...

୩୦% କମିଲା ସିଲାବସ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): କରୋନା ପାଇଁ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କମିଲା ସିଲାବସ୍‌। ୩୦% ସିଲାବସ୍‌ ହ୍ରାସ ହୋଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ସୂଚନା ଦେଇଛନ୍ତି। ତେବେ ୩ଟି କମିଟିର ସୁପାରିଶ...

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

CORONAVIRUS UPDATE: ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୩ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ରାଜ୍ୟରେ ବୁଧବାର ଗୋଟିଏ ଦିନରେ ୩,୩୭୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

୫ ବର୍ଷରେ ଗାଁରେ ୨୬ ଲକ୍ଷ ୮୪ ହଜାର ପକ୍କାଘର

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଗ୍ରାମୀଣ ଗୃହ ନିର୍ମାଣ ଯୋଜନାର ସଫଳ ରୂପାୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟରେ ପରିଣତ ହୋଇଛି। ୨୦୧୪-୧୫ରୁ ୨୦୨୦ ମଧ୍ୟରେ ରାଜ୍ୟରେ ୨୬ ଲକ୍ଷ ୮୪ ହଜାର ୮୧୮ ପକ୍କାଘର ନିର୍ମାଣ ହୋଇଛି। ପ୍ରଧାନମନ୍ତ୍ରୀ ଆବାସ(ଗ୍ରାମୀଣ) ଯୋଜନା (ପିଏମ୍‌ଏଓ୍ବାଇ-ଜି)ରେ...

ଓଏସ୍‌ଆର୍‌ଟିସିକୁ ଟେକ୍ନୋଲୋଜି ସଭା ପୁରସ୍କାର

ଭୁବନେଶ୍ୱର, ୨୬ା୮(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ସମ୍ମାନଜନକ ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ ଟେକ୍ନୋଲୋଜି ସଭା ପୁରସ୍କାର-୨୦୨୦ ହାସଲ କରିଛି। ପରିଚାଳନା ଓ ଦକ୍ଷତାରେ ଉନ୍ନତି ପାଇଁ ଡିପୋ ମ୍ୟାନେଜମେଣ୍ଟ ସିଷ୍ଟମରେ ଆଇଟି ବ୍ୟବହାର ଯୋଗୁ ଏହି ସଫଳତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri