ମେଟ୍ରୋ

ଅଫିସ୍‌ରେ ଟିକା ନେବେ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍‌ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍‌ରେ ସ୍ବତନ୍ତ୍ର ଟିକା ରୁମ୍‌ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍‌ରେ ଗୃହ…

ଭୁବନେଶ୍ୱରରେ ହେଲା ସିନ୍‌ ରିକ୍ରିଏଶନ

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ରସୁଲପୁର(ଡି.ଏନ୍‌.ଏ.),୪ା୨:ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୮ଦିନ ବିତିଛି। ଯାଜପୁର ପୋଲିସ ଏବଂ କମିଶନରେଟ ପୋଲିସ ଉଭୟ ମାମଲାର ତନାଘନା ଚଳାଇଛନ୍ତି। କୁଆଖିଆ ପୋଲିସ ଏହି ଘଟଣାରେ ଗିରଫ ପ୍ରେମିକ ରାକେଶ ସ୍ବାଇଁଙ୍କୁ…

ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ

ଭୁବନେଶ୍ୱର, ୪ା୨ (ବ୍ୟୁରୋ):ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ପତ୍ର ସୂଚନା କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ‘ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ ୨୦୨୧-୨୨’ ଉପରେ ଏକ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ପ୍ରଧାନ ପ୍ରମୁଖ ଆୟକର ଆୟୁକ୍ତ ଶରତ କୁମାର…

ଆଲୋକୀକରଣ ହେଲା କଟକ-ପୁରୀ ବାଇପାସ୍‌

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୪ା୨(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାରେ ଭୁବନେଶ୍ୱର ଟଙ୍କପାଣି ରୋଡ୍‌ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍‌ ରୋଡ୍‌ରେ ଏଲ୍‌ଇଡି ଷ୍ଟ୍ରିଟ୍‌ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ଏହି ବ୍ୟବସ୍ଥା ବାଇପାସ୍‌ ରୋଡ୍‌ର ପଳାଶୁଣୀ ଛକଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨…

କୋଷ୍ଟାଲ ହାଇଓ୍ବେକୁ ନେଇ ଶ୍ରେୟ ରାଜନୀତି

ଭୁବନେଶ୍ୱର,୪ା୨(ବ୍ୟୁରୋ):ଭାରତମାଳା ପରିଯୋଜନା ଅନ୍ତର୍ଗତ କୋଷ୍ଟାଲ ହାଇଓ୍ବେ କାର୍ଯ୍ୟର ତ୍ୱରାନ୍ବିତ ନେଇ ସମୀାକ୍ଷା ହେବାପରେ କାହାକୁ ଶ୍ରେୟ ମିଳିବ ତାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଉଭୟ ବିଜେଡି ଏବଂ ଭାଜପା ପରସ୍ପର ବିରୋଧରେ ଯୁକ୍ତି ବାଢିଛନ୍ତି। ଭାଜପା କହିଛି କୋଷ୍ଟାଲ ହାଇଓ୍ବେକୁ…

ଝାରସୁଗୁଡ଼ାରେ ହେବ କୋଲ୍‌ ଟ୍ରିବ୍ୟୁନାଲ

ଭୁବନେଶ୍ୱର/ଝାରସୁଗୁଡା (ଡି.ଏନ୍‌.ଏ.):୪।୨: ଝାରସୁଗୁଡାରେ ଏକ କୋଲ୍‌ ବିୟରିଂ ଟ୍ରିବ୍ୟୁନାଲ (ସିବିଟି) ସ୍ଥାପନ ନେଇ କେନ୍ଦ୍ର ସରକାର ବୁଧବାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। କୋଇଲା ଖଣି ମାମଲାଗୁଡିକର ସମାଧାନ ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଉଥିବା ଜଣାପଡିଛି। ବିଶେଷ କରି କୋଇଲା ଖଣି…

ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି: ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଖାରଜ

କଟକ ଅଫିସ, ୩।୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ଦୁର୍ନୀତି ମାମଲା ରୁଜୁ କରିଛି। ତେଣୁ ଅଭିଯୋଗକାରୀଙ୍କୁ ମାମଲାର ତଦନ୍ତଭାର ଦିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଏଥିସହ ପ୍ରଦୀପଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ପାଇଁ ଲୋକାୟୁକ୍ତ ଦେଇଥିବା…

ଆଇଟିଆଇ ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ଛାଡ଼ ହେଲା ୯ ମାସର ହଷ୍ଟେଲ ଫି’

ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଟିଆଇ ଛାତ୍ରୀଛାତ୍ରଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ୱାରା ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।…

ଝରାଫୁଲ ମୃତ୍ୟୁ ରହସ୍ୟ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରେମିକ ରାକେଶ

ଭୁବନେଶ୍ୱର,୩।୨(ବ୍ୟୁରୋ) : ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ଭୁବନେଶ୍ୱରରେ ପହଞ୍ଚିଛି ଯାଜପୁର ପୋଲିସ। ଝରାଫୁଲଙ୍କ ପ୍ରେମିକ ରାକେଶ ସ୍ବାଇଁଙ୍କୁ ସାଙ୍ଗରେ ଆଣି ଖୋଳତାଡ଼ ଆରମ୍ଭ କରିଛି। ଯାଜପୁର ଏସ୍‌ଡିପିଓଙ୍କ ସମେତ ଧର୍ମବିହାରସ୍ଥିତ ଗେଷ୍ଟ୍‌ହାଉସରେ ପହଞ୍ଚି ତନାଘନା ଆରମ୍ଭ…

ସିବିଆଇ ପଞ୍ଝାରେ ରେଲୱେ ଅଧିକାରୀ

ଭୁବନେଶ୍ୱର,୩।୨(ବ୍ୟୁରୋ): ପୂର୍ବତଟ ରେଲୱେର ବରିଷ୍ଠ ଅଧିକାରୀ ତଥା ସିନିଅର ଟ୍ରାଭେଲିଂ ଇନ୍ସପେକ୍ଟର ରବି ନାରାୟଣ ରଥଙ୍କ ଘରେ ବୁଧବାର ସିବିଆଇ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାଢ଼ାଉ ହୋଇଛି। ତାଙ୍କ ଭୁବନେଶ୍ୱରସ୍ଥିତ ଅଫିସ ସମେତ କୋଳଥିଆ…

ଅଫିସରେ ଦିଆଯିବ କରୋନା ଟିକା: ୬ରୁ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍‌ ଭ୍ୟାକ୍ସିନ୍‌ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍‌ କରାଯିବ। ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ବ ବିଭାଗର ଅଧିକାରୀ ଏବଂ…

ଆଜି ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୩।୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?