ଏସ୍ଆଇଙ୍କ ବିରୋଧରେ ମହିଳାଙ୍କ ବଳାତ୍କାର ଅଭିଯୋଗ
ଭୁବନେଶ୍ୱର,୨୫।୮(ବ୍ୟୁରୋ): କନ୍ଧମାଳ ଜିଲାରେ କାର୍ଯ୍ୟରତ ଜଣେ ମହିଳା ଏସ୍ଆଇ ବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ଜଣେ ଏସ୍ଆଇଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ନ୍ୟାୟ ନ ମିଳିବାରୁ ପୀଡିତା ଜଣକ ସୋମବାର...
ଓଏଚ୍ଆର୍ସି: ପୂର୍ଣ୍ଣ ସଦସ୍ୟ ଥାଇ ମାମଲା ବଢୁଛି
ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୋଲିସ, ପ୍ରଶାସନଠାରୁ ନ୍ୟାୟ ନ ମିଳିଲେ ସାଧାରଣ ଲୋକେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍ଆର୍ସି)ଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କମିଶନଙ୍କ ଉପରେ ଭରସା ଥିବାରୁ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ତ୍ୱରିତ ଫଇସଲା ହୋଇପାରୁ ନ ଥିବାରୁ ଗଦାଗଦା...
ଚାଷୀଙ୍କୁ ଆବଶ୍ୟକ ସାର ଦେବାକୁ କଂଗ୍ରେସର ଦାବି
ଭୁବନେଶ୍ୱର,୨୫।୮(ବ୍ୟୁରୋ): ସାରା ରାଜ୍ୟରେ ଅନୁକୂଳ ପାଣିପାଗ ଥିବା ଯୋଗୁ ଚାଷ ପାଇଁ ୟୁରିଆସାରର ଯଥେଷ୍ଟ ଚାହିଦା ରହିଛି। କିନ୍ତୁ ସରକାରଙ୍କ ପକ୍ଷରୁ ୟୁରିଆ ଯୋଗାଣ କ୍ଷେତ୍ରରେ ବିଳମ୍ବ ଯୋଗୁ ଚଳିତ ଖରିଫ୍ ଚାଷ ବାଧାପ୍ରାପ୍ତ ହେଉଛିି। ଚାଷୀମାନେ ସାର ପାଇଁ...
ବିଦ୍ୟାଶ୍ରୀଙ୍କ ସମେତ ୪ଜଣଙ୍କ ଲାଏ ଡିଟେକ୍ସନ ହେବ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମ୍ବ୍ରାଞ୍ଚ ତଦନ୍ତକୁ ଦେଢ ମାସରୁ ଊର୍ଦ୍ଧ୍ୱ ବିତିଛି। ହେଲେ ଜିଆର୍ପି ଭଳି କ୍ରାଇମବ୍ରାଞ୍ଚ କିଛି ବି ସୁରାକ ପାଇପାରୁନି। ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ,ସହଯୋଗୀ ବିକାଶ, ପପୁ ଓ ପ୍ରୀତମ୍ଙ୍କୁ ପଚରାଉଚରାବେଳେ ପରସ୍ପର ଉପରେ...
କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୨୩ ଖୋର୍ଦ୍ଧା ଜିଲାରୁ...
ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯...
CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।...
ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା କଂଗ୍ରେସ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୁରୀ ବଗଲା ଧର୍ମଶାଳା ଜମି ବିକ୍ରିରେ ଆଇନକାନୁନକୁ ଜଳାଞ୍ଜଳି ଦିଆଯାଇ ନାହିଁ, ଶ୍ରୀମନ୍ଦିର ସୁରକ୍ଷା କରିଡର ନଁାରେ ସରକାର ଅଧିଗ୍ରହଣ କରିଥିବା ସମସ୍ତ ଜମି ବିବାଦୀୟ ଏବଂ ବେଆଇନ। ବଗଲା ଧର୍ମଶାଳା ଜମି ଲୋଭ ଦେଖାଇ ସରକାର ଏବଂ...
ଖୁବ୍ଶୀଘ୍ର ଜଟାଧାର ମୁହାଣ ଇସ୍ପାତ ପ୍ରକଳ୍ପ ନିର୍ମାଣ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜଗତ୍ସିଂହପୁର ଜିଲାର ଜଟାଧାର ମୁହାଣରେ ଜେଏସ୍ଡବ୍ଲ୍ୟୁ ୧୩.୨ ନିୟୁତ ଟନର ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ। ଖୁବ୍ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଆସନ୍ତା ୧୦ ବର୍ଷ ମଧ୍ୟରେ ଜେଏସ୍ଡବ୍ଲ୍ୟୁ ଓଡିଶାରେ ୧ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ...
ଘରେ ରହି ଅନ୍ଲାଇନ୍ରେ ପଢ଼ାଇବେ ଦୃଷ୍ଟିବାଧିତ ଅଧ୍ୟାପକ
ଭୁବନେଶ୍ୱର, ୨୫।୮(ବ୍ୟୁରୋ): ୟୁଜି ଓ ପିଜି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ନୂଆ ଗାଇଡ୍ଲାଇନ୍ ଆସିଛି। ମହାମାରୀ କରୋନା କଟକଣା ସମୟରେ ଦୃଷ୍ଟିବାଧିତ ଅଧ୍ୟାପକଙ୍କୁ ଆଉ କଲେଜ ଆସିବାକୁ କୌଣସି ଆବଶ୍ୟକତା ନାହିଁ। ସେମାନେ ଏଣିକି ଘରେ ରହି ଅନ୍ଲାଇନ୍ରେ ପାଠ...
ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷାଫଳ: ଜାଣନ୍ତୁ କାହିଁକି ହେଲା ବିଳମ୍ବ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଏହା ସହ ଯୁକ୍ତ ଦୁଇ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେହିଦିନ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର...
ଆନ୍ଥ୍ରାକ୍ସ ଆଳରେ ଚାପି ଦିଆଯାଉଛି ହାତୀ ମୃତ୍ୟୁ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଗତ ଦଶବର୍ଷ ମଧ୍ୟରେ ରାଜ୍ୟରେ ୭୮୪ ହାତୀ ମରିଛନ୍ତି। କେବଳ ଚଳିତବର୍ଷ ଅଗଷ୍ଟ ୨୩ ସୁଦ୍ଧା ୩୬ ହାତୀର ମୃତ୍ୟୁ ଘଟିଛି। ବିଦ୍ୟୁତ୍ ଆଘାତ, ଟ୍ରେନ୍ ଦୁର୍ଘଟଣା, ଶିକାର ଓ ରୋଗ ଆଦି ହାତୀ ମୃତ୍ୟୁର କାରଣ ବୋଲି...
Archives


